• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଅନ୍ତର୍ଜାତୀୟ

୧୮ଦିନ ପରେ ସୁରକ୍ଷିତ ପୃଥିବୀକୁ ଫେରିଲେ ଶୁଭାଂଶୁ ଶୁକ୍ଲା, ସମୁଦ୍ରରେ ଅବତରଣ କଲା ‘ଗ୍ରେସ୍’

FNN WEB by FNN WEB
July 15, 2025
in ଅନ୍ତର୍ଜାତୀୟ, ଓଡ଼ିଶା, ଜାତୀୟ, ମୁଖ୍ୟ ଖବର
0
୧୮ଦିନ ପରେ ସୁରକ୍ଷିତ ପୃଥିବୀକୁ ଫେରିଲେ ଶୁଭାଂଶୁ ଶୁକ୍ଲା, ସମୁଦ୍ରରେ ଅବତରଣ କଲା ‘ଗ୍ରେସ୍’
0
SHARES
2
VIEWS

ନୂଆଦିଲ୍ଲୀ: ପୃଥିବୀକୁ ଫେରିଲେ ଭାରତର ପୁଅ ଶୁଭାଂଶୁ ଶୁକ୍ଲା। ସମୁଦ୍ରରେ ସୁରକ୍ଷିତ ଅବତରଣ କଲା ‘ଗ୍ରେସ୍’। ଆକ୍ସିଅମ୍-୪ ମିଶନ ସହିତ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନକୁ ଯାଇଥିବା ଶୁଭାଂଶୁ ଶୁକ୍ଳା ଅନ୍ୟ ୩ ଜଣ ମହାକାଶଚାରୀଙ୍କ ସହ ପୃଥିବୀକୁ ଫେରି ଆସିଛନ୍ତି। ସ୍ପେସ୍ଏକ୍ସର ଡ୍ରାଗନ୍ ମହାକାଶଯାନ, ଚାରି ଜଣ ମହାକାଶଚାରୀଙ୍କୁ ନେଇ ଆମେରିକାର କାଲିଫର୍ନିଆ ରାଜ୍ୟ ସାନ ଡିଏଗୋ ଉପକୂଳ ନିକଟରେ ଅପରାହ୍ନ ୩.୦୧ (ଭାରତୀୟ ସମୟ) ସମୟରେ ପ୍ରଶାନ୍ତ ମହାସାଗରରେ ଅବତରଣ କରିଛି।

ଶୁଭାଂଶୁ ଶୁକ୍ଳାଙ୍କୁ ୨୫ ଜୁନ୍ ୨୦୨୫ରେ ଏକ ଫାଲକନ୍ ୯ ରକେଟ୍ ସାହାଯ୍ୟରେ ଉତ୍‌କ୍ଷେପଣ କରାଯାଇଥିଲା। ସେ ଜୁନ୍ ୨୬ରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ପାଦ ଦେଇଥିଲେ। ୧୮ଦିନ ମଧ୍ୟରେ ସେ ୬୦ରୁ ଅଧିକ ପରୀକ୍ଷଣ କରିଥିଲେ, ଯେଉଁଥିରେ ମାଂସପେଶୀ ହ୍ରାସ, ମାନସିକ ସ୍ୱାସ୍ଥ୍ୟ ଏବଂ ମହାକାଶରେ ଫସଲ ଚାଷ ଉପରେ ଗବେଷଣା ଅନ୍ତର୍ଭୁକ୍ତ ଥିଲା।

ଏହି ମିଶନ ଭାରତ, ପୋଲାଣ୍ଡ ଏବଂ ହଙ୍ଗେରୀ ପାଇଁ ଐତିହାସିକ ଥିଲା। କାରଣ ଚାରି ଦଶନ୍ଧି ପରେ, ଏହି ଦେଶଗୁଡ଼ିକର ମହାକାଶଚାରୀମାନେ ଏକ ମାନବ ମିଶନରେ ଅଂଶଗ୍ରହଣ କରିଥିଲେ। ଏହି ମିଶନର ନେତୃତ୍ୱ ଆମେରିକାର ଅଭିଜ୍ଞ ମହାକାଶଚାରୀ ଏବଂ ଆକ୍ସିଅମ କମାଣ୍ଡର ପେଗି ହ୍ୱିଟସନ ନେଇଥିଲେ।

ଗ୍ରେସ୍ ସ୍ପେସକ୍ରାଫ୍ଟ ଅବତରଣ ପୂର୍ବରୁ ଜୋରରେ ଶୁବ୍ଦ କରିଥିଲା, ଯାହା ଏହାର ଉଚ୍ଚ ଗତିକୁ ସୂଚିତ କରେ। ପ୍ଲାଜମା ସ୍ତର ସିଗନାଲକୁ ଅବରୋଧ କରୁଥିବାରୁ ଅବତରଣ ସମୟରେ କିଛି ସମୟ ପାଇଁ ଯୋଗାଯୋଗ ବାଧାପ୍ରାପ୍ତ ହୋଇଥିଲା। କିନ୍ତୁ ପୁନରୁଦ୍ଧାର ପାଇଁ ମୁତୟନ ଥିବା ଡଙ୍ଗା ଏବଂ ହେଲିକପ୍ଟର ତୁରନ୍ତ କାର୍ଯ୍ୟରେ ଲାଗିପଡ଼ିଥିଲେ। ଏହା ପରେ ଶୁଭାଂଶୁଙ୍କ ସମେତ ଆକ୍ସ-୪ କ୍ରୁକୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଥିଲା।

Previous Post

ପଛୁଆବର୍ଗ ଓ ସଂଖ୍ୟାଲଘୁ ବିକାଶ ପରିଷଦ ତରଫରୁ ଫକୀରମୋହନ ଛାତ୍ରୀଙ୍କ ନ୍ୟାୟ ପାଇଁ ଦାବି

Next Post

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ସବୁଠି ବିଦ୍ରୋହର ନିଆଁ, ବିକ୍ଷୋଭ ପ୍ରଦର୍ଶନ

FNN WEB

FNN WEB

Next Post
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ସବୁଠି ବିଦ୍ରୋହର ନିଆଁ, ବିକ୍ଷୋଭ ପ୍ରଦର୍ଶନ

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ସବୁଠି ବିଦ୍ରୋହର ନିଆଁ, ବିକ୍ଷୋଭ ପ୍ରଦର୍ଶନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.