• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ କଲେ ରାଷ୍ଟ୍ରପତି

FNN WEB by FNN WEB
July 15, 2025
in ଓଡ଼ିଶା, ମୁଖ୍ୟ ଖବର
0
କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ କଲେ ରାଷ୍ଟ୍ରପତି
0
SHARES
11
VIEWS

କଟକ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକ ଠାରେ ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ଅତିଥି ଭାବେ ଯୋଗଦାନ କରିଛନ୍ତି। ଏହି ଅବସରରେ ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ରେ ସମ୍ମାନିତ କରିଛନ୍ତି। ରାଷ୍ଟ୍ରପତି ଆଦିକବି ସାରଳା ଦାସଙ୍କ ପ୍ରତି ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ଆଦିକବି ସାରଳା ଦାସ ମହାଭାରତ ରଚନା କରି ଭାରତୀୟ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ଏହି ମହାନ କବିଙ୍କ ଜନ୍ମବାର୍ଷିକୀ ପାଳନ ଏବଂ ବିଭିନ୍ନ ସାହିତ୍ୟିକ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସେ ‘ସାରଳା ସାହିତ୍ୟ ସଂସଦ’କୁ ପ୍ରଶଂସା କରିଛନ୍ତି।

କଳିଙ୍ଗ ରତ୍ନ ପୁରସ୍କାର ପାଇଥିବା ଧର୍ମେନ୍ଦ୍ର ପ୍ରଧାନଙ୍କୁ ରାଷ୍ଟ୍ରପତି ଅଭିନନ୍ଦନ ଜଣାଇଛନ୍ତି। ସେ ମଧ୍ୟ ‘ସାରଳା ସମ୍ମାନ’ ସାହିତ୍ୟ ପୁରସ୍କାର ପାଇଥିବା ବିଜୟ ନାୟକଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।

ରାଷ୍ଟ୍ରପତି କହିଛନ୍ତି, ଆମର ବିବିଧତା ଏକ ଇନ୍ଦ୍ରଧନୁ ପରି। ଆମର ଏକତା ଯୁଗ ଯୁଗ ଧରି ବହୁତ ସୁଦୃଢ଼ ରହିଛି। ଆମର ଅନେକ ଭାଷା ଅଛି, କିନ୍ତୁ ଭାବନା ଗୋଟିଏ। ଏତେ ସଂଖ୍ୟକ ଭାଷା ଏବଂ ଧର୍ମକୁ ନେଇ ଭାରତ ଯେପରି ଭାବେ ଏକଜୁଟ ଏବଂ ସଦ୍ଭାବନାର ସହ ରହିଆସିଛି ତାହା ଦେଖି ବିଶ୍ୱ ଚକିତ ହୋଇଥାଏ।

ରାଷ୍ଟ୍ରପତି କହିଛନ୍ତି, ଭାରତୀୟ ଶିକ୍ଷା ପରମ୍ପରାକୁ ସମୃଦ୍ଧ କରିବାରେ ଭାରତୀୟ ଭାଷାଗୁଡ଼ିକର ବ୍ୟାପକ ଅବଦାନ ରହିଛି। ଜାତୀୟ ଶିକ୍ଷା ନୀତି ୨୦୨୦ରେ ମାତୃଭାଷାରେ ଶିକ୍ଷା ପ୍ରଦାନ ଉପରେ ଗୁରୁତ୍ୱ ଦିଆଯିବା ଖୁସିର ବିଷୟ। ମାତୃଭାଷାରେ ଶିକ୍ଷା ପିଲାମାନଙ୍କୁ ସେମାନଙ୍କର ସଂସ୍କୃତି ଏବଂ ପରମ୍ପରା ସହିତ ଯୋଡ଼ିବାରେ ସହାୟକ ହେବ। ନିଜ ମାତୃଭାଷା ବ୍ୟତୀତ ଅନ୍ୟ ଭାଷା ମଧ୍ୟ ଶିଖିବା ଉଚିତ ବୋଲି ସେ ମତବ୍ୟକ୍ତ କରିଛନ୍ତି।

Previous Post

ରେଭେନ୍ସା ଇଟା ଓ ସିମେଣ୍ଟରେ ଗଢ଼ା ନୁହେଁ, ଏହା ଏକ ଶାଳଗ୍ରାମ: ରାଷ୍ଟ୍ରପତି

Next Post

ସଂସଦ ଘେରାଉ କରିବ କଂଗ୍ରେସ : ଅଳକା ଲାମ୍ବା

FNN WEB

FNN WEB

Next Post
ସଂସଦ ଘେରାଉ କରିବ କଂଗ୍ରେସ : ଅଳକା ଲାମ୍ବା

ସଂସଦ ଘେରାଉ କରିବ କଂଗ୍ରେସ : ଅଳକା ଲାମ୍ବା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.