• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନେଇ ମନ୍ତ୍ରୀସ୍ତରୀୟ ସବ୍ କମିଟିର ପ୍ରଥମ ବୈଠକ

FNN WEB by FNN WEB
July 16, 2025
in ଓଡ଼ିଶା, ମୁଖ୍ୟ ଖବର
0
ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନେଇ ମନ୍ତ୍ରୀସ୍ତରୀୟ ସବ୍ କମିଟିର ପ୍ରଥମ ବୈଠକ
0
SHARES
0
VIEWS

ଭୁବନେଶ୍ୱର : ଭୁବନେଶ୍ୱର ମେଟ୍ରୋ ରେଳ ପ୍ରୋଜେକ୍ଟ ନିମନ୍ତେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀସ୍ତରୀୟ ବୈଠକ ଆଜି ଲୋକସେବା ଭବନ କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏକ ସବ୍ କମିଟି ଗଠନ କରାଯାଇଥିଲା ଯାହାର ଚେୟାରମ୍ୟାନ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଅଛନ୍ତି ।

ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ କାର୍ଯ୍ୟର ମୋବିଲିଟି ଓ ପରବର୍ତ୍ତୀ ପଦକ୍ଷେପ କଣ ରହିବ ସେନେଇ ବୈଠକରେ ଆନ୍ତଃ ବିଭାଗୀୟ ସମନ୍ୱୟ ବିଷୟରେ ଆଲୋଚନା କରାଯାଇଛି । ଏଥି ସହିତ ଭୁବନେଶ୍ୱର ସହରର ଦୃଢ଼ ଓ ଦକ୍ଷ ସାର୍ବଜନୀନ ପରିବହନ ବ୍ୟବସ୍ଥା, ସୁଗମ ଟ୍ରାଫିକ ପରିଚାଳନା ନିମନ୍ତେ କମ୍ପ୍ରେସିଭ ମୋବିଲିଟି ପ୍ଲାନ, ରେଳ- ସଡ଼କ ପରିବର୍ତ୍ତନ ପଥ ବିଷୟରେ ବୈଠକରେ ଆଲୋଚନା କରାଯାଇଛି । ଜନସାଧାରଣଙ୍କ ହିତ ଓ ଟ୍ରାଫିକ ଡ଼ିକଞ୍ଜେକ୍ସନକୁ ଦୃଷ୍ଟିରେ ରଖି ମେଟ୍ରୋ ପ୍ରକଳ୍ପ ଉପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ । ଏନେଇ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନର ସିଇଓ କଲ୍ୟାଣ ପଟ୍ଟନାୟକ, ବିକାଶ କୁମାର, ପ୍ରମିତ ଗର୍ଗ ପ୍ରମୁଖଙ୍କ ସହ ଆଲୋଚନା କରାଯାଇଛି ।

ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଶିଳ୍ପ ଓ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ବୈଠକରେ ଯୋଗଦେଇ ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ । ପ୍ରମୁଖ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଗୃହ ଓ ନଗର ଉନ୍ନୟନ ନଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ, ଭୁବନେଶ୍ୱର ମହାନଗର ନିଗମ କମିଶନର ଶ୍ରୀ ରାଜେଶ ପ୍ରଭାକର ପାଟିଲ ବୈଠକରେ ଉପସ୍ଥିତ ନିଜର ମତାମତ ଉପସ୍ଥାପନ କରିଥିଲେ ।

Previous Post

୨୦୨୫-୨୬ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ

Next Post

୧୭ ଜୁଲାଇ ଓଡ଼ିଶା ବନ୍ଦ କୁ ସଫଳ କରିବା ପାଇଁ ଆହ୍ଵାନ

FNN WEB

FNN WEB

Next Post
୧୭ ଜୁଲାଇ ଓଡ଼ିଶା ବନ୍ଦ କୁ ସଫଳ କରିବା ପାଇଁ ଆହ୍ଵାନ

୧୭ ଜୁଲାଇ ଓଡ଼ିଶା ବନ୍ଦ କୁ ସଫଳ କରିବା ପାଇଁ ଆହ୍ଵାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.