• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ

FNN WEB by FNN WEB
July 16, 2025
in ଓଡ଼ିଶା, ମୁଖ୍ୟ ଖବର
0
ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲା ୟୁଜିସି
0
SHARES
0
VIEWS

ଭୁବନେଶ୍ବର: ଫକୀର ମୋହନ ସ୍ବୟଂଶାସତ ମହାବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ରାଜ୍ୟ ପୁଲିସ ତତ୍ପରତା ପ୍ରକାଶ ପାଇଛି। ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରିବ। କ୍ରାଇମବ୍ରାଞ୍ଚ ଡିଜିପି ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା, ଆଇଜି ଏସ. ସାଇନିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ। ଡ଼ିଏସପି ଇମାନ କଲ୍ୟାଣ ନାୟକଙ୍କ ସମେତ ଏକ ସ୍ୱତନ୍ତ୍ର ଟିମ ଏହି ମାମଲାର ତଦନ୍ତ କରିବେ ବୋଲି ରାଜ୍ୟ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି।
ଫକୀର ମୋହନ ସ୍ବୟଂଶାସତ ମହାବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା କ୍ରାଇମବ୍ରାଞ୍ଚ ତଦନ୍ତ କରିବ। କ୍ରାଇମବ୍ରାଞ୍ଚ ଡିଜିପି ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା, ଆଇଜି ଏସ. ସାଇନିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ।

ସୂଚନାଯୋଗ୍ୟ, ବାଲେଶ୍ବରର କଲେଜ ଛାତ୍ରୀ ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ଶତ ଚେଷ୍ଟା ପରେ ମଧ୍ୟ ସେ ଆଖି ବୁଜିଥିଲେ। ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ପୂର୍ବାହ୍‌ଣରେ ଅନ୍ତିମ ସଂସ୍କାର କରାଯାଇଥିଲା।

Previous Post

ସରକାରଙ୍କ ଉପରେ ରାଜ୍ୟବାସୀଙ୍କ ଆକ୍ରୋଶ ବଢ଼ିଛି:ପୁଲିସ ଆକ୍ରମଣ ବିଜେଡି ସ୍ୱରକୁ ଚପାଇ ପାରିବ ନାହିଁ

Next Post

ରାଜ୍ୟ କ୍ୟାବିନେଟ୍‌ରେ ୧୩ଟି ପ୍ରସ୍ତାବକୁ ମଂଜୁରୀ

FNN WEB

FNN WEB

Next Post
ରାଜ୍ୟ କ୍ୟାବିନେଟ୍‌ରେ ୧୩ଟି ପ୍ରସ୍ତାବକୁ ମଂଜୁରୀ

ରାଜ୍ୟ କ୍ୟାବିନେଟ୍‌ରେ ୧୩ଟି ପ୍ରସ୍ତାବକୁ ମଂଜୁରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.