• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ପରିବେଶ ସୁରକ୍ଷା ସହ ଜଳବାୟୁ ପରିବର୍ତ୍ତନର ପାଠ ପଢିବେ ଛାତ୍ରଛାତ୍ରୀ’

FNN WEB by FNN WEB
July 17, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ପରିବେଶ ସୁରକ୍ଷା ସହ ଜଳବାୟୁ ପରିବର୍ତ୍ତନର ପାଠ ପଢିବେ ଛାତ୍ରଛାତ୍ରୀ’
0
SHARES
3
VIEWS

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ସ୍କୁଲ ଶିକ୍ଷାରେ ‘ମିସନ ଲାଇଫ’କୁ ସମନ୍ୱିତ କରି ଏକ ସ୍ଥାୟୀ ଭବିଷ୍ୟତ ପାଇଁ କାର୍ଯ୍ୟ କରିବା ଦିଗରେ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ମଧ୍ୟରେ ଏକ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଏବଂ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଏହି ଅବସରରେ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଥିଲେ ଯେ ଜାତୀୟ ଶିକ୍ଷା ନୀତି ସ୍କୁଲ ପାଠ୍ୟକ୍ରମରେ ପରିବେଶ ସଚେତନତା ଏବଂ ଜଳବାୟୁ ପରିବର୍ତ୍ତନ ଶିକ୍ଷାକୁ ସମନ୍ୱିତ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଉଛି। ପୂର୍ବରୁ ମଧ୍ୟ ସ୍କୁଲ ଶିକ୍ଷାରେ ପରିବେଶଗତ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି। ଏହାକୁ ପାଠପଢାର ଅଂଶ ଭାବରେ ନିଆଯାଇ ବାଲବାଟିକାରୁ ବିଭିନ୍ନ କାର୍ଯ୍ୟକ୍ରମ ଓ ଅଭିଯାନ ମାଧ୍ୟମରେ ପରିବେଶ ସୁରକ୍ଷାକୁ ପ୍ରୋତ୍ସାହିତ କରାଯାଇଛି।

ସ୍କୁଲ ପାଠ୍ୟକ୍ରମରେ ମିସନ ଲାଇଫକୁ ଯୋଡାଗଲେ ସାରା ଭାରତବର୍ଷରେ ୧୪.୭ ଲକ୍ଷରୁ ଅଧିକ ସ୍କୁଲ ଏବଂ ୩୦ କୋଟିରୁ ଅଧିକ ଛାତ୍ରଛାତ୍ରୀମାନେ ଏହି ଜନଆନ୍ଦୋଳନରେ ଯୋଡ଼ିହେବେ, ଯାହା ପରିବେଶ ପାଇଁ ସୁସ୍ଥ ଜୀବନଶୈଳୀକୁ ବ୍ୟାପକ କରିବାରେ ସାହାଯ୍ୟ କରିବ। ସ୍ଥାୟୀତ୍ୱ ଏଜେଣ୍ଡାକୁ ଆଗେଇ ନେବା, ପିଲାମାନଙ୍କ ମଧ୍ୟରେ ପରିବେଶ ଅନୁକୂଳ ମାନସିକତା ଏବଂ ବ୍ୟବହାର ବଢାଇବା ଦିଗରେ ମୂଲ୍ୟବାନ ପରାମର୍ଶ ଦେଇଥିବାରୁ ଶ୍ରୀ ପ୍ରଧାନ ଉଭୟ ମନ୍ତ୍ରଣାଳୟକୁ ଧନ୍ୟବାଦ ଦେଇଛନ୍ତି।

ତୃଣମୂଳ ସ୍ତରରେ ଜଳବାୟୁ ଶିକ୍ଷାକୁ ଗ୍ରହଣ କରିବା, ଗାମିଫିକେସନ୍ ଏବଂ ଡିଜିଟାଲ୍ ପଦ୍ଧତି ମାଧ୍ୟମରେ ପରିବେଶଗତ ଶିକ୍ଷା ଏବଂ ତାଲିମକୁ ପ୍ରୋତ୍ସାହିତ କରିବା, ମିଶନ୍ ଲାଇଫ୍‌ର ଉପାଦାନଗୁଡ଼ିକ ଉପରେ ଶିକ୍ଷକ ହ୍ୟାଣ୍ଡବୁକକୁ ବିକଶିତ କରିବା ଏବଂ ଛାତ୍ରଛାତ୍ରୀ ତଥା ସମସ୍ତ ଷ୍ଟେକହୋଲଡରଙ୍କ ଦ୍ୱାରା ପରିବେଶ-ଅନୁକୂଳ ଆଚରଣକୁ ପ୍ରୋତ୍ସାହିତ କରିବା ପାଇଁ ମିସନ ଲାଇଫର ସକରାତ୍ମକ ଦିଗକୁ କ୍ରେଡିଟ୍ ଫ୍ରେମୱାର୍କରେ ଅନ୍ତର୍ଭୁକ୍ତ କରିବା ପାଇଁ ଡାଏଟଗୁଡ଼ିକୁ ସାମିଲ କରିବାକୁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି। ଶିକ୍ଷା ମନ୍ତ୍ରଣାଳୟ ଏବଂ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ମନ୍ତ୍ରଣାଳୟ ଜଳବାୟୁ-ସଚେତନ ନାଗରିକଙ୍କୁ ଯୋଡ଼ିବା ସହ ଆମ ପରିବେଶ ସୁରକ୍ଷା ପାଇଁ ସାମୂହିକ କାର୍ଯ୍ୟ କରିବ। ଜଳବାୟୁ ପ୍ରତିବଦ୍ଧତାକୁ ସାକାର କରିବା ସହ ଭାରତର ଜଳବାୟୁ ଲିଡରସିପ ପ୍ରତିଷ୍ଠା କରିବା ପାଇଁ ମିଳିତ ଭାବରେ କାର୍ଯ୍ୟ କରିବା ଉପରେ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଥିଲେ।

Previous Post

ଆସିକା ଏବଂ ଚିକିଟିକୁ ସ୍ୱଚ୍ଛତା ପୁରସ୍କାର

Next Post

ସୁଶାସନ ପାଇଁ ଏଆଇର ଉପଯୋଗ ହେବ

FNN WEB

FNN WEB

Next Post
ସୁଶାସନ ପାଇଁ ଏଆଇର ଉପଯୋଗ ହେବ

ସୁଶାସନ ପାଇଁ ଏଆଇର ଉପଯୋଗ ହେବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.