• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣା: ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନହେବା ଯାଏଁ ବିଜେଡି କରିବ ଲଢ଼େଇ

FNN WEB by FNN WEB
July 18, 2025
in ଓଡ଼ିଶା, ମୁଖ୍ୟ ଖବର
0
ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣା: ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନହେବା ଯାଏଁ ବିଜେଡି କରିବ ଲଢ଼େଇ
0
SHARES
3
VIEWS

ଭୁବନେଶ୍ୱର: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ତେଜୁଛି ପ୍ରତିବାଦ । ବିଚାର ବିଭାଗୀୟ ତଦନ୍ତ ଦାବି ଜିଦରେ ଅଟଳ ବିଜେଡି । ଲୋକସେବା ଭବନ ଘେରାଉ ପରେ ଜନତା ମଇଦାନର ଗାନ୍ଧୀମୂର୍ତ୍ତି ତଳେ ଦଳର ନିରବ ପ୍ରତିବାଦ । ଛାମୁଆ ନେତା, ବିଧାୟକ, ଯୁବ ଛାତ୍ର ମହିଳା ନେତ୍ରୀ ମୁହଁରେ କଳାପଟି ବାନ୍ଧି ଧାରଣା ଦେଇଛନ୍ତି । ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନହେବା ଯାଏଁ ଲଢ଼େଇ ଜାରି ରଖିବାକୁ ଦଳ ଦେଇଛି ଚେତାବନୀ । ଏହାସହ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ମଧ୍ୟ ନିନ୍ଦା କରିଛି ଦଳ ।

ମୁହଁରେ କଳାପଟି, ହାତରେ ପ୍ଲାକାର୍ଡ । ଲୋକସେବା ଭବନ ଘେରାଉ ପରେ ଜନତା ମଇଦାନର ଗାନ୍ଧୀ ମୂର୍ତ୍ତି ତଳେ ନିରବ ପ୍ରତିବାଦ କରିଛି ବିଜେଡି । ଦଳର ଛାମୁଆ ନେତା, ବିଧାୟକ, ମହିଳା ନେତ୍ରୀ, ଯୁବ ଛାତ୍ର ନେତା ଏକାଠି ହୋଇ ସରକାରଙ୍କ ବିରୋଧରେ କରିଛନ୍ତି ନିରବ ପ୍ରତିବାଦ । ବାଲେଶ୍ବର ଘଟଣାର କରାଯାଉ ବିଚାର ବିଭାଗୀୟ ତଦନ୍ତ । ରାଜ୍ୟରେ ଶାସନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ ମାରିଥିବାରୁ ବାଲେଶ୍ବର ଛାତ୍ରୀଙ୍କ ମୃତ୍ୟୁ ହେଲା । ବରିଷ୍ଠ ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ କହିବା କଥା, ନିରବର ବହୁତ ଶବ୍ଦ ରହିଛି । ଗଣତାନ୍ତ୍ରିକ ଆନ୍ଦୋଳନକୁ ଦବାଇ ଦେବାକୁ ସରକାର ଚେଷ୍ଟା କରୁଛନ୍ତି । ହେଲେ ନ୍ୟାୟ ପାଇଁ ଲଢ଼େଇ ଜାରି ରଖିଛି ବିଜେଡି । ଯେଉଁମାନେ ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ସଂପୃକ୍ତ, ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ । ନ୍ୟାୟ ନଳିବା ଯାଏଁ ଲଢ଼େଇ ଜାରି ରଖିବାକୁ ଚେତାବନୀ ଦେଇଛି ଦଳ । ଏହାସହ ଗଣତାନ୍ତ୍ରିକ ପଦ୍ଧତିରେ ହୋଇଥିବା ଆନ୍ଦୋଳନରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କରିଛନ୍ତି ଦଳୀୟ ନେତା ।

ବାଲେଶ୍ବର ଛାତ୍ରୀଙ୍କୁ ନ୍ୟାୟ ଦେବା ପାଇଁ ସଶକ୍ତ ବିରୋଧୀ ଦଳ ଭାବେ ସରକାରଙ୍କୁ ସିଧା ନିଶାନା କରିଛି ବିଜେଡି । ବିଜେପି କ୍ଷମତାକୁ ଆସିବା ପରଠୁ ରାଜ୍ୟରେ ଅସୁରକ୍ଷିତ ମଣିଲେଣି ମହିଳା । ନ୍ୟାୟ ପାଇଁ କଲେଜ ଅଧ୍ୟକ୍ଷ, ମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଓ ପୋଲିସ ପ୍ରଶାସନକୁ ଗୁହାରୀ କରି ନିରାଶ ହେବା ପରେ ଜୀବନ ହାରିଲେ ପୀଡ଼ିତା । ତେଣୁ ଘଟଣା ପଛରେ ଯେଉଁମାନେ ଦୋଷୀ, ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଦଳ ଦାବି କରିଛି ।

Previous Post

ଶିକ୍ଷାବିତ୍‌ ଏସ୍‌କେ ବର୍କତୁଲ୍ଲା ସମ୍ମାନିତ

Next Post

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଆସନ୍ତା ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

FNN WEB

FNN WEB

Next Post
ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଆସନ୍ତା ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଆସନ୍ତା ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.