• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୀଡ଼ିତାଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି: ମୁଖ୍ୟମନ୍ତ୍ରୀ

FNN WEB by FNN WEB
July 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ଅଗ୍ନିବୀରଙ୍କୁ ରାଜ୍ୟର ୟୁନିଫର୍ମ ସେବାରେ ମିଳିବ ୧୦% ସଂରକ୍ଷଣ: ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଦରକାର ପଡ଼ିଲେ ଦିଲ୍ଲୀ ଏମ୍ସକୁ ଏୟାର ଲିଫ୍ଟ କରାଯିବ। ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏହା କହିଛନ୍ତି। ସେ କହିଛନ୍ତି ଯେ, ବଳଙ୍ଗା ପୀଡ଼ିତାଙ୍କର ଭୁବନେଶ୍ବର ଏମ୍ସରେ ଚିକିତ୍ସା ଚାଲିଛି। ତାଙ୍କର ଚିକିତ୍ସା ଓ ସ୍ବାସ୍ଥ୍ୟାବସ୍ଥା ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ପୀଡ଼ିତା କଥାବାର୍ତ୍ତା କରୁଛନ୍ତି। ସରକାରଙ୍କ ତରଫରୁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ପୁରୀ ଜିଲ୍ଲାର ବଳଙ୍ଗା ଠାରେ ଗୋଟିଏ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ କିଛି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଏ ଘଟଣାରେ ପୋଲିସ୍ ଆମୂଳଚୂଳ ତଦନ୍ତ ଜାରି ରଖିଛି। ସମ୍ପୃକ୍ତ ପୀଡିତା ବର୍ତ୍ତମାନ ଭୁବନେଶ୍ୱର ଏମ୍‌ସ ରେ ଚିକିତ୍ସିତ ହେଉଛନ୍ତି। ପୀଡିତାଙ୍କ ଜୀବନ ରକ୍ଷା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ରାଜ୍ୟ ସରକାର ସମ୍ପୃକ୍ତ ପୀଡିତାଙ୍କୁ ଏୟାରଲିଫ୍ଟ କରି ଦିଲ୍ଲୀ ଏମ୍‌ସରେ ଚିକିତ୍ସା କରିବା ପାଇଁ ପ୍ରସ୍ତୁତ ଅଛନ୍ତି।

ପୀଡିତାଙ୍କ ସ୍ୱାସ୍ଥ୍ୟ ପରିସ୍ଥିତି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ, ସ୍ୱାସ୍ଥ୍ୟ ବିଭାଗ ଏବଂ ସିଏମ୍‍ଓ ଏମ୍‍ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ତାଙ୍କ ସ୍ୱାସ୍ଥ୍ୟ ପରିସ୍ଥିତି ସମ୍ପର୍କରେ ଖବର ରଖାଯାଉଛି। ଯଦି ତାଙ୍କୁ ଏୟାରଲିଫ୍ଟ କରିବା ପାଇଁ ପରିସ୍ଥିତି ଅନୁକୂଳ ହୁଏ ଏବଂ ଏଥିପାଇଁ ଭୁବନେଶ୍ୱର ଏମ୍‌ସର ନିର୍ଦ୍ଦେଶକ ଅନୁମୋଦନ ଦିଅନ୍ତି, ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ଦିଲ୍ଲୀ ନେବା ପାଇଁ ସମସ୍ତ ବ୍ୟବସ୍ଥା କରାଯିବ।

Previous Post

ଘଟଣାକୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ

Next Post

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ମହିଳା କଂଗ୍ରେସ

FNN WEB

FNN WEB

Next Post
ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ମହିଳା କଂଗ୍ରେସ

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ମହିଳା କଂଗ୍ରେସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.