• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୫ ଜଣଙ୍କ ମୃତ୍ୟୁ

FNN WEB by FNN WEB
July 23, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ବଜ୍ରପାତ: ପାଞ୍ଚ ମହିଳା, ତିନି ନାବାଳକଙ୍କ ସମେତ ୧୧ ଜଣଙ୍କର ମୃତ୍ୟୁ
0
SHARES
1
VIEWS

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ଏକ ଦୁଃଖଦ ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ, ପୁରୀ, କେନ୍ଦୁଝର ଏବଂ କଟକ ଜିଲାରେ ଏହି ଅଘଟଣଗୁଡ଼ିକ ଘଟିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମହୁଲପଡ଼ା ନିକଟସ୍ଥ ବଳଦିଆ ବନ୍ଧ ପଲେଇସାହି ପଥର ଖଣିରେ କାମ କରୁଥିବା ୪ ଜଣ ଶ୍ରମିକ ବର୍ଷା ସମୟରେ ଗଛ ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ବଜ୍ରାଘାତ ହେବାରୁ ୨ ଜଣ ଶ୍ରମିକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି।

ପୁରୀ ଜିଲାର ଡେଲାଙ୍ଗ ଥାନା ଅନ୍ତର୍ଗତ କଅଁଳପଡ଼ା ଗାଁରେ ଜଣେ ଯୁବକ ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ମୃତ୍ୟୁବରଣ କରିଛନ୍ତି। ବର୍ଷା ସମୟରେ ସେ ଖେତରେ ତଳି ରୋଉଥିବା ବେଳେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି। କେନ୍ଦୁଝର ଜିଲାର ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହଳଦିଆପଦା ଗାଁରେ ବଜ୍ରାଘାତ ଯୋଗୁଁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତି କରାଯାଇଛି।

କଟକ ଜିଲାର ଚୌଦ୍ବାର ଥାନା ଅନ୍ତର୍ଗତ ବ୍ରହ୍ମପୁର ପଞ୍ଚାୟତର କାଞ୍ଜିଆ ଗାଁରେ ଜଣେ ମହିଳା ବଜ୍ରାଘାତରେ ମୃତ୍ୟୁବରଣ କରିଛନ୍ତି। ସୂଚନା ଅନୁଯାୟୀ, ସେ ବିଲରେ କାମ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।

Previous Post

ଏକାଥରକେ ୪୭ ଆଇଏଏସ୍‌ଙ୍କ ବଦଳି

Next Post

ଓଆଇଏସଏଫ ପାଇଁ ଗଠନ ହେବ ଆଉ ୨ଟି ବାଟାଲିଅନ, ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଅଗ୍ନିବୀରଙ୍କୁ ରାଜ୍ୟର ୟୁନିଫର୍ମ ସେବାରେ ମିଳିବ ୧୦% ସଂରକ୍ଷଣ: ମୁଖ୍ୟମନ୍ତ୍ରୀ

ଓଆଇଏସଏଫ ପାଇଁ ଗଠନ ହେବ ଆଉ ୨ଟି ବାଟାଲିଅନ, ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.