• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଆଇଏସଏଫ ପାଇଁ ଗଠନ ହେବ ଆଉ ୨ଟି ବାଟାଲିଅନ, ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
July 23, 2025
in ଓଡ଼ିଶା, ମୁଖ୍ୟ ଖବର
0
ଅଗ୍ନିବୀରଙ୍କୁ ରାଜ୍ୟର ୟୁନିଫର୍ମ ସେବାରେ ମିଳିବ ୧୦% ସଂରକ୍ଷଣ: ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ବର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଓଆଇଏସଏଫରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଥିଲା। ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭। ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଏପ୍ରିଲ ମାସରେ ଗୋଟିଏ ନୂଆ ବାଟାଲିଅନ ସୃଷ୍ଟି କରିଥିଲେ । ଏହାଦ୍ୱାରା ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରୁଥିଲା ଏବଂ ଏହି ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ଥିଲା। ତୃତୀୟ ଓ ଚତୁର୍ଥ ବାଟାଲିଅନ ସୃଷ୍ଟି ହେବା ପରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ରେ ସମୁଦାୟ ପଦବୀ ସଂଖ୍ୟା ୪୯୨୭ ପଦବୀ ସୃଷ୍ଟି ହେଲା ।

ତେବେ ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ଏହି ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ଉତ୍କର୍ଷ ଓଡ଼ିଶା-ମେକ୍‍ ଇନ ଓଡ଼ିଶା ୨୦୨୫ ପରେ ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମାଝୀ ଆହୁରି ଦୁଇଟି ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।

Previous Post

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୫ ଜଣଙ୍କ ମୃତ୍ୟୁ

Next Post

ବଳଙ୍ଗା ପୀଡ଼ିତାଙ୍କୁ ଏମ୍ସ ଦିଲ୍ଲୀରେ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ପ୍ରଭାତୀ ପରିଡ଼ା

FNN WEB

FNN WEB

Next Post
ବଳଙ୍ଗା ପୀଡ଼ିତାଙ୍କୁ ଏମ୍ସ ଦିଲ୍ଲୀରେ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ପ୍ରଭାତୀ ପରିଡ଼ା

ବଳଙ୍ଗା ପୀଡ଼ିତାଙ୍କୁ ଏମ୍ସ ଦିଲ୍ଲୀରେ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ପ୍ରଭାତୀ ପରିଡ଼ା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.