• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ଆପୋଷ ଆଲୋଚନା ଜରିଆରେ ମହାନଦୀ ଜଳବିବାଦର ସମାଧାନ ହେବ’

FNN WEB by FNN WEB
July 23, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ଆପୋଷ ଆଲୋଚନା ଜରିଆରେ ମହାନଦୀ ଜଳବିବାଦର ସମାଧାନ ହେବ’
0
SHARES
0
VIEWS

ଭୁବନେଶ୍ୱର: ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ ଜଳ କମିସନରେ ସମସ୍ୟା ସମାଧାନ ପାଇଁ ହେଉଥିବା ଉଦ୍ୟମ ମନ୍ଥର ଗତିରେ ଚାଲିଥିବାରୁ କେନ୍ଦ୍ର ସରକାରଙ୍କ ସହଯୋଗରେ ଉଭୟ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା କରାଯାଇ ଏହି ସମସ୍ୟାର ସମାଧାନ କରାଯାଇପାରିବ। ଏଥିରେ କେନ୍ଦ୍ର ଜଳ କମିଶନ ବୈଷୟିକ ସହଯୋଗ ପ୍ରଦାନ କରିପାରିବ। ଏହାଦ୍ୱାରା ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଥିବା ଦୀର୍ଘଦିନର ବିବାଦ ସମାଧାନ ହୋଇପାରିବ ଏବଂ ଉଭୟ ରାଜ୍ୟ ମଧ୍ୟରେ ସୁସମ୍ପର୍କ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ଫେବ୍ରୁଆରି ମାସରେ ରାଜସ୍ଥାନରେ ହୋଇଥିବା ସର୍ବଭାରତୀୟ ରାଜ୍ୟ ଜଳ ସମ୍ପଦ ମନ୍ତ୍ରୀମାନଙ୍କର ସମ୍ମିଳନୀ ଅବସରରେ ଏବଂ ମାର୍ଚ୍ଚ ମାସରେ ଭୁବନେଶ୍ୱରରେ ହୋଇଥିବା ବିଶ୍ୱ ଜଳଦିବସ ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମଧ୍ୟରେ ଏ ବିଷୟରେ ଆଲୋଚନା ହୋଇଥିଲା। ଉଭୟ ମୁଖ୍ୟମନ୍ତ୍ରୀ ଏହାର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହା ସହିତ ଦୁଇ ରାଜ୍ୟର ଉଚ୍ଚସ୍ତରୀୟ ପଦାଧିକାରୀମାନଙ୍କ ମଧ୍ୟରେ ଏ ସମ୍ପର୍କରେ ଆଲୋଚନା ଜାରି ରହିଛି ବୋଲି ବୈଠକରୁ ଜଣାଯାଇଛି। ବୈଠକରେ ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ଓ ଇଞ୍ଜିନିୟରମାନେ ଉପସ୍ଥିତ ଥିଲେ।

Previous Post

ଏକାମ୍ର କ୍ଷେତ୍ର ହେଉଛି ଭାରତ ବର୍ଷର ଏକ ପ୍ରାଚୀନ ଶୈବପୀଠ: ମୁଖ୍ୟମନ୍ତ୍ରୀ

Next Post

ସୂଚନା ଓ ଲୋକ ସମ୍ପର୍କ ବିଭାଗୀୟ କାର୍ଯ୍ୟ ସଂପର୍କରେ ଅଧିକାରୀମାନଙ୍କ ସହିତ ଆଲୋଚନା କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.