• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ପକ୍ଷରୁ ୪୯୮୨.୬୬ କୋଟିର ୨୩ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଂଜୁରୀ

FNN WEB by FNN WEB
July 24, 2025
in ଓଡ଼ିଶା, ମୁଖ୍ୟ ଖବର
0
ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ପକ୍ଷରୁ ୪୯୮୨.୬୬ କୋଟିର ୨୩ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଂଜୁରୀ
0
SHARES
0
VIEWS

ଭୁବନେଶ୍ବର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷକତାରେ ଗୁରୁବାର ବସିଥିବା ୧୩୮ତମ ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୪,୯୮୨.୬୬ କୋଟି ଟଙ୍କାର ୨୩ଟି ନୂତନ ନିବେଶ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏହି ପ୍ରସ୍ତାବଗୁଡ଼ିକ ରାଜ୍ୟର ୧୨ଟି ଜିଲ୍ଲାରେ ୧୧,୯୩୩ଟି ନିଯୁକ୍ତି ସୃଷ୍ଟି କରିବ।

ଯେଉଁସବୁ କ୍ଷେତ୍ରରେ ଏସବୁ ନିବେଶ ଆସିଛି ସେଗୁଡ଼ିକ ମଧ୍ୟରେ ରହିଛି ପୋଷାକ ଏବଂ ବୟନଶିଳ୍ପ, ଇସ୍ପାତ ଏବଂ ଡାଉନଷ୍ଟ୍ରିମ୍ ଶିଳ୍ପ, ଖାଦ୍ୟ ଏବଂ ପାନୀୟ, ରାସାୟନିକ ପଦାର୍ଥ, ଔଷଧ, ଶକ୍ତି ଏବଂ ନବୀକରଣୀୟ ଶକ୍ତି, ଆଇଟି ଏବଂ ଆଇଟିଇଏସ୍, ପର୍ଯ୍ୟଟନ, ଏବଂ ମହାକାଶ ଏବଂ ପ୍ରତିରକ୍ଷା ।

ଏସବୁ ନିବେଶ ପ୍ରସ୍ତାବଗୁଡ଼ିକ ମଧ୍ୟରେ ସର୍ବାଧିକ ନିବେଶ ପ୍ରସ୍ତାବ ଲୁମିନସ ପାଓ୍ବାର ଟେକନଲୋଜୀ ପକ୍ଷରୁ ଦିଆଯାଇଛି। କମ୍ପାନି ଗୋପାଳପୁରଠାରେ ସୋଲାର ସେଲ ଓ ସୋଲାର ଫଟୋ ଭୋଲଟାଇକ୍ ମଡ୍ୟୁଲ ଉତ୍ପାଦନ କେନ୍ଦ୍ର ସ୍ଥାପନ କରିବ । ସେହପରି ଲିଣ୍ଡେ ଇଣ୍ଡିଆ ସୁନ୍ଦରଗଡ଼ ଜିଲ୍ଲାରେ ୫୧୦ କୋଟି ଟଙ୍କା ନିବେଶରେ ଏକ ଏୟାର ସେପାରେସନ ୟୁନିଟ ସ୍ଥାପନ କରିବ । ଜଟିଆ ଷ୍ଟିଲ ପକ୍ଷରୁ ଯାଜପୁରରେ ଏକ ଷ୍ଟିଲ ଷ୍ଟ୍ରକଚର ଉତ୍ପାଦନ କେନ୍ଦ୍ର ସ୍ଥାପନ କରାଯିବ । ଏଥିପାଇଁ କମ୍ପାନି ୪୫୧ କୋଟି ଟଙ୍କା ନିବେଶ କରିବ । ଅନ୍ଯପକ୍ଷରେ ହିନ୍ଦୁସ୍ତାନ ଆକ୍ବା ପକ୍ଷରୁ ସୁନ୍ଦରଗଡ଼ରେ ୩୨୦ କୋଟି ଟଙ୍କା ବ୍ୟୟରେ ଏକ ବେଭରେଜ ମାନୁଫାକଚରିଂ ୟୁନିଟ୍ ସ୍ଥାପନ କରାଯିବ । ବୋନଭି ଟେକନଲୋଜୀ ଖୋର୍ଦ୍ଧା ଜିଲ୍ଲାରେ ଏକ ଡ୍ରୋନ ଉତ୍ପାଦନ କାରଖାନା ସ୍ଥାପନ କରିବାକୁ ପ୍ରସ୍ତାବ ଦେଇଛି । ଏଥିପାଇଁ ୩୦୦ କୋଟି ବ୍ୟୟ ହେବ ।

Previous Post

ପୁଣି ଆଇଏଏସ୍ ବଦଳି: ୧୩ ଅଫିସରଙ୍କୁ ନୂଆ ଦାୟିତ୍ୱ

Next Post

ଶିଳ୍ପ ବିକାଶ ଏବଂ ରାଷ୍ଟ୍ର ନିର୍ମାଣରେ ନାଲକୋର ଭୂମିକାକୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳଙ୍କ ପ୍ରଶଂସା

FNN WEB

FNN WEB

Next Post
ଶିଳ୍ପ ବିକାଶ ଏବଂ ରାଷ୍ଟ୍ର ନିର୍ମାଣରେ ନାଲକୋର ଭୂମିକାକୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳଙ୍କ ପ୍ରଶଂସା

ଶିଳ୍ପ ବିକାଶ ଏବଂ ରାଷ୍ଟ୍ର ନିର୍ମାଣରେ ନାଲକୋର ଭୂମିକାକୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳଙ୍କ ପ୍ରଶଂସା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.