• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବାରିପଦାରେ ସହରାଞ୍ଚଳ ବିକାଶ ପାଇଁ ରଣନୀତି

FNN WEB by FNN WEB
July 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ବାରିପଦାରେ ସହରାଞ୍ଚଳ ବିକାଶ ପାଇଁ ରଣନୀତି
0
SHARES
2
VIEWS

ଭୁବନେଶ୍ୱର : ଉତ୍ତର ଓଡ଼ିଶାର ଏକ ମୁଖ୍ୟ ସହର ବାରିପଦାର ସମୟୋଚିତ ଓ ସ୍ଥାୟୀ ଉନ୍ନତିକୁ ନିଶ୍ଚିତ କରିବା ଲକ୍ଷ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଆଜି ଲୋକ ସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡ଼. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I

ବୈଠକର ଆରମ୍ଭରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ ବାରିପଦା ସହର ବିକାଶ ପାଇଁ ଏହି ବୈଠକର ଗୁରୁତ୍ୱ ଓ ଉଦ୍ଦେଶ୍ୟ ଉପରେ ଆଲୋକ ପାତ କରିଥିଲେ। ସେ କହିଲେ, ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଶହର ଭାବେ ବାରିପଦାକୁ ଗଠନମୂଳକ ଓ ସମନ୍ୱିତ ଉନ୍ନୟନ ମାଧ୍ୟମରେ ଗଢି ତୋଳିବାକୁ ପଡିବ।

ବୈଠକରେ ଏକ ଏକ ଯୁଗ୍ମ ଟେକ୍ନିକାଲ୍ କମିଟି ଗଠନ କରାଯିବା ପାଇଁ ନିଷ୍ପତ୍ତି ହୋଇଛି ଯାହା ବାରିପଦା ସହର ପାଇଁ ଏକ ସଂପୂର୍ଣ୍ଣ ମାଷ୍ଟର ପ୍ଲାନ୍ ପ୍ରସ୍ତୁତିରେ ସହାୟକ ହେବ। ଏହି କମିଟି ଭୂ-ଉପଯୋଗ, ଭୌଗୋଳିକ ତଥ୍ୟ, ବିଭିନ୍ନ ଢଞ୍ଜର ଅବସ୍ଥାପନା, ଏବଂ ସାଧାରଣ ଅଭିଳାଷା ସହ ରାଜ୍ୟ ଯୋଜନାର ସମନ୍ୱୟ କରି ଏକ ଭବିଷ୍ୟତ ନକ୍ସା ପ୍ରସ୍ତୁତ କରିବ।

ଏହି ବୈଠକରେ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର କମିଶନର-କମ୍-ସଚିବ, ମୟୂରଭଞ୍ଜ ଜିଲ୍ଲାପାଳ, ଭାରତୀୟ ରେଳ , ଜାତୀୟ ରାଜପଥ, WATCO ଅଧିକାରୀଙ୍କ ସମେତ ନଗର ଯୋଜନା ବିଶେଷଜ୍ଞମାନେ ଓ ଅନ୍ୟାନ୍ୟ ବିଭାଗର ପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ଭବିଷ୍ୟତ ଜନସଂଖ୍ୟା ଧ୍ୟାନରେ ରଖି ଭୂ-ଉପଯୋଗ ଯୋଜନା,ରେଳ ଓ ରାଜପଥ ସଂଯୋଗ ସହ ନଗର ଯାତାୟାତ ଓ ଗତିଶୀଳତା,

ପାନୀୟଜଳ, ଆବାସ ଯୋଜନା, ଓ ଆବଶ୍ୟକ ପୂର୍ବକ ଅବସ୍ଥାପନା, ବାରିପଦାର ସାଂସ୍କୃତିକ ଓ ପ୍ରାକୃତିକ ପରିଚୟକୁ ରକ୍ଷା କରିବା ପାଇଁ ଭୌଗୋଳିକ ବ୍ୟବସ୍ଥାପନା ସହିତ ରାଜ୍ୟର ‘ବିକଶିତ ଓଡ଼ିଶା ୨୦୩୬’ ଦୃଷ୍ଟିକୋଣ ରେ ନିୟୋଜିତ ଏବଂ ସମନ୍ୱିତ ଉନ୍ନତି ଉପରେ ଗୁରୁତ୍ଵ ଆରୋପ କରାଯାଇଛି l

ମନ୍ତ୍ରୀ ଡ଼. ମହାପାତ୍ର କହିଥିଲେ, “ବାରିପଦା ଅନେକ ଦିଗରେ ଗୁରୁତ୍ୱପୂର୍ଣ୍ଣ ଏବଂ ଏହାକୁ ଏକ ଆଧୁନିକ, ସୁବ୍ୟବସ୍ଥିତ ଓ ଅନୁକୂଳ ଶହର ଭାବେ ବିକାଶ କରିବା ଆମ ଲକ୍ଷ୍ୟ। ଏହି ପ୍ରକ୍ରିୟା ରେ ଜନସାଧାରଣଙ୍କ ଅଂଶଗ୍ରହଣ ଓ ପାରଦର୍ଶିତା ନିଶ୍ଚିତ କରାଯିବ।” ବାରିପଦାର ଆଗାମୀ ନଗର ରୂପରେଖ ପ୍ରସ୍ତୁତି ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଗ୍ରହଣ କରାଯାଇଛି। ଏହା ରାଜ୍ୟ ସରକାରଙ୍କ ଦୃଷ୍ଟିକୋଣ ‘ବିକଶିତ ଓଡ଼ିଶା ୨୦୩୬’ ସହ ସମନ୍ୱୟ ରେ ଗଢ଼ି ତୋଳାଯିବା ଗୋଟିଏ ଉଦ୍ୟମ ବୋଲି ସେ କହିଥିଲେ l

Previous Post

ଅଚ୍ୟୁତ ସାମନ୍ତଙ୍କ କାର୍ଯ୍ୟ ପ୍ରେରଣାଦାୟୀ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

Next Post

ଓଡ଼ିଶାରେ ଶକ୍ତି ଦକ୍ଷତା ବୃଦ୍ଧି ଉପରେ କର୍ମଶାଳା

FNN WEB

FNN WEB

Next Post
ଓଡ଼ିଶାରେ ଶକ୍ତି ଦକ୍ଷତା ବୃଦ୍ଧି ଉପରେ କର୍ମଶାଳା

ଓଡ଼ିଶାରେ ଶକ୍ତି ଦକ୍ଷତା ବୃଦ୍ଧି ଉପରେ କର୍ମଶାଳା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.