• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡିଶାରେ ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ 869.8 କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

FNN WEB by FNN WEB
July 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡିଶାରେ ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ 869.8 କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ
0
SHARES
3
VIEWS

ଭୁବନେଶ୍ୱର : ଅକ୍ଷୟଶକ୍ତି କ୍ଷେତ୍ରରେ ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା। 869.8 କୋଟି ଟଙ୍କା ବିନିଯୋଗରେ ମୋଟ 178 ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି ପ୍ରକଳ୍ପ ସ୍ଥାପନ କରିବା ପାଇଁ ଅନୁମୋଦନ ପ୍ରାପ୍ତ ହୋଇଛି । ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ସିଙ୍ଗଲ୍‌ ୱିଣ୍ଡୋ କମିଟି (SWC) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ଏହି ବୈଠକରେ GRIDCO ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସତ୍ୟପ୍ରିୟ ରଥଙ୍କ ସମେତ ଗ୍ରିଡକୋ ଏବଂ ଓଏଚପିସିର ନିର୍ଦ୍ଦେଶକ, ସର୍ବୋଚ୍ଚ ଯନ୍ତ୍ରୀ (ବିଦ୍ୟୁତ) ତଥା ପ୍ରମୁଖ ବିଦ୍ୟୁତ ନିରୀକ୍ଷକ ଓ ଅନ୍ୟାନ୍ୟ ବରିଷ୍ଠ କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ। ଅକ୍ଷୟ ଶକ୍ତି ପ୍ରମୁଖ ସଂସ୍ଥା (RENA) ର ମୁଖ୍ୟ ପ୍ରକଳ୍ପ ପ୍ରବନ୍ଧକ ପ୍ରକଳ୍ପ ପ୍ରସ୍ତାବଗୁଡ଼ିକୁ ଏହି ବୈଠକରେ ଉପସ୍ଥାପନ କରିଥିଲେ ଏବଂ ତତସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଚାରବିମର୍ଶ ପରେ ସିଙ୍ଗଲ ୱିଣ୍ଡୋ କମିଟି ତାହାକୁ ଅନୁମୋଦନ ଦେଇଥିଲା।

ଅନୁମୋଦିତ ପ୍ରକଳ୍ପମାନଙ୍କ ମଧ୍ୟରେ ରହିଛି, ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁରରେ ପ୍ରୋଜିଏଲ୍ ଗ୍ରୀନ ଏନର୍ଜି ଲିମିଟେଡ ଦ୍ୱାରା 69.5 ମେଗାୱାଟ୍ ସୋଲାର୍‌ ପାର୍କ, କେନ୍ଦୁଝର ଜିଲ୍ଲା ର ତେଲକୋଇ ଠାରେ ଆଇନକ୍ସ୍ ସୋଲାର୍ ଲିମିଟେଡ୍ ଦ୍ୱାରା 49.5 ମେଗାୱାଟ୍ ସୋଲାର୍‌ ପ୍ରକଳ୍ପ, ଝାରସୁଗୁଡା ର ଲଖନପୁର ଠାରେ ମହାନଦୀ କୋଲ୍ ଫିଲ୍ଡ ଦ୍ୱାରା 10 ମେଗାୱାଟ୍ ସୋଲାର୍‌ ପ୍ରକଳ୍ପ ଓ ନବରଙ୍ଗପୁର ର ପାପଡାହାଣ୍ଡିରେ ଏନ୍.ଏଲ୍.ସି ଦ୍ୱାରା ପବନ ଶକ୍ତି ପ୍ରକଳ୍ପ ।

ଏହି ପ୍ରକଳ୍ପଗୁଡ଼ିକ ସମେତ, ଏପର୍ଯ୍ୟନ୍ତ ସିଙ୍ଗଲ୍ ୱିଣ୍ଡୋ କମିଟି ମାଧ୍ୟମରେ ମୋଟ 1,844.86 ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ ମୋଟ 12,599.79 କୋଟି ଟଙ୍କା ର ବିନିଯୋଗ ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ଅକ୍ଷୟ ଶକ୍ତି କ୍ଷେତ୍ରରେ ଓଡ଼ିଶାର ବିକାଶ ଯାତ୍ରାରେ ଏହା ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି ତଥା ରାଜ୍ୟରେ ଏକ ସହଜ ଓ ସୁବିଧାଜନକ ଉଦ୍ୟୋଗ ଅନୁକୁଳ ପରିବେଶ ସୃଷ୍ଟି ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । ଏହି ପ୍ରକଳ୍ପ ଗୁଡିକ ରାଜ୍ୟରେ ନୂତନ ରୋଜଗାର ସୃଷ୍ଟି କ୍ଷେତ୍ରରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିବାହ କରିବ।

Previous Post

ଓଡ଼ିଶାରେ ଶକ୍ତି ଦକ୍ଷତା ବୃଦ୍ଧି ଉପରେ କର୍ମଶାଳା

Next Post

ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳିତ

FNN WEB

FNN WEB

Next Post
ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳିତ

ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.