• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ

FNN WEB by FNN WEB
July 28, 2025
in ଓଡ଼ିଶା, ମୁଖ୍ୟ ଖବର
0
ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ
0
SHARES
1
VIEWS

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ଇତିହାସ ଓ ଇଂରାଜୀ ବିଷୟର ସ୍ନାତକୋତ୍ତର ବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ ଶିରିପୁରସ୍ଥିତ ଇମେଜ୍ ଠାରେ ଆୟୋଜିତ କରାଯାଇଛି । ଏହି ପ୍ରଶିକ୍ଷଣରେ ୧୦୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ଉଦଘାଟନୀ ଅଧିବେଶନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ, ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ସସ୍ମିତା ମାଳି, ଶ୍ରୀମତୀ ସ୍ନିଗ୍ଧା ମିଶ୍ର, ଶ୍ରୀମତୀ ଜୁଲି ମଙ୍ଗରାଜ ଓ ଉପ-ନିର୍ଦ୍ଦେଶକ ଶ୍ରୀ ଜିତେନ୍ଦ୍ର ନାୟକ ଉପସ୍ଥିତ ଥିଲେ ।

ଉଦଘାଟନୀ ଅଧିବେଶନରେ ଯୋଗ ଦେଇ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ନନ୍ଦ କହିଛନ୍ତି, ଛାତ୍ରଛାତ୍ରୀମାନଙ୍କର ସର୍ବାଙ୍ଗୀନ ଉନ୍ନତି ଓ ସେମାନଙ୍କର ଚରିତ୍ର ଗଠନ ନିମନ୍ତେ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ନମ୍ର ହେବାକୁ ପଡ଼ିବ । ଛାତ୍ରଛାତ୍ରୀମାନଙ୍କର ମାନସିକ ଚାପକୁ ହ୍ରାସ କରିବା ପାଇଁ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଶିକ୍ଷା ପ୍ରଦାନ କରିବା ସହ ଅଭିଭାବକମାନଙ୍କୁ ମଧ୍ୟ ସଚେତନ କରାଇବାର ଆବଶ୍ୟକତା ରହିଛି । ଏଥିସହ ଏକବିଂଶ ଶତାବ୍ଦୀର ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜାତୀୟ ଶିକ୍ଷା ନୀତିରେ ଥିବା ଧନ୍ଦାମୂଳକ, ବୈଷୟିକ, ଦକ୍ଷତା ବିକାଶ ଓ ଡିଜିଟାଲ୍ ଶିକ୍ଷାକୁ ପ୍ରାଧାନ୍ୟ ଦେବା ପାଇଁ ଶ୍ରୀମତୀ ନନ୍ଦ ଗୁରୁତ୍ବ ଦେଇଥିଲେ । ସେହିପରି ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ସସ୍ମିତା ମାଳି ସ୍ବାଗତ ଅଭିଭାଷଣ ପ୍ରଦାନ କରିବା ସହ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ତାଲିମ୍ କାର୍ଯ୍ୟକ୍ରମରେ ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିବା ବେଳେ ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ସ୍ନିଗ୍ଧା ମିଶ୍ର ଧନ୍ୟବାଦ ଅର୍ପଣ କରିଛନ୍ତି ।

ଏହି ପାଞ୍ଚ ଦିନିଆ ତାଲିମ୍ କାର୍ଯ୍ୟକ୍ରମରେ ପିଜିଟିମାନଙ୍କ ଦକ୍ଷତା ବିକାଶ ଉପରେ ପ୍ରାଧାନ୍ୟ ଦିଆଯିବ । ଓଡ଼ିଶା କ୍ୟାରିୟର ପୋର୍ଟାଲ୍ ପରିଚାଳନା, ଶିକ୍ଷକମାନଙ୍କ ବୃତ୍ତିଗତ ବିକାଶ, ଶ୍ରେଣୀଗୃହ ପରିଚାଳନା ଓ ଶିକ୍ଷଣ ଦକ୍ଷତା ବିକାଶ, ଗ୍ରୁପ୍ ଆକ୍ଟିଭିଟି, ଆକାଂକ୍ଷା ବିଦ୍ୟାଳୟର ଗଠନ ଆଦି ସମ୍ପର୍କରେ ତାଲିମ୍ ଦିଆଯିବ । ଏଥିସହ ପୂର୍ବରୁ କରାଯାଇଥିବା ତାଲିମ୍ କାର୍ଯ୍ୟକ୍ରମରୁ ମତାମତ ଗ୍ରହଣ କରିବା ପରେ ଚଳିତ ତାଲିମ୍ କାର୍ଯ୍ୟକ୍ରମରେ ଆଇ-ଜିଓଟି କର୍ମଯୋଗୀ ଆପ୍ ର ବ୍ୟବହାର, ଧନ୍ଦାମୂଳକ ଶିକ୍ଷା, ଛାତ୍ରବୃତ୍ତି, ସୁସ୍ଥ ଶ୍ରେଣୀଗୃହ ପାଇଁ ବ୍ୟକ୍ତିଗତ ପୁଷ୍ଟିସାରସ୍ତର ବୃଦ୍ଧି ଓ ସ୍ୱାସ୍ଥ୍ୟର ଉନ୍ନତି, କ୍ଲାଇମେଟ୍ ରେଜିଲିଏଣ୍ଟ ବିଦ୍ୟାଳୟ ଆଦି ସମ୍ପର୍କରେ ତାଲିମ୍ ଦିଆଯିବ ।

Previous Post

ନୀଳଗିରି ବିଜେପି ବିଧାୟକଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି

Next Post

କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ ସିଂହଦେଓ

FNN WEB

FNN WEB

Next Post
କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ ସିଂହଦେଓ

କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ ସିଂହଦେଓ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.