• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଲୋକଙ୍କ ସୁଖଦୁଃଖରେ ଅଛନ୍ତି ‘ଲୋକଙ୍କ ସରକାର’

FNN WEB by FNN WEB
July 28, 2025
in ଓଡ଼ିଶା, ମୁଖ୍ୟ ଖବର
0
ଲୋକଙ୍କ ସୁଖଦୁଃଖରେ ଅଛନ୍ତି ‘ଲୋକଙ୍କ ସରକାର’
0
SHARES
3
VIEWS

୯୧ ପ୍ରତିଶତ ଅଭିଯୋଗର ସମାଧାନ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୩ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ଆବଶ୍ୟକୀୟ ପଦକ୍ଷେପ ନେଇଛନ୍ତି। ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ପ୍ରଥମେ ଆସି ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ବାହାରେ ଅପେକ୍ଷା କରିଥିବା ଦିବ୍ୟାଙ୍ଗ ଅଭିଯୋଗକାରୀଙ୍କୁ ଜଣ ଜଣ କରି ଭେଟିଥିଲେ ଏବଂ ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ। ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳର ୯ ଜଣ ବରିଷ୍ଠ ମନ୍ତ୍ରୀ ଆଜି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ।

ଆଜି ସକାଳଠାରୁ ଅଭିଯୋଗ ପ୍ରକୋଷ୍ଠରେ ଭିଡ ଲାଗିରହିଥିଲା। ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ପ୍ରତ୍ୟକ୍ଷ ଭାବେ ଭେଟି, ନିଜର ସମସ୍ୟା ଶୁଣାଇ ଆତ୍ମସନ୍ତୋଷର ସହ ଲୋକମାନେ ଫେରୁଥାନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ଭରା କଥା ଅଭିଯୋଗ ନେଇ ଆସିଥିବା ଲୋକମାନଙ୍କୁ ଗଭୀର ଭାବେ ପ୍ରଭାବିତ କରୁଥିଲା ଏବଂ ସୁଶାସନର ଅନୁଭୂତି ସେମାନଙ୍କ ଆଖିରେ ଝଲସି ଉଠୁଥିଲା। ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଉଛି। ଏଥି ନିମନ୍ତେ ବରିଷ୍ଠ ଡାକ୍ତରୀ ଟିମ୍ ମଧ୍ୟ ଅଭିଯୋଗ ପ୍ରକୋଷ୍ଠରେ ଉପସ୍ଥିତ ରହୁଛନ୍ତି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ବାବଦକୁ ୩ଜଣଙ୍କୁ ଚିକିତ୍ସା ସହାୟତା ରାଶି ଯୋଗାଇ ଦିଆଯାଇଛି। ଚଳିତ ବର୍ଷ ଆରମ୍ଭରୁ ଆଜି ସୁଦ୍ଧା ସିଙ୍ଗିଲ ୱିଣ୍ଡୋ ସିଷ୍ଟମରେ ୫୧ ଜଣଙ୍କୁ ୫୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଯେ, ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଦ୍ୱାଦଶ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୧,୫୧୬ଟି ଅଭିଯୋଗ ମଧ୍ୟରୁ ୧୦,୫୦୨ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୯୧ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୁଷଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।

Previous Post

କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ ସିଂହଦେଓ

Next Post

କିମ୍‍ସରେ ୮୭ବର୍ଷ ବୟସ୍କା ମହିଳାଙ୍କ ଦୁଇ ଆଣ୍ଠୁ ପ୍ରତିରୋପଣ

FNN WEB

FNN WEB

Next Post
କିମ୍‍ସରେ ୮୭ବର୍ଷ ବୟସ୍କା ମହିଳାଙ୍କ ଦୁଇ ଆଣ୍ଠୁ ପ୍ରତିରୋପଣ

କିମ୍‍ସରେ ୮୭ବର୍ଷ ବୟସ୍କା ମହିଳାଙ୍କ ଦୁଇ ଆଣ୍ଠୁ ପ୍ରତିରୋପଣ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.