• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନୂଆଦିଲ୍ଲୀରେ ଗୃହମନ୍ତ୍ରୀ-ଜଳ ଶକ୍ତି ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
August 6, 2025
in ଓଡ଼ିଶା, ମୁଖ୍ୟ ଖବର
0
ନୂଆଦିଲ୍ଲୀରେ ଗୃହମନ୍ତ୍ରୀ-ଜଳ ଶକ୍ତି ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
0
SHARES
1
VIEWS

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତ ଅବସରରେ ବୁଧବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏନେଇ ସୂଚନା ପ୍ରଦାନ କରିଛନ୍ତି। ସେ ଲେଖିଛନ୍ତି ଯେ, ଆଜି ନୂଆଦିଲ୍ଲୀରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି। ଏହି ଅବସରରେ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଓ କେନ୍ଦ୍ର-ରାଜ୍ୟ ସମନ୍ୱୟ ସମ୍ପର୍କିତ ବିଷୟଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।

ସେହିପରି ମୁଖ୍ୟମନ୍ତ୍ରୀ ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ସିଆର ପାଟିଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାନଦୀ ଜଳ ସମସ୍ୟା ଏବଂ ଏହାର ନିରପେକ୍ଷ ଓ ନ୍ୟାୟସଙ୍ଗତ ସମାଧାନ ବିଷୟରେ ଆଲୋଚନା କରିଛନ୍ତି। ଏହାସହ ଶ୍ରୀ ପାଟିଲଙ୍କୁ ‘ଭିଜନ ଓଡ଼ିଶା ୨୦୩୬। ୨୦୪୭’ ପ୍ରଦାନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ପାର୍ଲାମେଣ୍ଟ ପରିସରରେ ରାଜ୍ୟର ବିଜେପି ସାଂସଦମାନଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହି ସାକ୍ଷାତରେ ଏମପି ଅନନ୍ତ ନାଏକ, ସମ୍ବିତ ପାତ୍ର ଏବଂ ନବଚରଣ ମାଝୀ ଉପସ୍ଥିତ ଥିଲେ ବୋଲି ସୂଚନା ମିଳିଛି। ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏହି ସାକ୍ଷାତର ସୂଚନା ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି ଜଣାଇଛନ୍ତି। ତେବେ ଏହି ଭେଟ ଓଡ଼ିଶାର ରାଜନୈତିକ ମହଲରେ ଆଲୋଚନାର ବିଷୟ ହୋଇଛି।

Previous Post

କେନ୍ଦ୍ରାପଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଜଳିଗଲେ ଆଉ ଜଣେ ଛାତ୍ରୀ

Next Post

ସ୍ତନ୍ୟପାନ ଯୋଗୁଁ ମା’ ହୃଦୟର ନିକଟତର ହୋଇପାରିବ ଶିଶୁ : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.