• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଅନ୍ତର୍ଜାତୀୟ

ଭାରତ ଉପରେ ଆଉ ୨୫% ଟାରିଫ ଲଗାଇଲେ ଟ୍ରମ୍ପ

FNN WEB by FNN WEB
August 6, 2025
in ଅନ୍ତର୍ଜାତୀୟ, ଜାତୀୟ, ମୁଖ୍ୟ ଖବର
0
ଭାରତ ଉପରେ ଆଉ ୨୫% ଟାରିଫ ଲଗାଇଲେ ଟ୍ରମ୍ପ
0
SHARES
2
VIEWS

ଓ୍ବାଶିଟନ/ନୂଆଦିଲ୍ଲୀ : ଭାରତରୁ ଆମେରିକାକୁ ରପ୍ତାନୀ ହେଉଥିବା ସାମଗ୍ରୀ ଉପରେ ଆଉ ୨୫% ଟାରିଫ ଲଗାଇଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଟାରିଫ ବୃଦ୍ଧି ଧମକର ୨୪ ଘଣ୍ଟା ମଧ୍ୟରେ ଟ୍ରମ୍ପ ଏପରି ପଦକ୍ଷେପ ନେଇଛନ୍ତି। ରୁଷ ଠାରୁ ଭାରତ ତେଲ କିଣିବା ଜାରି ରଖିଥିବାରୁ ଟ୍ରମ୍ପ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହାକୁ ମିଶାଇ ଏବେ ଭାରତ ଉପରେ ଲାଗୁ ହେଉଥିବା ମୋଟ ଟାରିଫ ବା ଶୁଳ୍କ ପରିମାଣ ୫୦%କୁ ବୃଦ୍ଧି ପାଇଛି।

ଜୁନ ୩୦ରେ ଟ୍ରମ୍ପ ଘୋଷଣା କରିଥିବା ଟାରିଫ ଅଗଷ୍ଟ ୭ରୁ ଲାଗୁ ହେବ। ଅର୍ଥାତ ଅଗଷ୍ଟ ୭ରୁ ଭାରତୀୟ ଦ୍ରବ୍ୟ ଗୁଡ଼ିକ ଉପରେ ଆମେରିକା ୨୫% ଟାରିଫ ଲଗାଇବ। ଆଜି ଲାଗୁ ହୋଇଥିବା ଅତିରିକ୍ତ ୨୫% ଟାରିଫ ୨୧ ଦିନ ପରେ ଅର୍ଥାତ ଅଗଷ୍ଟ ୨୭ରୁ ଲାଗୁ ହେବ। ମୋଟ ଉପରେ ଅଗଷ୍ଟ ୨୭ରୁ ଭାରତରୁ ରପ୍ତାନୀ ହେଉଥିବା ଜିନିଷ ଉପରେ ୫୦% ଟାରିଫ ଲାଗୁ ହେବ।

ଏ ସଂକ୍ରାନ୍ତ ନିର୍ଦ୍ଦେଶନାମାରେ ଦସ୍ତଖତ କରି ବୁଧବାର ଟ୍ରମ୍ପ ଭାରତ ଉପରେ ଅତିରିକ୍ତ ୨୫% ଟାରିଫ ଲାଗୁ କରିଛନ୍ତି। ଟ୍ରମ୍ପ ଗୋଟିଏ ୯ ସୂତ୍ରୀ ଦସ୍ତାବିଜରେ ବୁଧବାର ଦସ୍ତଖତ କରିଛନ୍ତି। ଏଥିରେ ଟାରିଫ ଠାରୁ ଆରମ୍ଭ କରି ବିଭିନ୍ନ ବ୍ୟବସ୍ଥା ରହିଛି। ରୁଷ ଠାରୁ ସାମଗ୍ରୀ ନ ଆଣିବା ପାଇଁ ଆମେରିକାରେ ଏକାଧିକ ନିୟମ ରହିଥିବା ମଧ୍ୟ ଟ୍ରମ୍ପ ଦସ୍ତଖତ କରିଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।

ନିର୍ଦ୍ଦେଶନାମାରେ କୁହାଯାଇଛି ଯେ କାର୍ଯ୍ୟକାରୀ ଆଦେଶ ୧୪୦୬୬ରେ ଜାତୀୟ ଏମର୍ଜେନ୍ସିର ମୁକାବିଲା କରିବା ପାଇଁ ଏହା ନିର୍ଦ୍ଧାରିତ କରାଯାଉଛି ଯେ ଭାରତରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଅତିରିକ୍ତ ଶୁଳ୍କ ଲଗାଇବାର ଆବଶ୍ୟକତା ରହିଛି। କାରଣ ଭାରତ ପ୍ରତ୍ୟେକ୍ଷ କିମ୍ବା ପରୋକ୍ଷରେ ରୁଷ ଠାରୁ ତେଲ ଆଣିବାରେ ଲାଗିଛି। ଏହାପୂର୍ବରୁ ଅର୍ଥାତ ଅଗଷ୍ଟ ୧ରୁ ଭାରତ ଉପରେ ଆମେରିକା ୨୫% ଟାରିଫ ଲଗାଇବା ଆରମ୍ଭ କରିଥିଲା। ଏବେ ଆଉ ୨୫% ଟାରିଫ ଲାଗୁ ହୋଇଛି।

Previous Post

ସ୍ତନ୍ୟପାନ ଯୋଗୁଁ ମା’ ହୃଦୟର ନିକଟତର ହୋଇପାରିବ ଶିଶୁ : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

Next Post

ନାଲକୋ ଆର୍ଥିକ ବର୍ଷ ୨୦୨୫ – ୨୬ ର ପ୍ରଥମ ତ୍ରୈମାସିକ ଫଳାଫଳ: ୭୭% ଅଭିବୃଦ୍ଧି ସହ ୧୦୬୪ କୋଟି ଟଙ୍କାର ନିଟ ଲାଭ

FNN WEB

FNN WEB

Next Post
ନାଲକୋ ଆର୍ଥିକ ବର୍ଷ ୨୦୨୫ – ୨୬ ର ପ୍ରଥମ ତ୍ରୈମାସିକ ଫଳାଫଳ: ୭୭% ଅଭିବୃଦ୍ଧି ସହ ୧୦୬୪ କୋଟି ଟଙ୍କାର ନିଟ ଲାଭ

ନାଲକୋ ଆର୍ଥିକ ବର୍ଷ ୨୦୨୫ - ୨୬ ର ପ୍ରଥମ ତ୍ରୈମାସିକ ଫଳାଫଳ: ୭୭% ଅଭିବୃଦ୍ଧି ସହ ୧୦୬୪ କୋଟି ଟଙ୍କାର ନିଟ ଲାଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.