• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମହିଳା ଅସୁରକ୍ଷିତ ନେଇ ଓଡ଼ିଶା ନିନ୍ଦିତ, ରାଜ୍ୟ ସରକାର ସୁଭଦ୍ରା ପ୍ରଚାରରେ ବ୍ୟସ୍ତ: ବିଜେଡି

FNN WEB by FNN WEB
August 12, 2025
in ଓଡ଼ିଶା, ମୁଖ୍ୟ ଖବର
0
ମହିଳା ଅସୁରକ୍ଷିତ ନେଇ ଓଡ଼ିଶା ନିନ୍ଦିତ, ରାଜ୍ୟ ସରକାର ସୁଭଦ୍ରା ପ୍ରଚାରରେ ବ୍ୟସ୍ତ: ବିଜେଡି
0
SHARES
3
VIEWS

ମହିଳାଙ୍କୁ ସୁରକ୍ଷା ଦେବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ
ଭୁବନେଶ୍ୱର : କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଅଞ୍ଚଳରେ ଜଣେ ଦଳିତ ନାବାଳିକାର ଗଣଦୁଷ୍କର୍ମ ସାମ୍ନାକୁ ଆସିବା ପରେ, ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ୟ୍ୟସ୍ତ ଓ ମହିଳା ଅସୁରକ୍ଷିତ ହୋଇପଡ଼ିଥିବା ଅଭିଯୋଗ କରି ରାଜ୍ୟ ସରକାରଙ୍କ ଅପାରଗତା ଏଥିପାଇଁ ଦାୟୀ ବୋଲି ବିଜୁ ଜନତା ଦଳ କହିଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଧାୟକ ଧ୍ରୁବ ଚରଣ ସାହୁ ଓ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଛାତ୍ରୀ ଓ ମହିଳା ମାନଙ୍କ ଉପରେ ନିର୍ୟାତନା ଓ ଦୁଷ୍କର୍ମ ପ୍ରତ୍ୟେକ ଦିନ ଉଦ୍ବେଗଜନକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ସରକାର ଏହାକୁ ନିୟନ୍ତ୍ରଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି କହିଥିଲେ ।

ବିଧାୟକ ଶ୍ରୀ ଧ୍ରୁବ ଚରଣ ସାହୁ କହିଥିଲେ, ଦୁଷ୍କର୍ମ ଓ ଗଣଦୁଷ୍କର୍ମ ରାଜ୍ୟରେ ନିତିଦିନିଆ ହୋଇଯାଇଥିବା ବେଳେ, ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଦିନ ରାଜନଗର ଅଞ୍ଚଳରେ ଜଣେ ଦଳିତ ନାବାଳିକା ତାର ପିଉସା ସହିତ ଭାଲୁକୁଣୀ ମୂର୍ତ୍ତି କିଣିବାକୁ ଯିବା ସମୟରେ ସନ୍ଧ୍ୟା ୫ଟା ସମୟରେ ତାଙ୍କୁ ଗୋଟିଏ ନିକାଞ୍ଚନ ଜାଗାକୁ ନେଇ ୫ ଜଣ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିବା ସହିତ ଭିଡିଓ ଉତ୍ତୋଳନ କରିଥିଲେ । ପୀଡିତା ଜଣକ ଭୟଭୀତ ହୋଇ ଘଟଣା ସମ୍ପର୍କରେ କାହା ଆଗରେ ପ୍ରକାଶ କରିବାକୁ ସାହସ କରିପାରି ନଥିଲା । ଦୁର୍ବୃତ୍ତ ମାନେ ସେହି ଭିଡିଓକୁ ଭାଇରାଲ କରିବାକୁ ଉଦ୍ୟମ କରିଥିଲେ । ପୀଡ଼ିତାଙ୍କ ଭାଇଙ୍କ ନଜରରେ ଏହି ଭିଡିଓ ଆସିବା ପରେ, ପରିବାର ଲୋକ ଏହି ଘଟଣା ବିଷୟରେ ଅବଗତ ହୋଇ ସ୍ଥାନୀୟ ଥାନାରେ ଏତଲା ଦେଇଥିଲେ ।

ଉଲ୍ଲେଖଯୋଗ୍ୟ, ଅନ୍ୟ ଏକ ଘଟଣାରେ ଗତ ୬ ତାରିଖ ଦିନ ପଟ୍ଟାମୁଣ୍ଡାଇରେ ଜନୈକ କଲେଜ ଛାତ୍ରୀ ଆତ୍ମଦାହ କରିଥିଲେ । ଶ୍ରୀ ସାହୁ ଆହୁରି କହିଥିଲେ, ରାଜ୍ୟର ଗୃହ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ହାତରେ ରହିଥିଲେ ମଧ୍ୟ, ଆଇନ ଶୃଙ୍ଖଳା ପରିସ୍ଥିତି ଓ ମହିଳା ସୁରକ୍ଷା ସ୍ଥିତିରେ ସୁଧାର ଆସୁନାହିଁ । ମହିଳା ମାନଙ୍କ ବିକାଶ ପାଇଁ ସରକାର କେବଳ ସୁଭଦ୍ରା ସୁଭଦ୍ରା ପ୍ରଚାର କରୁଛନ୍ତି । କିନ୍ତୁ ବାସ୍ତବରେ ସରକାରଙ୍କ ଏହି ପ୍ରଚାର ମହିଳା ମାନଙ୍କ ପାଇଁ ଏକ ଉପହାସରେ ପରିଣତ ହୋଇଛି ।

ଡ଼ ଲେନିନ ମହାନ୍ତି କହିଥିଲେ, ଗୋଟିଏ ମାସ ଭିତରେ ଚାରି ଚାରି ଜଣ ଛାତ୍ରୀ ପୋଡିହୋଇ ମରିଥିବା ବେଳେ, ଆଜି ମଧ୍ୟ ଭୁବନ ଅଞ୍ଚଳରେ ଜଣେ ମହିଳା ୫୦ ପ୍ରତିଶତ ପୋଡି ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭଳି ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ରାଜ୍ୟରେ ମହିଳା ଅସୁରକ୍ଷିତ ବୋଲି ଜାତୀୟ ଗଣମାଧ୍ୟମରେ ବାରମ୍ୱାର ଚର୍ଚ୍ଚା ହେଉଥିବାରୁ, ଓଡିଶା ଲଜ୍ଜିତ ଓ ନିନ୍ଦିତ ହେଉଛି । ରାଜ୍ୟରେ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା ଓ ମହିଳା ଅସୁରକ୍ଷିତ ହୋଇପଡ଼ିଥିବା ପ୍ରସଙ୍ଗରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ବେଗ ପ୍ରକାଶ କରିଛନ୍ତି । ରାଜ୍ୟ ସରକାରଙ୍କ ସମ୍ବେଦନହୀନତା ଅପାରଗ ପଣିଆ ଯୋଗୁଁ ଅପରାଧୀମାନେ ଭୟମୁକ୍ତ ହୋଇ ଅପରାଧ ଘଟାଉଛନ୍ତି । ସରକାରଙ୍କ ନିଦ ଭାଙ୍ଗୁ ଓ ଆଇନ ଶୃଙ୍ଖଳା ସ୍ଥିତିକୁ ସ୍ୱାଭାବିକ କରିବା ପାଇଁ ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରନ୍ତୁ।

Previous Post

ମୁଖ୍ୟମନ୍ତ୍ରୀଙ୍କ ୧୪ତମ ପାଳି ଅଭିଯୋଗ ଶୁଣାଣି

Next Post

ପାତାଳି ଶ୍ରୀକ୍ଷେତ୍ର ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

FNN WEB

FNN WEB

Next Post
ପାତାଳି ଶ୍ରୀକ୍ଷେତ୍ର ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ପାତାଳି ଶ୍ରୀକ୍ଷେତ୍ର ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.