• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଜେଡ଼ିରେ ଯୋଗଦେଲେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ର

FNN WEB by FNN WEB
May 4, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ବିଜେଡ଼ିରେ ଯୋଗଦେଲେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ର
0
SHARES
9
VIEWS

ଭୁବନେଶ୍ୱର : ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ରଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଏବଂ ଆଠମଲ୍ଲିକ ଓ ଅନୁଗୁଳ ପର୍ଯ୍ୟବେକ୍ଷକ ଚିନ୍ମୟ ସାହୁଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍‌ ହୋଇଥିବା ସଂଗ୍ରାମ ମହାପାତ୍ର ଏବଂ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ସାହୁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ଡକ୍ଟର ପାତ୍ର ଓ ଶ୍ରୀ ସାହୁ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତା ସଂଗ୍ରାମ ମହାପାତ୍ର ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ରଜକ ଖାନ, ନବାବ ଖାନ, ହଜରତ ଖାନ, ବିଦେଶୀ ନାଏକ, ଅନିଲ ବଡ଼ମାଳି, ବଣ୍ଟି ମାଝୀ, ପ୍ରମୋଦ ଭୋଇ, ଦାନର ଭୋଇ, ଅମୀୟ ପ୍ରଧାନ, ଧନଞ୍ଜୟ ପ୍ରଧାନ, ଦୁଷ୍ମନ୍ତ ଘୋଶଲା, ସୁଶିଳା ବେହେରା, କହ୍ନେଇ ଘୋଶଲା, ଶମ୍ବୁ ଭୋଇ, ଜୁନା ଘୋଶଲା, ମନୋଜ ପୁତ୍ରା, ରଞ୍ଜୁବାଳା ମେହେର, କାରମାନ ପ୍ରଧାନ, ଶ୍ରୀବତ୍ସ ପ୍ରଧାନ, ମାଧବ ବେହେରା, ନରୋତ୍ତମ ପେଣ୍ଠି, ପଙ୍କଜ ଭୋଇ, ପଙ୍କଜ ବେହେରା, ମଣ୍ଟୁ ମିର୍ଦ୍ଧାଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ସୁଜାତା ଆର୍‌ କାର୍ତ୍ତିକେୟନ୍‌ଙ୍କୁ ଅର୍ଥ ବିଭାଗକୁ ବଦଳି, ମିସନ ଶକ୍ତି ବିଭାଗ ଦାୟିତ୍ୱରେ ଶାଳିନୀ ପଣ୍ଡିତ

Next Post

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିକାଶକୁ ଆଗେଇ ନେବା ଭଳି ସରକାର ଓଡ଼ିଶାରେ ହେବା ଦରକାର: ଜୟଶଙ୍କର

FNN WEB

FNN WEB

Next Post
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିକାଶକୁ ଆଗେଇ ନେବା ଭଳି ସରକାର ଓଡ଼ିଶାରେ ହେବା ଦରକାର: ଜୟଶଙ୍କର

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିକାଶକୁ ଆଗେଇ ନେବା ଭଳି ସରକାର ଓଡ଼ିଶାରେ ହେବା ଦରକାର: ଜୟଶଙ୍କର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026
ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.