• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିକାଶକୁ ଆଗେଇ ନେବା ଭଳି ସରକାର ଓଡ଼ିଶାରେ ହେବା ଦରକାର: ଜୟଶଙ୍କର

FNN WEB by FNN WEB
May 4, 2024
in ଓଡ଼ିଶା, ଜାତୀୟ, ମୁଖ୍ୟ ଖବର, ରାଜନୀତି
0
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିକାଶକୁ ଆଗେଇ ନେବା ଭଳି ସରକାର ଓଡ଼ିଶାରେ ହେବା ଦରକାର: ଜୟଶଙ୍କର
0
SHARES
0
VIEWS

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଷ୍ଟିରେ ଓଡ଼ିଶାର ମର୍ଯ୍ୟାଦା ସ୍ବତନ୍ତ୍ର ଭାବ‌ରେ ରହିଛି। ଭାରତ ସରକାରଙ୍କ ଆୟୋଜନରେ ନୂଆଦିଲ୍ଲୀରେ ଆୟୋଜିତ ଜି-୨୦ ସମ୍ମିଳନୀରେ କୋଣାର୍କ ଚକ୍ରକୁ ସ୍ଥାନିତ କରାଯାଇଥିଲା ବୋଲି କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟଶଙ୍କର ଶନିବାର ଅପରାହ୍‌ଣରେ ଏହା କହିଛନ୍ତି। ଭୁବନେଶ୍ବରସ୍ଥିତ ଏକ ତାରକା ହୋଟେଲରେ ଆୟୋଜିତ ବୁଦ୍ଧିଜୀବୀ ଓ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଓଡ଼ିଶାର ଐତିହ୍ୟ, କଳା, ସଂସ୍କୃତି ଓ ପରଂପରାକୁ ପ୍ରଧାନମନ୍ତ୍ରୀଙ୍କ ଭଲ ପାଇବାର ଏହା ହେଉଛି ନି‌ଦ୍ଦର୍ଶନ। ଓଡ଼ିଶାର କଳା, ସଂସ୍କୃତି କେତେ ସମୃଦ୍ଧ ତାହା କହିବା ଅନାବଶ୍ୟକ।

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ପ୍ରତିଭା ଓ ଦକ୍ଷତା ରହିଛି। ମୋଦୀଙ୍କ ଗ୍ୟାରେଣ୍ଟି ସୀମା ପାର ମଧ୍ୟ କାମ କରିଥାଏ। କେହି ଭାରତୀୟ ବିଦେଶରେ ଫସିଲେ ମୋଦୀ ସରକାର ଉଦ୍ଧାର କରି ଆଣିଥାନ୍ତି। ୟୁକ୍ରେନ୍‌, ସୁଦାନ, ଇସ୍ରାଏଲରୁ ଓଡ଼ିଶା ଲୋକଙ୍କୁ ଉଦ୍ଧାର କରାଯାଇଛି। ଗତ ୧୦ ବର୍ଷ ମଧ୍ୟରେ କେନ୍ଦ୍ରରୁ ଓଡ଼ିଶାକୁ ଅନେକ ସହଯୋଗ କରିଛନ୍ତି। ଏହି ସମୟ ମଧ୍ୟରେ ୧୮ ଲକ୍ଷ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ଦେଇଛନ୍ତି। ସାଗରମାଳା ପ୍ରକଳ୍ପ ମାଧ୍ୟମରେ ୫୪ ହଜାର କୋଟି ଟଙ୍କା ଓଡ଼ିଶାକୁ ମିଳିଛି। ମୋଦୀଙ୍କ କାର୍ଯ୍ୟାକାଳରେ ୨୦ଟି ପାସ୍‌ପୋର୍ଟ କେନ୍ଦ୍ର ଖୋଲିଛି। ୨.୭ ଲକ୍ଷ ଲୋକଙ୍କୁ ଆବାସ ଯୋଜନାରେ ଘର ମିଳିଛି। ୫୩ ଲକ୍ଷ ମହିଳାଙ୍କୁ ଉଜ୍ଜଳା ଯୋଜନାରେ ଗ୍ୟାସ ମିଳିଛି। ସ୍ବନିଧୀ ଯୋଜନାରେ ୫୪ ହଜାର ଉପଭୋକ୍ତା ଓଡ଼ିଶାରୁ ସାମିଲ ହୋଇଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଜୟଶଙ୍କର କହିଛନ୍ତି।

ସେହିପରି କେନ୍ଦ୍ରମନ୍ତ୍ରୀ ଜୟଶଙ୍କର କହିଛନ୍ତି, ‌ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିକାଶକୁ ଆଗେଇ ନେବା ଭଳି ସରକାର ଏଠି ହେବା ଦରକାର। ଓଡ଼ିଶାର ସହଯୋଗରେ ସଂସଦରେ ୪୦୦ ପାର୍‌ ହେବା ଦରକାର। ଓଡ଼ିଶାରେ ଥିବା ପ୍ରାକୃତିକ ସଂପଦ ତୁଳନାରେ ରାଜ୍ୟର ବିକାଶ ହୋଇପାରି ନାହିଁ। ତେଣୁ ଚଳିତ ନିର୍ବାଚନରେ ଓଡ଼ିଶା ଲୋକ ମୋଦୀଙ୍କୁ ସଶକ୍ତ କରିବେ ବୋଲି ବିଶ୍ବାସ ରହିଛି। ଓଡ଼ିଶାରେ ସବୁ ଥାଇ ମଧ୍ୟ ସେହି ଅନୁପାତରେ ବିକାଶ ହୋଇପାରି ନାହିଁ। ଆଜିର ଓଡ଼ିଶାକୁ ଦେଖିଲେ ଆହୁରି ବିକାଶ ହେବାର ଥିଲା।

କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୟଶଙ୍କର କହିଛନ୍ତି ଯେ, ମୋଦୀ ସରକାର ପାଇଁ ଦେଶ ପ୍ରଥମ ଓ ଦେଶର ସୁରକ୍ଷା ମଧ୍ୟ ପ୍ରଥମ। ଦେଶ ସରକାର ପାଇଁ ମୋଦୀ ସରକାର କୌଣସି ସାଲିସ କରିବ ନାହିଁ। ଓଡ଼ିଶାର ବିକାଶରେ କେନ୍ଦ୍ର ସହାୟତା। ଓଡ଼ିଶାର ପ୍ରତିଭା ଓ ଦକ୍ଷତା ବୃଦ୍ଧି ପାଇଁ କେନ୍ଦ୍ର ସରକାର ନିରବଚ୍ଛିନ୍ନ ଭାବେ ସହାୟତା ଯୋଗାଉଛନ୍ତି। ଓଡ଼ିଶାର ୨ଟି ସ୍ମାର୍ଟସିଟି ପାଇଁ କେନ୍ଦ୍ର ଅନୁଦାନ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟ ପୂର୍ବତନ ସଭାପତି ସମୀର ମହାନ୍ତି ଓ ବରିଷ୍ଠ ନେତା ସଜ୍ଜନ ଶର୍ମା ଉପସ୍ଥିତ ଥିଲେ।

Previous Post

ବିଜେଡ଼ିରେ ଯୋଗଦେଲେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ର

Next Post

ବିଜେଡିରେ ସାମିଲ ହେଲେ ରବୀନ୍ଦ୍ର କୁମାର ପାଟଯୋଶୀ

FNN WEB

FNN WEB

Next Post
ବିଜେଡିରେ ସାମିଲ ହେଲେ ରବୀନ୍ଦ୍ର କୁମାର ପାଟଯୋଶୀ

ବିଜେଡିରେ ସାମିଲ ହେଲେ ରବୀନ୍ଦ୍ର କୁମାର ପାଟଯୋଶୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.