• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଘୋଷଣା ହେଲା ୧୨ ନୂଆ ଏନ୍‌ଏସି

FNN WEB by FNN WEB
August 16, 2025
in ଓଡ଼ିଶା, ମୁଖ୍ୟ ଖବର
0
ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
0
SHARES
3
VIEWS

ଭୁବନେଶ୍ବର: ରାଜ୍ୟ ସରକାର ଏନ୍‌ଏସି ସଂଖ୍ୟା ବୃଦ୍ଧି କରିବା ପାଇଁ ଯୋଜନା ଆରମ୍ଭ କରିଦେଇଛନ୍ତି। ଏଥି ପାଇଁ ୧୨ଟି ନୂଆ ଏନ୍‌ଏସି ପାଇଁ ଡ୍ରାଫ୍ଟ ନୋଟିସ୍‌ ଜାରି କରିଛନ୍ତି। ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି ନୋଟିସରେ ଅନୁଗୁଳଜିଲ୍ଲା ପାଳଲହଡ଼ା, ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର, ବାଲେଶ୍ବର ଜିଲ୍ଲା ବସ୍ତା, ମୟୂରଭଂଜ ଜିଲ୍ଲା ବେତନଟୀ, ବାଙ୍ଗିରିପୋଷି ଓ ଚିତ୍ରଡ଼ା, ରାୟଗଡ଼ା ଜିଲ୍ଲା ବିଶମକଟକ, ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଓ ବାମରା, ଭଦ୍ରକ ଜିଲ୍ଲା ତିହିଡ଼ି ଓ ଧୁଷୁରୀ, ବାଲେଶ୍ବର ଜିଲ୍ଲା ସିମୁଳିଆ ସାମିଲ ରହିଛି।

ରାଜ୍ୟ ସରକାର ରାଜ୍ୟରେ ବିଜ୍ଞାପିତ ଅଞ୍ଚଳ ପରିଷଦ ବୃଦ୍ଧି କରିବା ପାଇଁ ପଦକ୍ଷେପ ନେଇଛନ୍ତି। ଏଥି ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି। ସରକାର ସମ୍ବଲପୁର, ଅନୁଗୁଳ, ବାଲେଶ୍ବର, ମୟୂରଭଂଜ, ରାୟଗଡ଼ା, ସୁବର୍ଣ୍ଣପୁର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏନଏସି ଗଠନ କରିବା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗତ ଜୁନ ମାସ ୧୧ ତାରିଖ ଦିନ କହିଥିଲେ ଯେ, ରାଜ୍ୟ ସରକାର ଖୁବ୍‌ଶୀଘ୍ର ରାଜ୍ୟବାସୀଙ୍କୁ ୧୦ରୁ ଅଧିକ ଏନ୍‌ଏସି ଏବଂ ୨ରୁ ଅଧିକ ପୌରପାଳିକା ଭେଟିଦେବେ। ଗୃହନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ମହାପାତ୍ର କହିଥିଲେ ଯେ ରାଜ୍ୟରେ ନୂଆ ଏନ୍‌ଏସି ଏବଂ ଏନ୍‌ଏସିକୁ ପୌରପାଳିକାରେ ପରିଣତ କରିବା ନେଇ ଜିଲ୍ଲାପାଳମାନଙ୍କୁ ଫିଜିବିଲିଟି ରିପୋର୍ଟ ମଗାଯାଇଥିଲା। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ଆମେ ଏନ୍‌ଓସି ପାଇଁ ଏହାକୁ ପଞ୍ଚାୟତିରାଜ ବିଭାଗକୁ ପଠାଇଥିଲୁ। ପଞ୍ଚାୟତିରାଜ ବିଭାଗ ଏବେ ଏନ୍‌ଓସି ଦେଇଥିବାରୁ ଖୁବ୍‌ଶୀଘ୍ର ନୂଆ ଏନ୍‌ଏସି ଘୋଷଣା ହେବ। ସେହିପରି ଏନ୍‌ଏସିକୁ ପୌରପାଳିକାରେ ପରିଣତ କରିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ପ୍ରସ୍ତୁତି ଶେଷ ହୋଇଥିବାରୁ ଏହାକୁ ମଧ୍ୟ ଘୋଷଣା କରାଯିବ। ଏହାପରେ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।

Previous Post

ଗର୍ବ କରିବା ଶିଖାଉଛି ଭାରତୀୟମ୍‌: ମୁଖ୍ୟମନ୍ତ୍ରୀ

Next Post

ଭରତପୁରରେ ବୋମାମାଡ଼ ଘଟଣା,ଅପରାଧ ଜରିଆରେ ଶାସନ କଳକୁ ନିୟନ୍ତ୍ରଣ କରୁଛି ବିଜେପି: ବିଜେଡି

FNN WEB

FNN WEB

Next Post
ଭରତପୁରରେ ବୋମାମାଡ଼ ଘଟଣା,ଅପରାଧ ଜରିଆରେ ଶାସନ କଳକୁ ନିୟନ୍ତ୍ରଣ କରୁଛି ବିଜେପି: ବିଜେଡି

ଭରତପୁରରେ ବୋମାମାଡ଼ ଘଟଣା,ଅପରାଧ ଜରିଆରେ ଶାସନ କଳକୁ ନିୟନ୍ତ୍ରଣ କରୁଛି ବିଜେପି: ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.