• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭରତପୁରରେ ବୋମାମାଡ଼ ଘଟଣା,ଅପରାଧ ଜରିଆରେ ଶାସନ କଳକୁ ନିୟନ୍ତ୍ରଣ କରୁଛି ବିଜେପି: ବିଜେଡି

FNN WEB by FNN WEB
August 16, 2025
in ଓଡ଼ିଶା, ମୁଖ୍ୟ ଖବର
0
ଭରତପୁରରେ ବୋମାମାଡ଼ ଘଟଣା,ଅପରାଧ ଜରିଆରେ ଶାସନ କଳକୁ ନିୟନ୍ତ୍ରଣ କରୁଛି ବିଜେପି: ବିଜେଡି
0
SHARES
0
VIEWS

ଭୁବନେଶ୍ୱର : ପ୍ରଶାସନିକ କଳକୁ ନିଜ ଅକ୍ତିଆରକୁ ନେବା ପାଇଁ ଶାସକ ବିଜେପି ଅପରାଧକୁ ମାଧ୍ୟମ କରିଛି । ରାଜଧାନୀ ଭରତପୁର ଥାନା ଅଞ୍ଚଳରେ ମୂଲ୍ୟବାନ ସରକାରୀ ଜମିକୁ ହଡ଼ପ କରିବା ପାଇଁ ବିଜେପି ସଂଗଠିତ ହିଂସାର ଆଶ୍ରୟ ନେଉଥିବା ବିଜୁ ଜନତା ଦଳ କହିଛି । ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତୁମ୍ବନାଥ ପଣ୍ଡା କହିଛନ୍ତି ଯେ, କିଛିଦିନ ତଳେ ଭରତପୁର ଥାନା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ବୋମାମାଡ଼ ଘଟଣାରେ ଶାସକ ବିଜେପି ଦଳର ଶ୍ରୀକୃଷ୍ଣ ମଣ୍ଡଳ ସଭାପତି ସ୍ମୃତି ରଞ୍ଜନ ଦାସ ଗିରଫ ହୋଇଛନ୍ତି । ଘଟଣାଦିନ ସଂଘବଦ୍ଧ ଭାବେ ପ୍ରାୟ ୨୦ ଜଣ ଯୁବକ ବୋମାମାଡ଼ କରି ୪ରୁ ୫ ଗାଡ଼ି ପୋଡ଼ି ଦେଇଥିଲେ । ଦୀର୍ଘଦିନ ଧରି ଭରତପୁର ଥାନା ଅଞ୍ଚଳରେ ଥିବା ମୂଲ୍ୟବାନ ସରକାରୀ ଜମି ଜବରଦଖଲ କରିବାରେ ଶାସକ ବିଜେପି ଦଳର ସମ୍ପୃକ୍ତି ନେଇ ଅଭିଯୋଗ ହୋଇଆସୁଛି । ସରକାରୀ ପ୍ରୋତ୍ସାହନରେ ଆଇନକୁ ହାତକୁ ନେଇ ଶାସକ ଦଳର ଆଗଧାଡ଼ିର ନେତାମାନେ ସରକାରୀ ସମ୍ପତ୍ତିକୁ ହଡ଼ପ କରିବା କ’ଣ ସୁଶାସନର ନମୂନା କି ?

ଶ୍ରୀ ପଣ୍ଡା ଆହୁରି କହିଥିଲେ ଯେ, ସ୍ମୃତି ରଞ୍ଜନ ଦାସ ସ୍ଥାନୀୟ ସାଂସଦ ଓ ଭୁବନେଶ୍ୱର ଉତ୍ତର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀଙ୍କ ଘନିଷ୍ଠ ସହଯୋଗୀ ହୋଇଥିବାରୁ, ପୋଲିସ୍ ଓ ପ୍ରଶାସନର ଭୟ ଦେଖାଇ ରାଜଧାନୀର ଛାତି ଉପରେ ଏଭଳି ହିଂସା ଘଟାଇବା ପାଇଁ ସାହସ କରିପାରିଛନ୍ତି । କ୍ଷମତାକୁ ଆସିଲା ପରେ ସାରା ରାଜ୍ୟରେ ବିଜେପି ନେତାମାନଙ୍କ ଏଭଳି ଆଚରଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ମହିଳା ପୋଲିସ୍ ଅଧିକାରୀ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ବିଜେପି ନେତାମାନେ ଦୁର୍ବ୍ୟବହାର କରିବାରେ ପଛାଉ ନାହାନ୍ତି ।

ସାରା ରାଜ୍ୟରେ ବାଲି, ମୋରମ ଭଳି ଲଘୁ ଖଣିଜ ଦ୍ରବ୍ୟର ବେଆଇନ ଚାଲାଣକୁ ବିଜେପିର ପୃଷ୍ଠପୋଷକତାରେ ଅପରାଧୀମାନେ ନିୟନ୍ତ୍ରଣ କରୁଛନ୍ତି । ଏହାଦ୍ୱାରା ସରକାରୀ ରାଜସ୍ୱ କମୁଥିବା ବେଳେ, ବିଜେପି ନେତାମାନଙ୍କ ପକେଟ ଗରମ ହେଉଛି । ନୀତି ନୈତିକାର ପାଠ ପଢ଼ାଉଥିବା ବିଜେପି ନେତାମାନେ କ୍ଷମତାର ଅପବ୍ୟବହାର କରି ହିଂସା ମାଧ୍ୟମରେ ସରକାରୀ ସମ୍ପତ୍ତି ହଡ଼ପ କରିବା ଦୁର୍ଭାଗ୍ୟଜନକ । ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ପାଇଁ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଏ ଘଟଣାରେ ନିରପେକ୍ଷତାର ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ବିଜୁ ଜନତା ଦଳ ଦାବି କରୁଛି ।

Previous Post

ଘୋଷଣା ହେଲା ୧୨ ନୂଆ ଏନ୍‌ଏସି

Next Post

ଆଦର୍ଶ ସମର୍ପଣ ଭାବ ଏବଂ ସତର୍କତା ପାଇଁ ସାତ ରେଳ କର୍ମଚାରୀ ସମ୍ମାନିତ

FNN WEB

FNN WEB

Next Post
ଆଦର୍ଶ ସମର୍ପଣ ଭାବ ଏବଂ ସତର୍କତା ପାଇଁ ସାତ ରେଳ କର୍ମଚାରୀ ସମ୍ମାନିତ

ଆଦର୍ଶ ସମର୍ପଣ ଭାବ ଏବଂ ସତର୍କତା ପାଇଁ ସାତ ରେଳ କର୍ମଚାରୀ ସମ୍ମାନିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.