• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶିକ୍ଷା ଓ ସଂସ୍କାର ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ଵ: ଅଚ୍ୟୁତ ସାମନ୍ତ

FNN WEB by FNN WEB
August 18, 2025
in ଓଡ଼ିଶା, ମୁଖ୍ୟ ଖବର
0
ଶିକ୍ଷା ଓ ସଂସ୍କାର ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ଵ: ଅଚ୍ୟୁତ ସାମନ୍ତ
0
SHARES
2
VIEWS

ଭୁବନେଶ୍ୱର: କିଟ୍‌ରେ ୫ ଦିନିଆ ଭାବ ବିନିମୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଭୁଟାନ ସରକାର କିଟ୍‌କୁ ପଠାଇଥିବା ୩୧ ଜଣିଆ ବୌଦ୍ଧ ଶିକ୍ଷକ ପ୍ରତିନିଧିମଣ୍ଡଳ ଆଜି ସକାଳେ କିଟ୍ ଓ କିସ୍ ପରିଦର୍ଶନ କରିଥିଲେ। ପରେ ସେମାନେ ଏକ ଆଧ୍ୟାତ୍ମିକ ଶିକ୍ଷଣ ଅଧିବେଶନରେ ଯୋଗ ଦେଇଥିଲେ। ଏହି ଅଧିବେଶନରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କୁ ଶିକ୍ଷା ଓ ସଂସ୍କାର, କର୍ମ ଓ ପ୍ରାରବ୍ଧ ଏବଂ ଆର୍ଟ ଅଫ୍ ଗିଭିଂ ଭଳି ୩ଟି ବିଷୟରେ ବୁଝାଇଥିଲେ। ଶ୍ରୀ ସାମନ୍ତ କହିଲେ ବର୍ତ୍ତମାନ ସମୟରେ ଶିକ୍ଷା ସହ ସଂସ୍କାର ଏକାନ୍ତ ଅପରିହାର୍ଯ୍ୟ। ବର୍ତ୍ତମାନ ସମୟରେ ଜଣେ କେବଳ ଉଚ୍ଚ ଶିକ୍ଷା ପାଇଗଲେ ସେ ସଫଳ ମଣିଷ ହୋଇପାରିବ ନାହିଁ। ଜଣେ ସଫଳ ମଣିଷ ହେବାକୁ ହେଲେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ସହ ସଂସ୍କାର ଜ୍ଞାନ ହାସଲ କରିବାକୁ ହେବ। ମଣିଷ ଯାହା କରେ ତାର ଫଳ ଅବଶ୍ୟ ତାକୁ ପ୍ରାପ୍ତ ହୋଇଥାଏ । ଗୀତା, ରାମାୟଣ ଓ ମହାଭାରତ ଆଖ୍ୟାନ ଜରିଆରେ ଶ୍ରୀ ସାମନ୍ତ ବୁଝାଇ କହିଲେ, ଅନ୍ୟକୁ ଦୁଃଖ ଦେଇ ନିଜେ ସୁଖ ପାଇବା କ୍ଷଣିକ, ମାତ୍ର ଏହାର ପରିଣାମ ପରବର୍ତ୍ତୀ ସମୟରେ ନିଶ୍ଚିତ ଭାବେ ପ୍ରାପ୍ତ ହୋଇଥାଏ। ଶ୍ରୀ ସାମନ୍ତ କହିଲେ ଆର୍ଟ ଅଫ୍ ଗିଭିଂ ହେଉଛି ଏକ ଜୀବନ ଦର୍ଶନ। ଦେବାରେ ଆନନ୍ଦ ଥାଏ। ତେଣୁ କୌଣସି ଉପାୟରେ ଅନ୍ୟକୁ ସାହାଯ୍ୟ କରିପାରିଲେ ଜୀବନ ସୁଖମୟ ହୋଇଥାଏ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ, ଭୁଟାନର ବିଭିନ୍ନ ବିଦ୍ୟାଳୟରୁ ୩୦ ଜଣ ବୌଦ୍ଧ ଶିକ୍ଷକ, ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରାଳୟର ଜଣେ ସଂଯୋଜକଙ୍କୁ ନେଇ ଗଠିତ ପ୍ରତିନିଧିମଣ୍ଡଳୀକୁ ଭାବ ବିନିମୟ କାର୍ଯ୍ୟକ୍ରମ ପାଇଁ ଭୁଟାନ ସରକାର କିଟ୍‌କୁ ପଠାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣକାରୀମାନେ ଆଧ୍ୟାତ୍ମିକତା, ଆର୍ଟ ଅଫ୍ ଗିଭିଂ, କରୁଣା ଏବଂ ମୂଲ୍ୟ-ଭିତ୍ତିକ ଶିକ୍ଷା ବିଷୟରେ ଜାଣିବା ସହ ଶିକ୍ଷାରେ ସଚେତନତା, କିଶୋର ଭାବପ୍ରବଣତା, ସାମାଜିକ ବିକାଶ, ବ୍ୟକ୍ତିଗତ ଏବଂ ସାମୂହିକ କଲ୍ୟାଣ ପାଇଁ ସାମଗ୍ରିକ ଦୃଷ୍ଟିକୋଣ ଭଳି ବିଷୟବସ୍ତୁ ଉପରେ ଜ୍ଞାନ ଆହରଣ କରିବେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବୌଦ୍ଧ ଶିକ୍ଷକମାନେ ପାରମ୍ପରିକ ଜ୍ଞାନକୁ ସମସାମୟିକ ଶିକ୍ଷାଗତ ଅଭ୍ୟାସ ସହିତ ମିଶ୍ରଣ କରିବା ଦିଗରେ ସେମାନଙ୍କର ଦକ୍ଷତାକୁ ମଜବୁତ କରିବେ। ଏହା ସହ ଭୁଟାନର ଭବିଷ୍ୟତ ପିଢ଼ି ପାଇଁ ମୂଲ୍ୟ-ଭିତ୍ତିକ, କରୁଣାପୂର୍ଣ୍ଣ ଏବଂ ସାମଗ୍ରିକ ଶିକ୍ଷା ପରିବେଶକୁ ପରିପୁଷ୍ଟ କରିବା ପାଇଁ ଏହି ଶିକ୍ଷକମାନେ ପ୍ରତିବଦ୍ଧ ହେବେ ବୋଲି ସେମାନେ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମ ପାଇଁ ଭୁଟାନ କିଟ୍ ଓ କିସ୍‌କୁ ସେମାନଙ୍କର ଅଂଶୀଦାର ଭାବରେ ଗ୍ରହଣ କରିଛି। ଏହା ମୂଲ୍ୟ-ଭିତ୍ତିକ ଶିକ୍ଷା, ମାନବିକ ସେବା, ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ଜ୍ଞାନ ସହିତ ଆଧୁନିକ ଶିକ୍ଷାବିଜ୍ଞାନକୁ ମିଶ୍ରଣ କରିବା ଦିଗରେ ଏକ ପ୍ରୟାସ। କିଟ୍ ରେ ସେମାନଙ୍କୁ ଏଭଳି ଆଧ୍ୟାତ୍ମିକ ଜ୍ଞାନ ଆହରଣ ସହ ଅଚ୍ୟୁତ ସାମନ୍ତଙ୍କ ସହ ଭାବ ବିନିମୟ କରି ବେଶ ସନ୍ତୋଷ ବ୍ୟକ୍ତ କରିଥିଲେ।

Previous Post

ଆଦର୍ଶ ସମର୍ପଣ ଭାବ ଏବଂ ସତର୍କତା ପାଇଁ ସାତ ରେଳ କର୍ମଚାରୀ ସମ୍ମାନିତ

Next Post

ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ

FNN WEB

FNN WEB

Next Post
ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ

ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.