• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନିବେଶକଙ୍କୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ

FNN WEB by FNN WEB
August 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ନିବେଶକଙ୍କୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ
0
SHARES
1
VIEWS

ଭୁବନେଶ୍ୱର : ମହାରାଷ୍ଟ୍ର ମୁମ୍ବାଇସ୍ଥିତ ହୋଟେଲ ତାଜମହଲ ପ୍ୟାଲେସରେ ଅନୁଷ୍ଠିତ ଚତୁର୍ଥ ଭାରତୀୟ ଶିଳ୍ପ ମହାସଂଘ, ପୂର୍ବ ଭାରତ ସମ୍ମିଳନୀ ୨୦୨୫ରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଅଂଶଗ୍ରହଣ କରିଛନ୍ତି । ଭାରତୀୟ ଶିଳ୍ପ ମହାସଂଘର ପୂର୍ବ ଭାରତ ସମ୍ମିଳନୀ ପୂର୍ବ ଭାରତର ବିଶାଳ ଆର୍ଥିକ ସମ୍ଭାବନାକୁ ଉନ୍ମୁକ୍ତ କରିବା ଉପରେ କେନ୍ଦ୍ରିତ ଏକ ପ୍ରମୁଖ ପଦକ୍ଷେପ ଅଟେ। ଏହି ସମ୍ମିଳନୀରେ ନିବେଶକ ଏବଂ ସରକାରୀ ପ୍ରତିନିଧିମାନଙ୍କ ମଧ୍ୟରେ ସ୍ୱତନ୍ତ୍ର ରାଜ୍ୟ ଅଧିବେଶନ, ଗୋଲଟେବୁଲ ନୀତି ନିର୍ଦ୍ଧାରଣ ଓ ଆଲୋଚନା କରାଯାଇଛି।

ମାନ୍ୟବର ଉପମୁଖ୍ୟମନ୍ତ୍ରୀ, ଓଡିଶା ଶ୍ରୀ ସିଂହଦେଓ ତାଙ୍କ ମୁଖ୍ୟ ଅଭିଭାଷଣରେ କହିଛନ୍ତି ଯେ, ଓଡିଶା ଖଣିଜ ସମ୍ପତ୍ତି, ଗଭୀର ଜଳ ବନ୍ଦର, ଦୃଢ଼ ରେଳ ଓ ରାସ୍ତା ସଂଯୋଗୀକରଣ, ଜମି, ପ୍ରାକୃତିକ ସମ୍ବଳ ସହିତ ଏକ ନିବେଶଯୋଗ୍ୟ ସ୍ଥାନ ଅଟେ। ଏଥିସହିତ ଓଡ଼ିଶା ସମନ୍ୱିତ ଶିଳ୍ପ ଇକୋସିଷ୍ଟମ୍, ରପ୍ତାନି-ମୁଖୀ ଉତ୍ପାଦନ କରିଡର ନିର୍ମାଣ କରୁଛି ଯାହା ଲଜିଷ୍ଟିକ୍ ଏବଂ ବଜାର ପ୍ରବେଶକୁ ଆହୁରି ସୁଗମ ଓ ସହଜ କରିବ। ଉନ୍ନତ ପ୍ରଯୁକ୍ତିବିଦ୍ୟା, ଗ୍ରୀନ ଫିଲଡ଼ ପ୍ରୋଜେକ୍ଟ, ବନ୍ଦର-ନେତୃତ୍ୱାଧୀନ ଶିଳ୍ପ ଅଭିବୃଦ୍ଧିରେ ଓଡିଶା ନିବେଶ ଗ୍ରହଣ ପାଇଁ ପ୍ରସ୍ତୁତ । ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉକ୍ତିରେ, ପୂର୍ବ ଭାରତରେ ନିବେଶ କରିବାର ଏହା ସଠିକ୍ ସମୟ, ତେଣୁ ଉପ-ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ନିବେଶ କରିବାକୁ ଶିଳ୍ପପତିମାନଙ୍କୁ ଆମନ୍ତ୍ରଣ କରିଛନ୍ତି।

ଉପ-ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ, ଆମ ସରକାର ରେକର୍ଡ ସଂଖ୍ୟକ ୫୬ ଟି ପ୍ରକଳ୍ପର ଭିତ୍ତିଭୂମି ସ୍ଥାପନ କରିଛି, ଯାହା ₹ ୧.୭୮ ଲକ୍ଷ କୋଟି ନିବେଶକୁ ପ୍ରତିନିଧିତ୍ୱ କରୁଛି ଏବଂ ୧.୧୧ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିଛି, ଏବଂ ନୂତନ ନିବେଶ ସହ ଆହୁରି ଏକ ଲକ୍ଷ ନୂତନ ନିଯୁକ୍ତି ସୃଷ୍ଟି କରିବା ଆମର ଲକ୍ଷ୍ୟ ରଖିଛି। ସିଆଇଆଇ,ପୂର୍ବ ଭାରତ ସମ୍ମିଳନୀ ଏହି ଅଞ୍ଚଳକୁ ଏକ ସଶକ୍ତ ଅର୍ଥନୀତିରେ ପରିଣତ କରିବା ପାଇଁ ଏକ ଉତ୍ପ୍ରେରକ ଭାବରେ କାର୍ଯ୍ୟ କରିବ। ଅନ୍ୟାନ୍ୟ ଅଂଶଗ୍ରହଣକାରୀଙ୍କ ମଧ୍ୟରେ ଅଛନ୍ତି, ମାନ୍ୟବର ଉପମୁଖ୍ୟମନ୍ତ୍ରୀ ବିହାର, ଶ୍ରୀ ସମ୍ରାଟ ଚୌଧୁରୀ, ବିହାରର ମାନ୍ୟବର ଶିଳ୍ପ ମନ୍ତ୍ରୀ ଶ୍ରୀ ନୀତିଶ ମିଶ୍ର, ଛତିଶଗଡ଼ର ମାନ୍ୟବର ଅର୍ଥମନ୍ତ୍ରୀ ଶ୍ରୀ ଓ ପି ଚୌଧୁରୀ, ସିଆଇଆଇ ପୂର୍ବ କ୍ଷେତ୍ରର ଚେୟାରମ୍ୟାନ ଶ୍ରୀ ଶାଶ୍ୱତ ଗୋଏଙ୍କା, ସିଆଇଆଇ ପଶ୍ଚିମ କ୍ଷେତ୍ରର ଚେୟାରମ୍ୟାନ ଶ୍ରୀ ରିଷି କୁମାର ବାଗଲା, ଏମଏସଏମଇ ବିଭାଗ, ଓଡ଼ିଶା କମିଶନର-ତଥା-ସଚିବ, ଶ୍ରୀ ଡି ପ୍ରଶାନ୍ତ କୁମାର ରେଡ୍ଡୀ ଓ ବିହାର, ଛତିଶଗଡ଼, ପଶ୍ଚିମବଙ୍ଗର ପ୍ରଶାସନିକ ଅଧିକାରୀ, ନିବେଶକ, ଶିଳ୍ପପତି, ଉଦ୍ୟୋଗୀ ପ୍ରମୁଖ ଯୋଗଦେଇଛନ୍ତି।

Previous Post

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଲାଗି ଅନଲାଇନ ଆବେଦନ ଜାରି

Next Post

ଭୁବନେଶ୍ବର ବାଇପାସକୁ କ୍ୟାବିନେଟ ମଂଜୁରୀ

FNN WEB

FNN WEB

Next Post
ଭୁବନେଶ୍ବର ବାଇପାସକୁ କ୍ୟାବିନେଟ ମଂଜୁରୀ

ଭୁବନେଶ୍ବର ବାଇପାସକୁ କ୍ୟାବିନେଟ ମଂଜୁରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.