• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆଉ ତିନି ସ୍ଥାନରେ ହେବ ଓଡିଶା ଭବନ

FNN WEB by FNN WEB
August 20, 2025
in ଓଡ଼ିଶା, ମୁଖ୍ୟ ଖବର
0
ଆଉ ତିନି ସ୍ଥାନରେ ହେବ ଓଡିଶା ଭବନ
0
SHARES
0
VIEWS

ଭୁବନେଶ୍ୱର : ଓଡିଶା ସରକାର ଆଉ ତିନିଟି ନୂତନ ସ୍ଥାନରେ ଓଡିଶା ଭବନ ନିର୍ମାଣ କରିବେ । ଏହି ସ୍ଥାନ ମଧ୍ୟରେ ରହିଛି ଅଯୋଧ୍ୟା, ହାଇଦ୍ରାବାଦ ଓସୁରଟ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀର ନୂତନ ଓଡିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିବା ଅବସରରେ ଏହି ସୂଚନା ମିଳିଛି ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିର୍ମିତ ହେବାକୁ ଥିବା ଏହି ନୂଆ ଭବନରେ ଓଡିଶାର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟଙ୍କୁ ପରାମର୍ଶ ଦେଇଥିଲେ। ଏହି ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରୁ ଜଣାଯାଇଛି ଯେ, ସମୁଦାୟ ୪,୭୬୧ ବର୍ଗ ମିଟର ନିର୍ମାଣ ଅଞ୍ଚଳରେ ଏହି G+6 ଭବନ ନିର୍ମାଣ କରାଯିବ ଏବଂ ଏଥିରେ ସମୁଦାୟ ୪୫ଟି ବିଭିନ୍ନ ବର୍ଗର ସୁଇଟ୍ ଉପଲବ୍ଧ ହେବ । ଭବନରେ ଏକ ସମ୍ମିଳନୀ କକ୍ଷର ମଧ୍ୟ ବ୍ୟବସ୍ଥା କରାଯାଇଛି।

ସେହିଭଳି ମୁମ୍ବାଇକୁ ଯେହେତୁ ଓଡିଶାରୁ ଅଧିକ ସଂଖ୍ୟକ କ୍ୟାନସର ରୋଗୀ ଚିକିତ୍ସିତ ହେବାକୁ ଯାଉଛନ୍ତି, ତେଣୁ ମୁମ୍ବାଇ ଓଡିଶା ଭବନରେ ଅଧିକ କୋଠରୀ ବ୍ୟବସ୍ଥା କରିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥି ସହିତ ଓଡିଶାରୁ ଅଯୋଧ୍ୟାକୁ ଅଧିକ ସଂଖ୍ୟକ ଭକ୍ତ ଓ ଦର୍ଶାଳୁ ଯାଉଥିବାରୁ ଏବଂ ହାଇଦ୍ରାବାଦ ଓ ସୁରଟରେ ବହୁଳ ଭାବେ ଓଡିଆ ଲୋକ ରହୁଥିବାରୁ ଅଯୋଧ୍ୟା, ହାଇଦ୍ରାବାଦ ଓ ସୁରଟରେ ଓଡିଶା ଭବନ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ କୋଲକତା ଉତ୍କଳ ଭବନର ମରାମତି ଓ ନବୀକରଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୀବ ମିଶ୍ର ଓ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ବି.ସୁଦର୍ଶନ ରେଡ୍ଡୀ ହେଲେ ଇଣ୍ଡି ବ୍ଲକ୍‌ର ଉପରାଷ୍ଟ୍ରପତି ପ୍ରାର୍ଥୀ

Next Post

ମହାତ୍ମା ଗାନ୍ଧୀଙ୍କ କୁଷ୍ଠାଶ୍ରମ ଆଗମନର ଶତବାର୍ଷିକୀ ପାଳନ ଉତ୍ସବ: ମହାତ୍ମା କୁଷ୍ଠ ସେବା ସ୍ମୃତି ବନ ଉଦଘାଟିତ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.