• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ସିପି ରାଧାକ୍ରିଷ୍ଣନ୍

FNN WEB by FNN WEB
August 20, 2025
in ଜାତୀୟ, ମୁଖ୍ୟ ଖବର
0
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ସିପି ରାଧାକ୍ରିଷ୍ଣନ୍
0
SHARES
2
VIEWS

ନୂଆଦିଲ୍ଲୀ: ନାମାଙ୍କନ ପତ୍ର ଦାଖଲ କଲେ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍। ସେ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଥିବା ଜଣାଯାଇଛି। ଏହି ସମୟରେ ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ଅନେକ ଏନଡିଏ ସାଂସଦ ଉପସ୍ଥିତ ଥିବା ଦେଖାଯାଇଥିଲା। ନାମାଙ୍କନ ବେଳେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ପ୍ରଥମ ପ୍ରସ୍ତାବକ ହୋଇଥିଲେ ବୋଲି ଜଣାପଡ଼ିଛି।

ସିପି ରାଧାକୃଷ୍ଣନଙ୍କ ନାମାଙ୍କନ ଦାଖଲ ସମୟରେ ଏନଡିଏ ମଧ୍ୟରେ କେତେ ଏକତା ରହିଛି, ତାହା ସ୍ପଷ୍ଟ ଦେଖାଯାଇଥିଲା। ବିଜେପି ତଥା ସହଯୋଗୀ ଦଳର ସାଂସଦମାନଙ୍କ ମଧ୍ୟରେ ପ୍ରଫୁଲ୍ଲ ପଟେଲ, ରାଜନାଥ ସିଂ, ଜେପି ନଡ୍ଡା, ଚିରାଗ ପାସୱାନ, ଲଲନ ସିଂ, ଜିତନ ରାମ ମାଞ୍ଜୀ ମାଞ୍ଝି, କିରେନ ରିଜିଜୁ ଏବଂ ଅର୍ଜୁନ ରାମ ମେଘୱାଲ ମଧ୍ୟ ଉପସ୍ଥିତ ଥିଲେ।

ରବିବାର ବିଜେପି ନେତୃତ୍ୱାଧୀନ ଏନଡିଏ ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନେକ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ବିଜେପି ସଂସଦୀୟ ବୋର୍ଡର ବୈଠକ ପରେ ଏହି ଘୋଷଣା କରାଯାଇଥିଲା। ତାଙ୍କ ନାମ ଘୋଷଣା ହେବା ପରେ ସହଯୋଗୀ ଦଳଗୁଡ଼ିକ ମଧ୍ୟ ତାଙ୍କୁ ସମର୍ଥନ ଘୋଷଣା କରିଛନ୍ତି।

ଚନ୍ଦ୍ରପୁରମ ପୋନୁସାମୀ ରାଧାକ୍ରିଷ୍ଣନଙ୍କ ଜନ୍ମ ୨୦ ଅକ୍ଟୋବର ୧୯୫୭ରେ ତାମିଲନାଡୁର ତିରୁପ୍ପୁରରେ ହୋଇଥିଲା। ସେ ୩୧ ଜୁଲାଇ ୨୦୨୪ରେ ମହାରାଷ୍ଟ୍ରର ରାଜ୍ୟପାଳ ଭାବରେ ଶପଥ ନେଇଥିଲେ। ଏହା ପୂର୍ବରୁ ସେ ପ୍ରାୟ ଦେଢ଼ ବର୍ଷ ପାଇଁ ଝାଡ଼ଖଣ୍ଡର ରାଜ୍ୟପାଳ ଥିଲେ। ଝାଡ଼ଖଣ୍ଡରେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ତାଙ୍କୁ ଭାରତର ରାଷ୍ଟ୍ରପତି ତେଲେଙ୍ଗାନାର ରାଜ୍ୟପାଳ ଏବଂ ପୁଡୁଚେରୀର ଉପରାଜ୍ୟପାଳ ଭାବରେ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦେଇଥିଲେ।

Previous Post

ନବୀନଙ୍କ ସହ ଫୋନ୍‌ରେ କଥା ହେଲେ ମୋଦି

Next Post

ଗିରଫ ହେଲେ ପଳାଇବ ପ୍ରଧାନମନ୍ତ୍ରୀ- ମୁଖ୍ୟମନ୍ତ୍ରୀ ପଦ

FNN WEB

FNN WEB

Next Post
ଗିରଫ ହେଲେ ପଳାଇବ ପ୍ରଧାନମନ୍ତ୍ରୀ- ମୁଖ୍ୟମନ୍ତ୍ରୀ ପଦ

ଗିରଫ ହେଲେ ପଳାଇବ ପ୍ରଧାନମନ୍ତ୍ରୀ- ମୁଖ୍ୟମନ୍ତ୍ରୀ ପଦ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.