• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଗିରଫ ହେଲେ ପଳାଇବ ପ୍ରଧାନମନ୍ତ୍ରୀ- ମୁଖ୍ୟମନ୍ତ୍ରୀ ପଦ

FNN WEB by FNN WEB
August 20, 2025
in ଜାତୀୟ, ମୁଖ୍ୟ ଖବର
0
ଗିରଫ ହେଲେ ପଳାଇବ ପ୍ରଧାନମନ୍ତ୍ରୀ- ମୁଖ୍ୟମନ୍ତ୍ରୀ ପଦ
0
SHARES
0
VIEWS

ଲୋକସଭାରେ ୩ ବିଲ୍ ଆଗତ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ନୂଆଦିଲ୍ଲୀ: ସଂସଦରେ ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଆଗତ ହେଲା ୩ଟି ବିଲ୍ । ଲୋକସଭାରେ ୩ଟି ସଂଶୋଧନ ବିଲକୁ ଆଗତ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ୧୩୦ତମ ସମ୍ବିଧାନ ସଂଶୋଧନ ବିଲ୍-୨୦୨୫ ଆଗତ । କେନ୍ଦ୍ରଶାସିତ ଅଞ୍ଚଳ ସରକାର ସଂଶୋଧନ ବିଲ୍-୨୦୨୫ ଆଗତ ଏବଂ ଜମ୍ମୁକାଶ୍ମୀର ପୁନର୍ଗଠନ ବିଲ୍- ୨୦୨୫ ଆଗତ କରିଛନ୍ତି ଅମିତ ଶାହ । ୩ଟି ବିଲ୍ ଆଗତ କରିବା ପରେ ବିଲ ଗୁଡ଼ିକୁ ଜେପିସିକୁ ପଠାଇବାକୁ ଶାହ ପ୍ରସ୍ତାବ ଦେଇଥିଲେ ।

ତେବେ ବିଲ୍ ଆଗତ ବେଳେ ବିରୋଧୀଙ୍କ ଉପରେ ବର୍ଷି ଶାହ କହିଛନ୍ତି- ମୁଁ ଯେତେବେଳେ ମିଛ ମାମଲାରେ ଜେଲ ଯାଇଥିଲି ସେତେବେଳେ ନୈତିକତା ଦୃଷ୍ଟିରୁ ପଦରୁ ଇସ୍ତଫା ଦେଇଥିଲି । ଆମେ ଏତେ ନିର୍ଲଜ ନୋହୁଁ, ମୁଁ ଚାହୁଁଛି ନୈତିକତାର ମୂଲ୍ୟ ବୃଦ୍ଧି ପାଉ । ଯେଉଁ ନେତା ମନ୍ତ୍ରୀ, ମୁଖ୍ଯମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଅପରାଧିକ ମାମଲାରେ ୩୦ ଦିନରୁ ଅଧିକ ଜେଲ ଯାଇଥିଲେ ତାଙ୍କ ପଦ ଯିବ । ୩ଟି ବିଲ୍ ଆଗତ ବେଳେ ବିରୋଧୀ ହୋହଲ୍ଲା କରିଥିଲେ । ଗୃହକୁ ୩ଟା ଯାଏଁ ମୁଲତବୀ ରଖାଯାଇଛି ।

ତେବେ ଦାଗୀ ନେତାଙ୍କୁ ପାନେ ଦେବାକୁ ଏବଂ ସେମାନଙ୍କ ପଦର ଅପବ୍ଯବହାରକୁ ନେଇ ବିଲ୍ ଆଗତ ହୋଇଛି । ବିଲର ପ୍ରାବଧାନ ଅନୁସାରେ ଏଣିକି ନେତା ହୁଅନ୍ତୁ କି ମନ୍ତ୍ରୀ ଅବା ହୁଅନ୍ତୁ ମୁଖ୍ୟମନ୍ତ୍ରୀ କି ପ୍ରଧାନମନ୍ତ୍ରୀ । ଅପରାଧରେ ଲିପ୍ତ ଥିଲେ କିମ୍ବା ଅପରାଧିକ ମାମଲାରେ ମାସେରୁ ଅଧିକ ଜେଲ ଯାଇଥିଲେ ସେମାନଙ୍କୁ ନିସ୍ତାର ଦିଆଯିବନି । ଜେଲରେ ଥିଲେ ବି ସେମାନଙ୍କ ପଦ ସେମିତି ସୁରକ୍ଷିତ ରହିବନି । ଏଣିକି ଜେଲରେ ମାସେରୁ ଅଧିକ ରହିଲେ ସେମାନଙ୍କ ପଦବୀ ବିପଦରେ ପଡିବ । ସେମାନଙ୍କୁ ସେମାନଙ୍କ ପଦ ହରାଇବାକୁ ପଡ଼ିବ । ୩୦ ଦିନରୁ ଅଧିକ ଜେଲ୍‌ରେ ରହିଲେ ଯିବ ସେମାନଙ୍କ ଆସନ ।

ଯଦି ନେତା ୩୦ରୁ ଦିନ ଅଧିକ ଜେଲ୍‌ରେ ରୁହନ୍ତି କିମ୍ବା ସେମାନଙ୍କୁ ଅତି କମ୍‌ରେ ୫ ବର୍ଷ ଜେଲ୍‌ ଦଣ୍ଡ ହୁଏ, ତାହାଲେ ସେହି ନେତାଙ୍କୁ ତାଙ୍କ ପଦରୁ ବହିଷ୍କାର କରାଯିବ । ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ୬ ମାସ ଓ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌. କେ ଷ୍ଟାଲିନ୍ ୨ ମାସ ଜେଲ୍‌ରେ ରହିଥିଲେ ବି ନିଜ ପଦରୁ ଇସ୍ତଫା ଦେଇନଥିଲେ । ବୋଧହୁଏ ସେହି ଘଟଣାରୁ ବିଲରେ ସଂଶୋଧନ ଆଣିବାର ଆଇଡିଆ ମିଳିଥାଇପାରେ ବୋଲି କୁହାଯାଉଛି ।

Previous Post

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ସିପି ରାଧାକ୍ରିଷ୍ଣନ୍

Next Post

ବରିଷ୍ଠ ସାମ୍ୱାଦିକ ଜ୍ଞାନରଞ୍ଜନ ଦାସଙ୍କ ମାତୃ ବିୟୋଗ

FNN WEB

FNN WEB

Next Post
ବରିଷ୍ଠ ସାମ୍ୱାଦିକ ଜ୍ଞାନରଞ୍ଜନ ଦାସଙ୍କ ମାତୃ ବିୟୋଗ

ବରିଷ୍ଠ ସାମ୍ୱାଦିକ ଜ୍ଞାନରଞ୍ଜନ ଦାସଙ୍କ ମାତୃ ବିୟୋଗ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.