• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶା ପାଇଁ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା ଘୋଷଣା

FNN WEB by FNN WEB
May 4, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଓଡ଼ିଶା ପାଇଁ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା ଘୋଷଣା
0
SHARES
0
VIEWS

ପ୍ରଚାର ପାଇଁ ଆସିବେ ସୋନିଆ, ରାହୁଲ ଓ ପ୍ରିୟଙ୍କା

ଭୁବନେଶ୍ବର: ଓଡ଼ିଶାରେ ସାଧାରଣ ନିର୍ବାଚନ ପ୍ରଚାର ପାଇଁ ଭାରତୀୟ ଜାତୀୟ କଂଗ୍ରେସ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। କଂଗ୍ରେସ ଏହି ୪୦ ଜଣିଆ ତାଲିକାରେ କେନ୍ଦ୍ରୀୟ ନେତୃତ୍ବଙ୍କ ସମେତ ରାଜ୍ୟର ବରିଷ୍ଠ ନେତାଙ୍କୁ ସାମିଲ କରିଛି। ତାଲିକାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପିୟଙ୍କା ଗାନ୍ଧୀ, ରାଜ୍ୟ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ନରସିଂହ ମିଶ୍ର, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ସଚିନ ପାଇଲଟ ଓ ଅଳକା ଲମ୍ବା ରହିଛନ୍ତି।

ସେହିପରି କଂଗ୍ରେସ ଏହି ତାଲିକାରେ କହ୍ନେୟା କୁମାର, ମିନାକ୍ଷୀ ନଟରାଜନ, ଗିରିଧର ଗମାଙ୍ଗ, ପ୍ରସାଦ ହରିଚନ୍ଦନ, ଜୟଦେବ ଜେନା, ନିରଂଜନ ପଟ୍ଟନାୟକ, କିଶୋର ପଟେଲ, ରାମଚନ୍ଦ୍ର ଖୁଣ୍ଟିଆ, ଭକ୍ତ ଚରଣ ଦାସ, ସୁଶୀଳା ତିରିଆ, ଶ୍ରୀକାନ୍ତ ଜେନା, ପଂଚାନନ କାନୁନଗୋ, ଜଗନ୍ନାଥ ପଟ୍ଟନାୟକ, ସରତ ରାଉତ, ବିଜୟ କୁମାର ପଟ୍ଟନାୟକ, କୱାସୀ ଲଖମା, ମୋହନ ମରକାମ, ଲକ୍ଷେଶ୍ବର ବଘେଲ, ସଂଦୀପ ସାହୁ, ଦନସାରୀ ଅନସୁୟା, ଶିବାନନ୍ଦ ରାୟ, ବିଶ୍ବରଂଜନ ମହାନ୍ତି, ମିନାକ୍ଷୀ ବାହିନୀପତି, ରଂଜିତ ପାତ୍ର, ଜୟରାମ ପାଙ୍ଗି, ଖ୍ରୀଷ୍ଟୋଫର ତିଲକ ଓ ମହମ୍ମଦ ଶାହନୱାଜ୍‌ଙ୍କୁ ସାମିଲ କରିଛି। ସୂଚନାଯୋଗ୍ୟ, ଚଳିତ ନିର୍ବାଚନରେ ଓଡ଼ିଶାରେ ପ୍ରଚାର ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ଓ ବିଜୁ ଜନତା ଦଳ (ବିଜେଡି) ପୂର୍ବରୁ ପ୍ରଚାର ତାଲିକା ପ୍ରକାଶ କରିଛନ୍ତି।

Previous Post

ବିଜେଡିରେ ସାମିଲ ହେଲେ ରବୀନ୍ଦ୍ର କୁମାର ପାଟଯୋଶୀ

Next Post

କୋରାପୁଟ ସଭାରେ ବିରୋଧୀଙ୍କ ଉପରେ ନବୀନଙ୍କ ଶାଣିତ ଆକ୍ରମଣ

FNN WEB

FNN WEB

Next Post
କୋରାପୁଟ ସଭାରେ ବିରୋଧୀଙ୍କ ଉପରେ ନବୀନଙ୍କ ଶାଣିତ ଆକ୍ରମଣ

କୋରାପୁଟ ସଭାରେ ବିରୋଧୀଙ୍କ ଉପରେ ନବୀନଙ୍କ ଶାଣିତ ଆକ୍ରମଣ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.