• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ୱାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଙ୍ଘ

FNN WEB by FNN WEB
August 22, 2025
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ୱାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଙ୍ଘ
0
SHARES
0
VIEWS

  • କର୍ମଚାରୀଙ୍କ ଦାବୀ ସମ୍ପର୍କରେ ସରକାର ଅବଗତ
  • ଖୁବ ଶୀଘ୍ର ସ୍ଥାୟୀକରଣ ନିଷ୍ପତି
  • ଠିକାରୁ ମୁକ୍ତି ପାଇବେ ୯୦୦୦ ଏନ ଏଚ ଏମ କର୍ମଚାରୀ

ଭୁବନେଶ୍ୱର : ଓଡିଶା ସ୍ୱାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଙ୍ଘ ର ସଭାପତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ନେଇ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଗତକାଲି ଅଗଷ୍ଟ ୨୨ ତାରିଖରେ ଭେଟି ଆଲୋଚନା କରିଥିଲେ। ଦୀର୍ଘ ୨୦ ବର୍ଷ ଧରି ସ୍ୱଳ୍ପ ଦରମାରେ ସ୍ୱାସ୍ଥ୍ୟ ବିଭାଗ ର ସମସ୍ତ ଡାକ୍ତରଖାନାରେ କାର୍ଯ୍ୟ କରୁଛନ୍ତି ଅବଗତ କରାଇଥିଲେ। ରାଜ୍ୟ ସରକାର ଏନ ଏଚ ଏମ କର୍ମଚାରୀଙ୍କ ସମସ୍ୟା ବିଷୟରେ ସମ୍ପୂର୍ଣ ଅବଗତ ଓ ଏହା ଉପରେ ବିଚାର ଚାଲିଛି। ଖୁବଶୀଘ୍ର ସମସ୍ତ କର୍ମଚାରୀଙ୍କ ଆମ ସରକାର ନୀତିଗତ ନିଷ୍ପତି ନେଇ ସ୍ଥାୟୀ ସମାଧାନ କରିବାର ବ୍ୟବସ୍ଥା କରିବାକୁ ଯାଉଛି । ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗର ଥିବା ସମସ୍ୟାକୁ ସରକାର ଗୁରୁତ୍ୱର ସହିତ ସମାଧାନ କରିବାକୁ ଯାଉଛନ୍ତି ବୋଲି କହିଥିଲେ।

ପୂର୍ବରୁ ଭା ଜ ପା ରାଜ୍ୟ ସଭାପତି ମନମୋହନ ସାମଲ, ସ୍ୱାସ୍ଥ୍ୟମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ଓ ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଏ ବିଷୟରେ ଅନେକବାର ଅବଗତ କରାଯାଇଛି। ସେ ମଧ୍ୟ କହିଛନ୍ତି ଯେ ଆମ ମୁଖ୍ୟମନ୍ତ୍ରୀଙ୍କୁ ଏ ବିଷୟରେ ଅବଗତ କରାଯାଇଛି ଓ ବହୁତ ଜଲଦି ସରକାର ଏକ ନୀତିଗତ ନିଷ୍ପତି ନେଇ ସମସ୍ତଙ୍କୁ ସ୍ଥାୟୀ କରିବା ବିଷୟରେ ଚିନ୍ତା କରୁଛନ୍ତି। ଅନ୍ୟ ଦାବୀ ଯେମିତିକି ଦରମା ବୃଦ୍ଧି, ୨୫%ପ୍ରୋଛାହନ ରାଶି ଉଛେଦ, ରାଜ୍ୟ ପ୍ରୋଛାହନ ରାଶି ବୃଦ୍ଧି, ସମସ୍ତଙ୍କୁ ବୀମାଭୁକ୍ତ କରିବା ଇତ୍ୟାଦି ଦାବୀ ସମ୍ପର୍କରେ ମାନନୀୟ ସଭାପତି ମନମୋହନ ସାମଲ କହିଲେ ରେଗୁଲାର କଲେ ଏ ସବୁ ସମସ୍ୟାର ସମାଧାନ ହେଇଯିବ।
ଓଡିଶା ସ୍ୱାସ୍ଥ୍ୟ ମିଶନ କର୍ମଚାରୀ ସଂଘର ସଭାପତି ଅନିରୁଦ୍ଧ ପଣ୍ଡା ଙ୍କ ସମେତ ସାଧାରଣ ସମ୍ପାଦକ ଗୋପବନ୍ଧୁ କର, କୋଷାଧକ୍ଷ ଆଶୁତୋଷ ମିଶ୍ର, ସହ ସମ୍ପାଦକ ପ୍ରଦୀପ୍ତ ମଲ୍ଲ ଓ ଅନ୍ୟ ସଦସ୍ୟ ମାନେ ପ୍ରତିନିଧି ମଣ୍ଡଳ ରେ ସାମିଲ ଥିଲେ। ପ୍ରତିଶୃତି ମିଳିବା ପରେ ସାରା ଓଡ଼ିଶାର ଜାତୀୟ ସ୍ୱାସ୍ଥ୍ୟ ମିଶନ କର୍ମଚାରୀଙ୍କ ମଧ୍ୟରେ ଏକ ଖୁସିର ଆଶା ସଂଚାର ହୋଇଛି।

Previous Post

ଆସୁଛି ଲଘୁଚାପ; ୨୪ରୁ ବଢ଼ିବ ବର୍ଷା, ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ -ୟେଲୋ ଆଲର୍ଟ ଜାରି

Next Post

କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

FNN WEB

FNN WEB

Next Post
କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.