• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

FNN WEB by FNN WEB
August 22, 2025
in ଓଡ଼ିଶା, ମୁଖ୍ୟ ଖବର
0
କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ
0
SHARES
1
VIEWS

କଟକ: ଐତିହାସିକ କଟକ ସହରର ବିଡାନାସୀ ମୌଜା ଠାରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହି ନୂତନ କୋଠା ଆମ ଜିଲ୍ଲାର ପ୍ରଶାସନିକ ବିକାଶରେ ଏକ ନୂତନ ଅଧ୍ୟାୟ ସଂଯୋଗ କରିବାକୁ ଯାଉଛି । ଦକ୍ଷ, ସ୍ୱଚ୍ଛ ଓ ନାଗରିକ ଅନୁକୂଳ ସେବା ଯୋଗଇଦେବାରେ ଏହି ନୂତନ କାର୍ଯ୍ୟାଳୟ ନିଶ୍ଚିତ ଭାବରେ ଏକ ମାଇଲଖୁଂଟ ସାବ୍ୟସ୍ତ ହେବ । ପ୍ରସ୍ତାବିତ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟ ପାଂଚ ମହଲା ବିଶିଷ୍ଟ ହେବ । ଏଥିପାଇଁ ମୋଟ ବ୍ୟୟ ଅଟକଳ ୯୪ କୋଟି ୪୬ ଲକ୍ଷ ୪୪ ହଜାର ଟଙ୍କା ରଖାଯାଇଛି । ଦୁଇ ବର୍ଷ ୬ ମାସ ମଧ୍ୟରେ ନୂତନ କାର୍ଯ୍ୟାଳୟର କାର୍ଯ୍ୟ ଶେଷ ହେବାକୁ ସମୟସୀମା ଧାର୍ଯ୍ୟ କରାଯାଇଛି ।  ସମୁଦାୟ ୫ ଏକର ୭୦ ଡିସିମିଲ ଜମି ଉପରେ ନିର୍ମାଣ ହେବାକୁ ଥିବା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମନ୍ୱିତ କୋଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ କଟକ ସଦର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ରହିବ ।
ପରବର୍ତୀ ପର୍ଯ୍ୟାୟରେ ଏଠାରେ  ତହସିଲ କାର୍ଯ୍ୟାଳୟ, ଉପନିବନ୍ଧକଙ୍କ କାର୍ଯ୍ୟାଳୟ,  ରାଜସ୍ୱ ପର୍ଷଦ ଓ କେନ୍ଦ୍ରାଂଚଳ ରାଜସ୍ୱ ଆୟୁକ୍ତଙ୍କ କାର୍ଯ୍ୟାଳୟ ମଧ୍ୟ ନିର୍ମାଣ କରାଯିବ ।

ଏଠାରେ ବିଭିନ୍ନ ବିଭାଗ, ଲାଇବ୍ରେରୀ, କନଫରନେସ ହଲ, କାଫେଟେରିଆ, ୨୦୦ ଲୋକ ବସିପାରିବା ଭଳି ଅଡିଟୋରିଅମ ରଖାଯିବାର ବ୍ୟବସ୍ଥା କରାଯାଇଛି । ସମସ୍ତ ଅତ୍ୟାଧୁନିକ ଭିତିଭୂମୀ ସହ ଏହି ନୂତନ କାର୍ଯ୍ୟାଳୟ ନିର୍ମାଣ କରାଯିବ । ଏଠାରେ ପାର୍କିଂ ପାଇଁ ପର୍ଯ୍ୟାପ୍ତ ସ୍ଥାନ ସହ ଚତୁଃପାଶ୍ୱର୍ରେ ବିଭିନ୍ନ ବୃକ୍ଷରୋପଣ କରାଯାଇ ପରିବେଶ ଅନୁକୂଳ ଭିତିଭୂମୀ ସୁନିଶ୍ଚିତ କରାଯିବ । ଏହି ପ୍ରକଳ୍ପ ଶେଷ ହେବା ଦ୍ୱାରା ଜନସାଧାରଣ ଗୋଟିଏ ସ୍ଥାନରେ ସମସ୍ତ ସରକାରୀ ସେବା ପାଇପାରିବେ । କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟ ଲୋକଙ୍କ ସେବା ପାଇଁ ସମର୍ପିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସାଂସଦ ଭର୍ତ୍ତୃହରି ମହତାବ, ଚୌଦ୍ବାର-କଟକ ବିଧାୟକ ସୌଭିକ ବିଶ୍ବାଳ, ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବାରବାଟୀ-କଟକ ବିଧାୟିକା ଇଂ. ସୋଫିଆ ଫିରଦୋସ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ, ବଡ଼ମ୍ବା ବିଧାୟକ ବିଜୟ କୁମାର ଦଳବେହେରା ଓ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ, କଟକ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ୱାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଙ୍ଘ

Next Post

କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.