• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
August 23, 2025
in ଓଡ଼ିଶା, ମୁଖ୍ୟ ଖବର
0
ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ନିବାସକୁ ଯାଇଛନ୍ତି। ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଚାରିବୁଝିଥିବା କୁହାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ନିବାସକୁ ଯାଇଛନ୍ତି। ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଚାରିବୁଝିଥିବା କୁହାଯାଉଛି। ଉଭୟଙ୍କ ମଧ୍ୟରେ ସାକ୍ଷାତ ସମୟରେ ନବୀନଙ୍କ ବଡ଼ଭାଇ ପ୍ରେମ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିବାର ସୂଚନା ରହିଛି।

ଉଭୟଙ୍କ ମଧ୍ୟରେ ସାକ୍ଷାତ ସମୟରେ ନବୀନଙ୍କ ବଡ଼ଭାଇ ପ୍ରେମ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିବାର ସୂଚନା ରହିଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କର ସୁସ୍ଥତା କାମନା କରି ‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’ ବୋଲି ପଚାରିଥିଲେ। ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ, ‘ମୁଁ ସୁସ୍ଥ ଅନୁଭବ କରୁଛି’। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁସ୍ଥ ନିରାମୟ ଜୀବନ ନିମନ୍ତେ ପ୍ରାର୍ଥନା କରୁଛି।

ସୂଚନା ଯୋଗ୍ୟ ଯେ, ବିରୋଧୀ ଦଳ ନେତା ତାଙ୍କର ଦେହ ଅସୁସ୍ଥ ଥିବାରୁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି। ତେଣୁ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନବୀନ ନିବାସ ଯାଇ ତାଙ୍କୁ ସାକ୍ଷାତ କରି ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ପ୍ରାୟ ୧୦ ମିନିଟ ଧରି ଆଲୋଚନା ହୋଇଥିଲା । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦିଲ୍ଲୀ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କରିବା ସମୟରେ ‘ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା କେମିତି ଅଛି ବୋଲି ପ୍ରଧାନମନ୍ତ୍ରୀ ପଚାରିଥିଲେ’। ସେହି ସମୟରେ ଶ୍ରୀ ପଟ୍ଟନାୟକ ମୁମ୍ବାଇରେ ଚିକିତ୍ସାଧୀନ ଥିଲେ। ମୁଖ୍ୟମନ୍ତ୍ରୀ ଆଗାମୀ ବିଧାନସଭା ଅଧିବେଶନ ଯେପରି ସୁରୁଖୁରୁରେ ପରିଚାଳିତ ହେବ, ସେଥିନେଇ ସହଯୋଗ କାମନା କରିଥିଲେ।

Previous Post

‘ପ୍ରାଥମିକ ଶିକ୍ଷାକୁ ପ୍ରୋତ୍ସାହନ ଆମ ସରକାର ବଦ୍ଧ ପରିକର’

Next Post

ଦ୍ୱାଦଶ କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦ୍‌ଯାପିତ

FNN WEB

FNN WEB

Next Post
ଦ୍ୱାଦଶ କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦ୍‌ଯାପିତ

ଦ୍ୱାଦଶ କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦ୍‌ଯାପିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.