• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିରୋଧୀ ଦଳ ମିଛ କରୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ

FNN WEB by FNN WEB
May 4, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ବିରୋଧୀ ଦଳ ମିଛ କରୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ
0
SHARES
0
VIEWS

ନବରଙ୍ଗପୁର : ରାଜନୀତିରେ ନିଜର ସ୍ବଚ୍ଛ ଓ ସରଳ ଚିନ୍ତାଧାରା ପାଇଁ ସାରା ଦେଶରେ ପ୍ରଶଂସିତ ନବୀନ ପଟ୍ଟନାୟକ ଆଜି କୋରାପୁଟ ପରେ ନବରଙ୍ଗପୁରରେ ମଧ୍ୟ ନିରାଡମ୍ବର ଢଙ୍ଗରେ ନିର୍ବାଚନ ପ୍ରଚାର କରି ଲୋକଙ୍କ ହୃଦୟ ଜିତିଛନ୍ତି। ନବରଙ୍ଗପୁରର ମାଝୀଗୁଡା ଠାରେ ଆୟୋଜିତ ପ୍ରଚାର ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ପ୍ରଥମେ ପଚାରିଥିଲେ, ଆପଣମାନେ ଭଲ ଅଛନ୍ତି ତ? ଏହି ଗୋଟିଏ ପ୍ରଶ୍ନରେ ଉପସ୍ଥିତ ଜନତା ଭାବବିହ୍ବଳ ହୋଇପଡିଥିଲେ। ସମସ୍ତଙ୍କ ହୃଦୟକୁ ଛୁଇଁଥିଲେ ନବୀନ।

ଉପସ୍ଥିତ ବିଶାଳ ଜନସମୁଦ୍ରର ହର୍ଷ ଉଲ୍ଲାସ ଓ କରତାଳି ମଧ୍ୟରେ ମୁଖ୍ୟମନ୍ତ୍ରୀ ପଚାରିଥିଲେ ୧୧ ଟି ପ୍ରଶ୍ନ। ଆମର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଭଲ ଚାଲିଛି ? ମମତା ଯୋଜନା ଭଲ ଚାଲିଛି ? ମିଶନ ଶକ୍ତି, ନୂଆ-ଓ ସ୍କଲାରସିପ୍‌, କାଳିଆ ଯୋଜନା, ପୁରୀ ପରିକ୍ରମା ପ୍ରକଳ୍ପ, ଟଙ୍କିକିଆ ଚାଉଳ, ଲକ୍ଷ୍ମୀ ବସ୍‌, ୫-ଟି ସ୍କୁଲ ରୂପାନ୍ତର, ଆଦି ସବୁ କାମ ଭଲ ଚାଲିଛି ବୋଲି ପଚାରିଥିଲେ ମୁଖ୍ୟମନ୍ତ୍ରୀ । ପ୍ରତି ପ୍ରଶ୍ନରେ ଜନତାଙ୍କ ଉତ୍ତର ହଁ ବହୁତ ଭଲ ଚାଲିଛିରେ ସଭାସ୍ଥଳୀ ପ୍ରତିଧ୍ବନିତ ହୋଇଥିଲା । ସମସ୍ତେ ବହୁତ ଖୁସି ଓ ଉତ୍ସାହିତ ଥିଲେ। ଶେଷରେ ମୁଖ୍ୟମନ୍ତ୍ରୀ ପଚାରିଥିଲେ ନବୀନ ପଟ୍ଟନାୟକ ଭଲ କି ? ଏହାପରେ ଭାବବିହ୍ବଳ ଜନତା ଏକ ସ୍ବରରେ କହିଥିଲେ ‘ହଁ’ । ଦୀର୍ଘ ସମୟ ଧରି ଏହି ‘ହଁ’ ର ଗୁଞ୍ଜରଣ ସଭାସ୍ଥଳରେ ପ୍ରତିଧ୍ବନିତ ହେଉଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିରୋଧୀ ବିଜେପି ଦଳ ନେତା ମିଛ କଥା କହୁଛନ୍ତି, ଅପପ୍ରଚାର କରୁଛନ୍ତି । ଆପଣମାନଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଆପଣମାନେ ମୋତେ ଆଶୀର୍ବାଦ କରନ୍ତୁ, ଶଙ୍ଖ ଚିହ୍ନରେ ଦୁଇ ଥର ଭୋଟ ଦେଇ ଲୋକସଭା ଓ ବିଧାନସଭା ପ୍ରାର୍ଥୀ ମାନଙ୍କୁ ଜିତାନ୍ତୁ ।

ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଲୋକଙ୍କୁ କହିଥିଲେ ଯେ ଓଡିଶାର ରୂପାନ୍ତରକୁ ଆହୁରି ଆଗେଇ ନେବା ପାଇଁ ଶଙ୍ଖ ଚିହ୍ନରେ ଭୋଟ ଦେଇ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରନ୍ତୁ । ସେ ମଧ୍ୟ ବିଭିନ୍ନ ଜନକଲ୍ୟାଣ ଯୋଜନା ସଂପର୍କରେ ପ୍ରଶ୍ନ ପଚାରି ଲୋକଙ୍କ ମତାମତ ନେଇଥିଲେ। ନବରଙ୍ଗପୁର ନୂଆ ସରକାରୀ କଲେଜ କିଏ କରିଛି । ସ୍ବତନ୍ତ୍ର ଉନ୍ନୟନ ପରିଷଦ କିଏ କରିଛି। ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ, ଅଲେକ ମହିମା ପୀଠ ଆଦିର ରୂପାନ୍ତର କିଏ କରିଛି । ବଡ ବଡ ସେତୁ, ନୂଆ-ଓ ସ୍କଲାରସିପ, ମିଶନ ଶକ୍ତି, କାଳିଆ, ମମତା ଆଦି ଯୋଜନା କିଏ କରିଛି। ସବୁର ଉତ୍ତର ଆସିଥିଲା ନବୀନ ପଟ୍ଟନାୟକ। ଏହାପରେ ଶ୍ରୀ ପାଣ୍ଡିଆନ କହିଥିଲେ ନବୀନ ପଟ୍ଟନାୟକ ଆପଣଙ୍କ ପାଇଁ ଦିନରାତି ୨୪ ଘଣ୍ଟା କାମ କରୁଛନ୍ତି, ଆପଣମାନେ ତାଙ୍କୁ ଆଶୀର୍ବାଦ କରନ୍ତୁ, ଯୋଡି ଶଙ୍ଖରେ ଭୋଟ ଦିଅନ୍ତୁ । ଲୋକସଭା ପ୍ରାର୍ଥୀ ପ୍ରଦୀପ ମାଝୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆଜି ନବରଙ୍ଗପୁରରେ ବିଜୁଳି, ସଡ଼କ, ପାଣି ସୁବ୍ୟବସ୍ଥିତ ହୋଇଛି। ଶିକ୍ଷା ଓ ସ୍ବାସ୍ଥ୍ୟ ବ୍ୟବସ୍ଥାରେ ସୁଧାର ଆସିଛି। ବିଜେପି ଏ ଅଞ୍ଚଳରେ ମିଥ୍ୟା ପ୍ରଚାର ଓ ପ୍ରତିଶୃତିରେ ଲୋକଙ୍କୁ ପୋତି ପକାଇଛନ୍ତି। ସମସ୍ତେ ଜାଣି ରଖିବା ଉଚିତ ଯେ ପରିକ୍ରମ ପ୍ରକଳ୍ପକୁ ବିରୋଧ କରିଥିଲେ ବିଜେପି ନେତା। ପରିକ୍ରମା ପ୍ରକଳ୍ପକୁ ବିରୋଧ ହେଉଛି, ଓଡିଆ ଅସ୍ମିତା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ବିରୋଧ ବୋଲି ସେ କହିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଉମରକୋଟ ବିଧାନସଭା ପ୍ରାର୍ଥୀ ନବିନା ନାୟକ, ଡାବୁଗାଁ ବିଧାନସଭା ପ୍ରାର୍ଥୀ ମନୋହର ରନ୍ଧାରୀ, ନବରଙ୍ଗପୁର ବିଧାନସଭା ପ୍ରାର୍ଥୀ କୌଶଲ୍ୟା ପ୍ରଧାନୀ, ଝରିଗାଁ ବିଧାନସଭା ପ୍ରାର୍ଥୀ ରମେଶ ମାଝୀ ପ୍ରମୁଖ ନିର୍ବାଚନ ପ୍ରଚାର କରି ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଥିଲେ ।

Previous Post

କୋରାପୁଟ ସଭାରେ ବିରୋଧୀଙ୍କ ଉପରେ ନବୀନଙ୍କ ଶାଣିତ ଆକ୍ରମଣ

Next Post

ବିଜେଡି ସରକାର ଘୋଟାଲାରେ ମାହିର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

FNN WEB

FNN WEB

Next Post
ବିଜେଡି ସରକାର ଘୋଟାଲାରେ ମାହିର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ବିଜେଡି ସରକାର ଘୋଟାଲାରେ ମାହିର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.