• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ଆମ ଶାସନ’ ହେଉଛି ‘ମୋ ସରକାର’ ର କପି ପେଷ୍ଟ

FNN WEB by FNN WEB
August 26, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ଆମ ଶାସନ’ ହେଉଛି ‘ମୋ ସରକାର’ ର କପି ପେଷ୍ଟ
0
SHARES
0
VIEWS

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦ୍ୱାରା ଆଜି ଆରମ୍ଭ କରାଯାଇଥିବା “ଆମ ଶାସନ’ ବ୍ୟବସ୍ଥା, ପୂର୍ବ ସରକାରଙ୍କ ଦ୍ୱାରା ୨୦୧୯ ମସିହାରୁ କାର୍ଯ୍ୟକାରୀ ହୋଇ ଆସୁଥିବା ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ ବୋଲି ବିଜେଡି କହିଛି । ବିରୋଧୀ ଦଳର ଦାୟିତ୍ୱ ନିର୍ବାହ କରିବା ସମୟରେ ବିଜେପି ଏହି ବ୍ୟବସ୍ଥାକୁ ସମାଲୋଚନା କରିଆସୁଥିବା ବେଳେ, ସରକାରକୁ ଆସିବାର ୧୪ ମାସ ପରେ ସମାନ ବ୍ୟବସ୍ଥାକୁ, କେବଳ ନାମ ପରିବର୍ତ୍ତନ କରି ଲାଗୁ କରିଛି ବୋଲି ବିଜେଡି କହିଛି । କ୍ଷମତାକୁ ଆସିବାର ୧୪ ମାସ ପରେ ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର ଉପାଦେୟତାକୁ ବିଜେପି ସରକାର ସ୍ୱୀକାର କରିଛନ୍ତି ।

ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ପୂର୍ବତନ ମନ୍ତ୍ରୀ ତଥା ଦଳର ଉପସଭାପତି ଶ୍ରୀ ଅତନୁ ସବ୍ୟସାଚୀ ନାୟକ କହିଥିଲେ, ପୂର୍ବ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ଅନେକ ଲୋକପ୍ରିୟ ଯୋଜନାକୁ କେବଳ ନାମ ପରିବର୍ତ୍ତନ କରି ଓ ପୂର୍ବ ସରକାରଙ୍କ ଦ୍ୱାରା ସମ୍ପୂର୍ଣ୍ଣ ହୋଇଥିବା ସରକାରୀ ଭବନ ଗୁଡିକର ରଙ୍ଗ ପରିବର୍ତ୍ତନ କରିବା ପ୍ରାଥମିକତା ହୋଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ବିଭିନ୍ନ ଯୋଜନା ଗୁଡିକ ଭିତରୁ ୨୪ଟି ଯୋଜନାର ନାମ ପୂର୍ବରୁ ହୋଇସାରିଥିଲା ଓ ଆଜି ଆରମ୍ଭ ହୋଇଥିବା ‘ଆମ ଶାସନ’ ବ୍ୟବସ୍ଥା ପରେ ଏହି ସଂଖ୍ୟା ୨୫କୁ ଛୁଇଁଲା ।

ଶ୍ରୀ ନାୟକ କହିଥିଲେ, ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୧୯ ମସିହା ଗାନ୍ଧୀ ଜୟନ୍ତୀ ଦିନ ଆରମ୍ଭ ହୋଇଥିବା ‘୫-ଟି – ମୋ ସରକାର’ ବ୍ୟବସ୍ଥା ଜାତୀୟ ସ୍ତରରେ ବହୁ ପ୍ରଶଂସିତ ହୋଇଥଲା । କେନ୍ଦ୍ର ସରକାରଙ୍କ ସଂସ୍ଥା ନୀତି ଆୟୋଗ ଏହାକୁ ପ୍ରଶଂସା କରିଥିବା ବେଳେ ତକ୍ରାଳୀନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜିତେନ୍ଦ୍ର ସିଂ ଏହାକୁ ପ୍ରଶଂସା କରିବା ସହିତ, ଏହି ବ୍ୟବସ୍ଥାକୁ ଅନ୍ୟ ରାଜ୍ୟ ମାନେ ମଧ୍ୟ ଲାଗୁ କରିବା ଦରକାର ବୋଲି କହିଥିଲେ । କେନ୍ଦ୍ର ସରକାରଙ୍କ ସୁଶାସନ ଇଣ୍ଡେକ୍ସ ଓ ପ୍ରଧାନମନ୍ତ୍ରୀଙ୍କ ଅଫିସ ମଧ୍ୟ ଓଡ଼ିଶାର ଏହି ବ୍ୟବସ୍ଥାକୁ ପ୍ରଶଂସା କରିଥିଲେ । କିନ୍ତୁ, ରାଜ୍ୟର ବିଜେପି ନେତା ମାନେ ଏହାକୁ ରାଜନୀତି କରି ସମାଲୋଚନା କରି ଆସୁଥିଲେ । ବର୍ତ୍ତମାନ କେବଳ ନାମ ପରିବର୍ତ୍ତନ କରି ସମାନ ବ୍ୟବସ୍ଥାକୁ ଲାଗୁ କରାଯାଇଛି ।

କେବଳ ନାମ ପରିବର୍ତ୍ତନ କରି ଏହାକୁ ଲାଗୁ କରିବା, ଖଡା ବଡି ଥୋଡ ନା ଥୋଡ଼ ବଡି ଖଡ଼ା ସଦୃଶ୍ୟ ହୋଇଛି । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଥିବା ବେଳେ ଗୋଟିଏ ପରେ ଗୋଟିଏ ଅଘଟଣ ଘଟି ଚାଲିଛି, କିନ୍ତୁ ସରକାରଙ୍କ ନା ଅଛି ଫିଡ୍ବ୍ୟାକ ବ୍ୟବସ୍ଥା ନା ଅଛି ଉତ୍ତରଦାୟୀତ୍ୱ । ନାମ ବଦଳେଇ ବିଭିନ୍ନ ଯୋଜନାକୁ ରାଜ୍ୟ ସରକାର ଲାଗୁ କରିଥିଲେ ହେଁ, ଫିଡ୍ବ୍ୟାକ ବ୍ୟବସ୍ଥାର ଅନୁପସ୍ଥିତ କାରଣରୁ ଏହି ଯୋଜନା ଗୁଡିକ ଅନ୍ତସାର ଶୁନ୍ୟ ହୋଇଯାଇଛି । ଜନସାଧାରଣ ଏହାର ସୁଫଳ ପାଇପାରୁ ନାହାନ୍ତି । ରାଜ୍ୟ ସରକାରଙ୍କ କାର୍ଯ୍ୟ କେବଳ କପି ପେଷ୍ଟରେ ସୀମିତ ହୋଇ ରହିଯାଇଛି ।

Previous Post

ବନ୍ୟା ସ୍ଥିତିର ସମୀକ୍ଷା କଲେ ରାଜ୍ୟପାଳ

Next Post

‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.