• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରତ୍ୟେକ ଜିଲ୍ଲାରେ ହେବ ମଡେଲ ନିଶା ନିବାରଣ କେନ୍ଦ୍ର

FNN WEB by FNN WEB
August 29, 2025
in ଓଡ଼ିଶା, ମୁଖ୍ୟ ଖବର
0
ପ୍ରତ୍ୟେକ ଜିଲ୍ଲାରେ ହେବ ମଡେଲ ନିଶା ନିବାରଣ କେନ୍ଦ୍ର
0
SHARES
2
VIEWS

ଭୁବନେଶ୍ୱର : ରାଜଧାନୀ ସମେତ ରାଜ୍ୟର ସମସ୍ତ ସହରରେ ଡ୍ରଗ୍ସ ଏବଂ ଅନ୍ୟାନ୍ୟ ମାଦକ ଦ୍ରବ୍ୟ ସେବନ, ଚୋରାଚାଲାଣ ଏବଂ ବିକ୍ରି ଉପରେ ଅଙ୍କୁଶ ଲଗାଇବା ପାଇଁ ସ୍ୱତନ୍ତ୍ର ଅଭିଯାନ ସଂପର୍କରେ ଆଜି ରାଜ୍ୟ ଆଇନ୍ , ପୂର୍ତ୍ତ ତଥା ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ସମେତ ପୁଲିସ୍ ପ୍ରଶାସନ, ଅବକାରୀ ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)ର ଅଧିକାରୀମାନେ ଯୋଗଦେଇ ଏହି ବୈଠକରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ବୈଠକରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବେଆଇନ୍ ମାଦକ ଦ୍ରବ୍ୟ ବିକ୍ରି, ଚୋରାଚାଲାଣରେ ଅଙ୍କୁଶ ଲଗାଇବା ପାଇଁ ସେପ୍ଟେମ୍ବର ୧ ତାରିଖରୁ ସମ୍ପୃକ୍ତ ସବୁ ବିଭାଗମାନଙ୍କର ମିଳିତ ସମନ୍ୱୟରେ ଭୁବନେଶ୍ୱର ସହର ତଥା ରାଜ୍ୟର ସବୁ ଜିଲ୍ଲାମାନଙ୍କରେ ସ୍ୱତନ୍ତ୍ର ଧରପଗଡ଼ ଅଭିଯାନ ଆରମ୍ଭ କରାଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ନିଶା ଦ୍ରବ୍ୟ ଚୋରାଚାଲାଣ ଗ୍ରୁପ୍ ଗୁଡ଼ିକୁ ଧରିବା ଏବଂ ଏସବୁର ପ୍ରଚ୍ଛଦ ପଟରେ ଥିବା ଚାଲାଣକାରୀଙ୍କୁ ମଧ୍ୟ ବନ୍ଧାଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସ୍ପେଶାଲ ଟାକ୍ସ ଫୋର୍ସ–ଅବକାରୀ-ଏନସିବି-ବିଏମସି ମିଳିତ ଭାବେ ଭୁବନେଶ୍ୱରକୁ ଏକ ନିଶାମୁକ୍ତ ସହର କରିବାକୁ କାର୍ଯ୍ୟ କରିବେ । ସ୍ପେଶାଲ ଟାକ୍ସ ଫୋର୍ସ(ଏସଟିଏଫ୍) ଦ୍ୱାରା “ଅପରେସର ପ୍ରହାର” ଆରମ୍ଭ କରାଯିବ । ପେଶାଦାର ଅପରାଧୀମାନଙ୍କୁ ବାନ୍ଧିବା ପାଇଁ ମାଦକ ଦ୍ରବ୍ୟ ଏବଂ ମାନସିକ ସ୍ନାୟବିକ କ୍ଷତିକାରକ ତଥା ବ୍ୟବହାରିକ କୁପ୍ରଭାବ ପକାଉଥିବା ପଦାର୍ଥର ଅବୈଧ ଚାଲାଣ ପ୍ରତିରୋଧ ଅଧିନିୟମ ( ପିଆଇଟି-ଏନଡିପିଏସ୍) ଧାରା ଏବଂ ସିଆରପିସି ୧୧୦ ( ବିଏନଏସଏସ-୧୨୯) ଧାରା ଲଗାଯିବ । ନିଶା ନିବାରଣ ପାଇଁ ପ୍ରତ୍ୟେକ ଜିଲ୍ଲାରେ ଅନ୍ତତଃ ଗୋଟିଏ ଲେଖାଏଁ ମଡେଲ ନିଶା ନିବାରଣ କେନ୍ଦ୍ର ରାଜ୍ୟ ସରକାର ସ୍ଥାପନ କରିବେ ।

ଶିକ୍ଷା ନଗରୀ ଭୁବନେଶ୍ୱରରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନ ପରିସରରେ ଚଢାଉ ବ୍ୟାପକ କରାଯିବ । ମାନ୍ୟବର ମନ୍ତ୍ରୀ କହିଛନ୍ତି ଯେ, ଡ୍ରଗ୍ସ, ନିଶା ଦ୍ରବ୍ୟ ସେବନ କରିବା ଦ୍ୱାରା ବିଭିନ୍ନ କ୍ରିମିନାଲ କାର୍ଯ୍ୟକଳାପ ବଢ଼ୁଛି । ସେଥିପାଇଁ ବ୍ୟାପକ ଚଢାଉର ଆବଶ୍ୟକତା ରହିଛି । ମାନ୍ୟବର ମନ୍ତ୍ରୀ ସମସ୍ତ ବିଭାଗ ମୁଖ୍ୟମାନଙ୍କୁ ପୂର୍ଣ୍ଣ ପ୍ରୟାସ ଦ୍ୱାରା ନିଶା ନିବାରଣ କରିବା ଏବଂ ନିଶା ବେପାରୀଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ରଣକୌଶଳ ଅବଲମ୍ବନ ତଥା ଟେକ୍ନୋଲେଜି ବ୍ୟବହାର କରିବା ପାଇଁ ଆହ୍ୱାନ ଦେଇଛନ୍ତି । ବିଭିନ୍ନ ପଥ ଦେଇ ମାଦକ ଦ୍ରବ୍ୟ ଚୋରା ଚାଲାଣକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ବିସ୍ତୃତ ଆଲୋଚନା କରାଯାଇଥିଲା ।

ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ବେଆଇନ୍ ମାଦ୍ରକ ଦ୍ରବ୍ୟ ଚୋରାଚାଲାଣ ଓ ନିଶାଦ୍ରବ ବ୍ୟବହାର ବିଭିନ୍ନ ଅପରାଧର କାରଣ ହେଉଥିବା ଏବଂ ଏହା ସମାଜ ପ୍ରତି କ୍ଷତିର କାରଣ ହେଉଥିବାରୁ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରଶାସନିକ ସ୍ତରରେ ସମସ୍ତ ସହଯୋଗ ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ।

ବୈଠକରେ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ଆଇଜି-ସିଆଇଡି-ସିବି (ସ୍ୱତନ୍ତ୍ର ଟାକ୍ସ ଫୋର୍ସ) ଡଃ. ସାର୍ଥକ ଷଡ଼ଙ୍ଗୀ , ଅବକାରୀ କମିଶନର,ଓଡ଼ିଶା ଶ୍ରୀମତୀ ପି.ଅନ୍ୱେଷା ରେଡ୍ଡୀ, ଏନସିବିର ଆଂଚଳିକ ନିର୍ଦ୍ଦେଶକ, ଶ୍ରୀ କୁଳଦୀପ ଶର୍ମା, ଭୁବନେଶ୍ୱର-କଟକ ଏସିପି ଶ୍ରୀ ନରସିଂହ ଭୋଳଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀ ମାନେ ଉପସ୍ଥିତ ଥିଲେ ।

Previous Post

ଆଇସିସି ଓ ଲଘୁ ଉଦ୍ୟୋଗ ଭାରତୀ  ପକ୍ଷରୁ “ବିକଶିତ ଓଡିଶା ସମ୍ମିଳନୀ”ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

Next Post

ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ ସମ୍ବନ୍ଧିତ ସଂସଦୀୟ କମିଟିର ଅଧ୍ୟକ୍ଷ ଓ ସଦସ୍ୟ ଗଣଙ୍କ ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

July 7, 2026
ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

July 7, 2026
ମାଟ୍ରିକ୍ ସପ୍ଲିମେଣ୍ଟାରୀ ମୂଲ୍ୟାୟନରେ ବଡ଼ ପରିବର୍ତ୍ତନ,ଅନ୍-ସ୍କ୍ରିନରେ ହେବ ଖାତାଦେଖା

ମାଟ୍ରିକ୍ ସପ୍ଲିମେଣ୍ଟାରୀ ମୂଲ୍ୟାୟନରେ ବଡ଼ ପରିବର୍ତ୍ତନ,ଅନ୍-ସ୍କ୍ରିନରେ ହେବ ଖାତାଦେଖା

July 7, 2026
DVF-CRPFର ମିଳିତ ସର୍ଚ୍ଚ ଅପରେସନ, ପାଟଧରା ଜଙ୍ଗଲରେ ଠାବ ହେଲା ମାଓ ଡମ୍ପ୍

DVF-CRPFର ମିଳିତ ସର୍ଚ୍ଚ ଅପରେସନ, ପାଟଧରା ଜଙ୍ଗଲରେ ଠାବ ହେଲା ମାଓ ଡମ୍ପ୍

July 7, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

July 7, 2026
ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

July 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.