• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଧାନସଭାର ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ

FNN WEB by FNN WEB
September 6, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଧାନସଭାର ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ
0
SHARES
0
VIEWS

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ୪ ନମ୍ବର ୟୁନିଟ୍‌ସ୍ଥିତ ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ ହୋଇଯାଇଛି । ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇଙ୍କ ଉପସ୍ଥିତିରେ ଏଥି ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଉପସ୍ଥିତ ଥିଲେ । ଏଠାରେ ସୂଚନାଯୋଗ୍ୟ ଯେ ପୁରାତନ ଅତିଥି ଭବନରେ ୨୩ଟି ରୁମ୍‌ ଥିବାବେଳେ ଏବେ ସ୍ଥାନାଭାବର ସମସ୍ୟା ଦେଖାଦେଉଛି । ଏଥିପାଇଁ ୩ କୋଟି ୮ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ ବ୍ୟୟରେ ସମ୍ପ୍ରସାରିତ ଅଟ୍ଟାଳିକାର କାର୍ଯ୍ୟ ଆରମ୍ଭ ହେବ । ଏହି ତିନିମହଲାବିଶିଷ୍ଟ ଅଟ୍ଟାଳିକାରେ ମୋଟ ୧୬ଟି ରୁମ୍‌ ନିର୍ମାଣ ହେବାକୁ ଥିବାବେଳେ ଏହିସବୁ ବିଲ୍‌ଡିଂ ଲିଫଫ ଦ୍ୱାରା ସଂଯୁକ୍ତ ହେବ । ମୋଟ ୯ ହଜାର ବର୍ଗଫୁଟରୁ ଊଦ୍ଧ୍ୱର୍ ସ୍ଥାନରେ ନିର୍ମାଣ କାର୍ଯ୍ୟ ହେବାକୁ ଥିବାବେଳେ ଆଗାମୀ ୨୦୨୬ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଏହି ପ୍ରକଳ୍ପର କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ।

ଏହା ଦ୍ୱାରା ସମୁଦାୟ ରୁମ୍‌ ସଂଖ୍ୟା ୩୯କୁ ବୃଦ୍ଧି ପାଇବ । ଅନ୍ୟ ପକ୍ଷରେ ବିଧାନସଭାର ଓଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଥିବା ନୂତନ ଅତିଥି ଭବନରେ ୧୮ଟି ରୁମ୍‌ ରହିଥିବାବେଳେ ନୂଆ ଓ ପୁରୁଣାକୁ ମିଶାଇ ରୁମ୍‌ ସଂଖ୍ୟା ୫୭ ହେବ । ଏହି ଅତିଥି ଭବନ ପାଇଁ ଏବେ ଅନ୍‌ଲାଇନ୍‌ର ବୁକିଂର ସୁବିଧା କରାଯିବା ସହ ୨୪ ଘଣ୍ଟିଆ ନିରାପତ୍ତା ବ୍ୟବସ୍ଥା ଆହୁରି ସମନ୍ୱିତ ହେବ । ଏହା ଦ୍ୱାରା ଏହିସବୁ ଅତିଥି ଭବନରେ ରହଣି ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ ଓ ଆରାମଦାୟକ ହୋଇପାରିବ । ଏହା ଦ୍ୱାରା ଭୁବନେଶ୍ୱରକୁ ଆସୁଥିବା ପୂର୍ବତନ ବିଧାୟକମାନେ ସୁବିଧାରେ ଏହି ଅତିଥି ଭବନରେ ରହିପାରିବେ ।
ଏହି କାର୍ଯ୍ୟକ୍ରମରେ ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

‘ଚାଷୀଙ୍କୁ ଆବଶ୍ୟକ ପରିମାଣର ସାର ଯୋଗାଇଦେବା ରାଜ୍ୟ ସରକାରଙ୍କ ପ୍ରାଥମିତା ରହିଛି’

Next Post

ମାଣ୍ଡିଆ ଦିବସ ପାଳନ ଉପଲକ୍ଷେ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

FNN WEB

FNN WEB

Next Post
ମାଣ୍ଡିଆ ଦିବସ ପାଳନ ଉପଲକ୍ଷେ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଣ୍ଡିଆ ଦିବସ ପାଳନ ଉପଲକ୍ଷେ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.