• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସାର ଉପଲବ୍ଧତାର ସ୍ଥିତି ସମୀକ୍ଷା କଲେ ସମବାୟ ମନ୍ତ୍ରୀ

FNN WEB by FNN WEB
September 6, 2025
in ଓଡ଼ିଶା, ମୁଖ୍ୟ ଖବର
0
ସାର ଉପଲବ୍ଧତାର ସ୍ଥିତି ସମୀକ୍ଷା କଲେ ସମବାୟ ମନ୍ତ୍ରୀ
0
SHARES
4
VIEWS

 ସେପ୍ଟେମ୍ବର ମାସରେ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ଯୋଗାଇ ଦିଆଯିବ
 ମାର୍କଫେଡ୍ ଜରିଆରେ ପାକ୍ସ/ଲ୍ୟାମ୍ପସ୍ ମାଧ୍ୟମରେ ଶତ ପ୍ରତିଶତ ସାର ଚାଷୀଙ୍କୁ ମିଳିବ
 ଶୃଙ୍ଖଳିତ ସାର ଯୋଗାଣକୁ ସରକାରଙ୍କ ଗୁରୁତ୍ଵ : ମନ୍ତ୍ରୀ

ଭୁବନେଶ୍ୱର : ଆଜି ଲୋକସେବା ଭବନଠାରେ ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦିପ ବଳ ସାମନ୍ତଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ମିଳିଥିବା ସୂଚନା ଅନୁସାରେ, ଚଳିତ ସେପ୍ଟେମ୍ବର ମାସରେ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ଚାଷୀମାନଙ୍କୁ ଯୋଗାଇ ଦିଆଯିବ । ଏହି ସମସ୍ତ ସାର ମାର୍କଫେଡ୍ ଜରିଆରେ ପାକ୍ସ/ଲ୍ୟାମ୍ପସ୍ ମାଧ୍ୟମରେ ଚାଷୀମାନଙ୍କୁ ମିଳିବ । ଶତ ପ୍ରତିଶତ ଅର୍ଥାତ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ମାର୍କଫେଡ୍ ଜରିଆରେ କେବଳ ବଣ୍ଟନ ହେବ । ଏହା ଦ୍ଵାରା ଚାଷୀମାନେ ୟୁରିଆ ସାର ପାଇବାରେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ସରକାର ଶୃଙ୍ଖଳିତ ସାର ଯୋଗାଣ ବ୍ୟବସ୍ଥାକୁ ଗୁରୁତ୍ଵ ଦେଉଛନ୍ତି ବୋଲି ଏହି ବୈଠକରେ ମାନ୍ୟବର ମନ୍ତ୍ରୀ ପ୍ରକାଶ କରିଥିଲେ ।

ଆସନ୍ତା ଖରିଫ୍ ଋତୁ ପୂର୍ବରୁ ମାର୍କଫେଡ୍‌ ଅଧୀନରେ ଥିବା ଗୋଦାମର କ୍ଷମତା ବୃଦ୍ଧି ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପାକ୍ସ / ଲାମ୍ପସଠାରୁ ସୂଚନା ଆଣି ଆବଶ୍ୟକତା ଅନୁସାରେ ଆଗୁଆ ସାର ମହଜୁଦ ରଖିବାକୁ ପଦକ୍ଷେପ ଗ୍ରହଣ କରିବା ପାଇଁ ମାନ୍ୟବର ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହି ବୈଠକରେ ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ, କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ୍‌ ସକ୍ସେନା, ମାର୍କଫେଡର ପରିଚାଳନା ନିର୍ଦ୍ଦେଶକ ସନ୍ତୋଷ କୁମାର ନାୟକ, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ମାଣ୍ଡିଆ ଦିବସ ପାଳନ ଉପଲକ୍ଷେ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Next Post

ସରକାର ରାଜ୍ୟର ପ୍ରତିଟି ଜିଲ୍ଲାକୁ ଶିଳ୍ପାୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ସରକାର ରାଜ୍ୟର ପ୍ରତିଟି ଜିଲ୍ଲାକୁ ଶିଳ୍ପାୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି: ମୁଖ୍ୟମନ୍ତ୍ରୀ

ସରକାର ରାଜ୍ୟର ପ୍ରତିଟି ଜିଲ୍ଲାକୁ ଶିଳ୍ପାୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.