• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପଶ୍ଚିମ ଓଡ଼ିଶାର ରାସ୍ତା ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

FNN WEB by FNN WEB
September 8, 2025
in ଓଡ଼ିଶା, ମୁଖ୍ୟ ଖବର
0
ପଶ୍ଚିମ ଓଡ଼ିଶାର ରାସ୍ତା ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ୱର : ସମ୍ପ୍ରତି ପଶ୍ଚିମ ଓଡ଼ିଶାରେ ଚାଲୁଥିବା ପୂର୍ତ୍ତ ବିଭାଗ ଅଧୀନରେ ଚାଲୁଥିବା ରାସ୍ତା ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏହି ସମୀକ୍ଷା ବେଳେ ପୂର୍ତ୍ତ, ଆଇନ ତଥା ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଉପସ୍ଥିତ ଥିଲେ ।

ପଶ୍ଚିମ ଓଡ଼ିଶା ଵିଶେଷ କରି ବଲାଙ୍ଗୀର ଓ ସୋନପୁର ଠାରେ ଚାଲିଥିବା ରାସ୍ତା, ବ୍ରିଜ ନିର୍ମାଣ କାର୍ଯ୍ୟର ଅଗ୍ରଗତି ବିଷୟରେ ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ । ଏଥିରେ ବଲାଙ୍ଗୀର, ସୋନପୁର, ପାଟଣାଗଡ଼ ବାଇପାସ୍ ଇତ୍ୟାଦି ରହିଛି । କାର୍ଯ୍ୟଗୁଡିକୁ ତ୍ବରାନ୍ବିତ କରି ଧାର୍ଯ୍ୟ ସମୟ ମଧ୍ୟରେ ସାରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କିଛିଦିନ ପୂର୍ବରୁ ଦିଲ୍ଲୀ ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟକ୍ଷ ଭାବେ ଜଡ଼ିତ ରହି ଭାରତ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ଠାରୁ ଉପରୋକ୍ତ ପ୍ରକଳ୍ପର ପରିବେଶ ମଞ୍ଜୁରୀ ପ୍ରାପ୍ତ କରାଇଥିଲେ । ଏହି ସବୁ ପ୍ରକଳ୍ପ ଗୁଡିକ କାର୍ଯ୍ୟକ୍ଷମ ହେଲେ ପଶ୍ଚିମ ଓଡିଶାର ଲୋକେ ଯାତାୟାତ ତଥା ପରିବହନରେ ବିଶେଷରୂପେ ଉପକୃତ ହୋଇପାରିବେ ଏବଂ ଏହା ସ୍ଥାନୀୟ ଅଞ୍ଚଳକୁ ଏକ ଆଧୁନିକ ଢାଞ୍ଚା ପ୍ରଦାନ କରିବ । ରାସ୍ତା ସମ୍ପ୍ରସାରଣ କରି ଚାରି ଥାକିଆ କରିବା ବା ନୂତନ ଭାବେ ରାସ୍ତା ନିର୍ମାଣ ସମୟରେ ସେହି ସ୍ଥାନରେ ଥିବା ବୃକ୍ଷ ଗୁଡିକୁ ନ କାଟି ଏହାର ପ୍ରତିରୋପଣ କରିବା ପାଇଁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ । ସମୀକ୍ଷା ବୈଠକରେ ପୂର୍ତ୍ତ ବିଭାଗ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

କାଲି ଚନ୍ଦ୍ରଗ୍ରହଣ : ମଧ୍ୟାହ୍ନ ୧୨ଟା ୫୭ରୁ ପାକତ୍ୟାଗ ଓ ଦେବ ନୀତି ନିଷେଧ

Next Post

ଖରିଫ ଫସଲ ୨୦୨୫-୨୬ ପାଇଁ ଆନ୍ତଃମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ

FNN WEB

FNN WEB

Next Post
ଖରିଫ ଫସଲ ୨୦୨୫-୨୬ ପାଇଁ ଆନ୍ତଃମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ

ଖରିଫ ଫସଲ ୨୦୨୫-୨୬ ପାଇଁ ଆନ୍ତଃମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.