• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କୋ-ବ୍ରାଣ୍ଡେଡ୍‍ ଏମ୍‍-ଟେକ୍‍ ପ୍ରୋଗ୍ରାମ ପାଇଁ କିଟ୍‍ ଓ କେପିଆଇଟି ଟେକ୍ନୋଲୋଜି ମଧ୍ୟରେ ବୁଝାମଣା

FNN WEB by FNN WEB
May 6, 2024
in ଓଡ଼ିଶା, ମୁଖ୍ୟ ଖବର
0
କୋ-ବ୍ରାଣ୍ଡେଡ୍‍ ଏମ୍‍-ଟେକ୍‍ ପ୍ରୋଗ୍ରାମ ପାଇଁ କିଟ୍‍ ଓ କେପିଆଇଟି ଟେକ୍ନୋଲୋଜି ମଧ୍ୟରେ ବୁଝାମଣା
0
SHARES
0
VIEWS

ଭୁବନେଶ୍ୱର: କୋ-ବ୍ରାଣ୍ଡେଡ୍‍ ଏମ୍‍-ଟେକ୍‍ ପ୍ରୋଗ୍ରାମ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବା ନେଇ ଭାରତର ଅଟୋମୋଟିଭ୍‍ ସଫ୍‍ଟୱେର କ୍ଷେତ୍ରରେ ଅଗ୍ରଣୀ ଅନୁଷ୍ଠାନ କେପିଆଇଟି ଟେକ୍ନୋଲୋଜି ଲିମିଟେଡ୍‍ ଓ କିଟ୍‍ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି । ପରବର୍ତ୍ତୀ ପିଢ଼ିର ପ୍ରାଦ୍ୟୋଗିକି ବିଶେଷଜ୍ଞ ତିଆରି କରିବା ପାଇଁ ଅଟୋମୋଟିଭ୍‍ ଇଲେକ୍ଟ୍ରୋନିକ୍‍ସ ଓ ସଫ୍‍ଟୱେର ଦିଗରେ ଉଭୟ ଅନୁଷ୍ଠାନର ଏହା ଏକ ଅନନ୍ୟ ପ୍ରୟାସ । ଏହି ସହଯୋଗ ଯୋଗୁଁ କେପିଆଇଟିର ଅଟୋମୋଟିଭ ଟେକ୍ନୋଲୋଜିରେ ଶିଳ୍ପ-ଅଗ୍ରଣୀ କ୍ଷମତା ଓ କିଟ୍‍ର ଅତ୍ୟାଧୁନିକ ଶିକ୍ଷା ଢ଼ାଞ୍ଚା ମିଶ୍ରଣରେ ପରବର୍ତ୍ତୀ ବିଶେଷଜ୍ଞ ତିଆରି ହୋଇପାରିବେ। ଏହି ପ୍ରୟାସକୁ ଶୁଭେଚ୍ଛା ଜଣାଇ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି, ପ୍ରତିଭା ବ୍ୟବଧାନ ଦୂରକରିବା ଓ ଭବିଷ୍ୟତ ପାଇଁ ପ୍ରସ୍ତୁତ ହେଉଥିବା ଡିଜିଟାଲ୍‍ ବୃତ୍ତିଧାରୀଙ୍କୁ ଆଗକୁ ବଢ଼ିବାରେ ସାହାଯ୍ୟ କରିବା ଦିଗରେ ଶିଳ୍ପ ସହିତ ସହଭାଗୀ ହେବା ପାଇଁ ଆମ ନିକଟରେ ଯଥେଷ୍ଟ ବୌଦ୍ଧିକ ପୁଞ୍ଜି ଓ ପ୍ରତିଭା ରହିଛି।

କେପିଆଇଟି ଟେକ୍ନୋଲୋଜି ଲିମିଟେଡ୍‍ର ସହ-ପ୍ରତିଷ୍ଠାତା, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ପରିଚାଳନା ନିର୍ଦ୍ଦେଶକ କିଶୋର ପାଟିଲ ଏହି ବୁଝାମଣାର ବିଭିନ୍ନ ସକାରାତ୍ମକ ବୈଶିଷ୍ଟ୍ୟ ଉପରେ ଆଲୋକପାତ କରିଥିଲେ । ଭାରତରେ କିଟ୍‍ ଭଳି ଅଗ୍ରଣୀ ବିଶ୍ୱବିଦ୍ୟାଳୟ ସହ ବୁଝାମଣା କରିବା କେପିଆଇଟି ପକ୍ଷରେ ଅନନ୍ୟ। ଆମେ କିଟ୍‍ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ତାଲିମ ପ୍ରଦାନ କରି ଭବିଷ୍ୟତ ପିଢ଼ିର ଅଟୋମୋଟିଭ ଟେକ୍ନୋଲୋଜି ବୃତ୍ତିଧାରୀ ତିଆରି କରିବା ନେଇ ବେଶ ଉତ୍ସାହିତ ବୋଲି ଶ୍ରୀ ପାଟିଲ କହିଥିଲେ। କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ ଏଭଳି ଶିଳ୍ପ-ଶିକ୍ଷାନୁଷ୍ଠାନ ସହଯୋଗିତାର ବିଭିନ୍ନ ଦିଗ ଉପରେ ଆଲୋକପାତ କରି କହିଲେ, ସଂପ୍ରତି ଅଟୋମୋଟିଭ୍‍ ଶିଳ୍ପ ଓ ସଫ୍‍ଟୱେର ଟେକ୍ନୋଲୋଜି ବିଶ୍ୱର ରୂପ ପରିବର୍ତ୍ତନ କରିଦେଇଛି । ଶିଳ୍ପ ଓ ଶିକ୍ଷାନୁଷ୍ଠାନ ମିଳିତ ଭାବେ ଏହି କାର୍ଯ୍ୟ କଲେ ଉତ୍ତମ ପ୍ରତିଭା ସୃଷ୍ଟି ହୋଇପାରିବେ ବୋଲି ସେ କହିଥିଲେ।

Previous Post

ଜୁନ୍ ୧୦ରେ ଓଡ଼ିଶାରେ ବିଜେପି ସରକାରର ଶପଥ ଗ୍ରହଣ: ମୋଦୀ

Next Post

ଜୁନ ୯ରେ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ ପଟ୍ଟନାୟକ : କାର୍ତ୍ତିକ ପାଣ୍ଡିଆନ

FNN WEB

FNN WEB

Next Post
ଜୁନ ୯ରେ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ ପଟ୍ଟନାୟକ : କାର୍ତ୍ତିକ ପାଣ୍ଡିଆନ

ଜୁନ ୯ରେ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ ପଟ୍ଟନାୟକ : କାର୍ତ୍ତିକ ପାଣ୍ଡିଆନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.