• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଳିଙ୍ଗା ଘାଟିରେ ବଡ଼ଧରଣର ଭୂସ୍ଖଳନ

FNN WEB by FNN WEB
September 16, 2025
in ଓଡ଼ିଶା, ମୁଖ୍ୟ ଖବର
0
କଳିଙ୍ଗା ଘାଟିରେ ବଡ଼ଧରଣର ଭୂସ୍ଖଳନ
0
SHARES
0
VIEWS

ଘୁ.ଉଦୟଗିରି : ପୂରା ଦେଶରେ ପ୍ରକୃତି ତାଣ୍ଡବ ରଚିବାରେ ଲାଗିଛି। ଓଡ଼ିଶାରେ ମଧ୍ୟ ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡ ଭଳି ପରିସ୍ଥିତି ଦେଖାଯାଇଛି। କନ୍ଧମାଳ ଜିଲ୍ଲାର କଳିଙ୍ଗା ଘାଟିରେ ଆଜି ବଡ଼ଧରଣର ଭୂସ୍ଖଳନ ଦେଖିବାକୁ ମିଳିଛି। ଜାତୀୟ ରାଜପଥରେ ପ୍ରକୃତିର ଏହି ତାଣ୍ଡବ ଯୋଗୁଁ ଶହଶହ ଯାନବାହନ ଅଟକି ରହିଛି। ଭୂସ୍ଖଳନ ଯୋଗୁଁ ୩ଟି ରାଜ୍ୟ (ଓଡ଼ିଶା, ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶ)କୁ ଯାନବାହନ ଚଳାଚଳ ଅଟକି ଯାଇଛି।
ସୂଚନାଯୋଗ୍ୟ, ୧୫୭ ନମ୍ବର ବିଜୟୱାଡ଼ା-ରାଞ୍ଚି ରାଜପଥରେ କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଂଗପୁର ଲୋକେ ଯାତାୟତ କରିଥାନ୍ତି। ଏହି ରାସ୍ତା ଅବରୋଧ ହେବା ଦ୍ବାରା ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶର ଲୋକେ ପ୍ରଭାବିତ ହୋଇଛନ୍ତି।

ଲଗାଣ ବର୍ଷା ଯୋଗୁଁ ଆଜି ଅପରାହ୍ନ ପ୍ରାୟ ୩ଟାରେ କଳିଙ୍ଗା ଘାଟିର ଅନ୍ଧାରକୋଟ ନିକଟରେ ଭୂସ୍ଖଳନ ଘଟିଛି। ଏଠାରେ ଦୀର୍ଘ ମାସ ହେଲା ଜାତୀୟ ରାଜପଥ ପ୍ରାଧିକରଣ ଦ୍ୱାରା ଏକ ଠିକା ସଂସ୍ଥା ରାସ୍ତା ଚଉଡ଼ା କାର୍ଯ୍ୟ ଜାରି ଥିଲା। ଏହି ସ୍ଥାନରେ ପ୍ରାୟ ୨୦ରୁ ୩୦ମିଟର ପର୍ଯ୍ୟନ୍ତ ରାସ୍ତାରେ ଭୂସ୍ଖଳନ ହେବା ଦୃଶ୍ୟ ଦେଖିବାକୁ ମିଳିଛି। ପାହାଡ଼ରୁ ବିରାଟ ପଥର ଓ ମାଟି ଅତଡା ଖସି ରାସ୍ତା ଅବରୋଧ ହୋଇଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ଵରେ ଶହଶହ ବସ୍‌, ଟ୍ରକ୍‌ ଓ କାର ଅଟକି ରହିଛି। ଯାତ୍ରୀମାନେ ଆତଙ୍କିତ ଅବସ୍ଥାରେ ରହିଥିବା ଦେଖିବାକୁ ମିଳୁଛି।

ପଥର ଓ ମାଟି ଅତଡ଼ା ଖସିବା ଫଳରେ ରାସ୍ତା ବନ୍ଦ ହୋଇଯିବା ଯୋଗୁଁ ଗଞ୍ଜମ ଜିଲ୍ଲାରୁ କନ୍ଧମାଳ ସହ ପଶ୍ଚିମ ଓଡିଶାର ବିଭିନ୍ନ ସହରକୁ ଯାତାୟତ ଠପ ହୋଇଯାଇଛି। ରାସ୍ତା କେତେବେଳେ ଖୋଲିବ କହିବା ଅସମ୍ଭବ। କାରଣ ଯେଉଁଭଳି ଭାବେ ବିପଦପୂର୍ଣ୍ଣ ଅବସ୍ଥାରେ ଏହି ରାସ୍ତା ରହିଛି, ଏଠାରେ ଆବର୍ଜନା କାଢ଼ିବା ବିପଦପୂର୍ଣ୍ଣ ରହିଥିବା ଏବଂ ସଂକୀର୍ଣ୍ଣ ରାସ୍ତା ପୁରା ମାଟି ଓ ପଥର ଭରି ହୋଇ ରହିଛି। ସୌଭାଗ୍ୟ ବଶତଃ କୌଣସି କ୍ଷୟ କ୍ଷତି ହୋଇନଥିବା ବେଳେ ଖବର ପାଇ ସ୍ଥାନୀୟ ପୁଲିସ ଏବଂ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ବିଭିନ୍ନ ସମୟରେ ପ୍ରବଳ ବର୍ଷା ପରେ ଭୂସ୍ଖଳନ ହୋଇଛି। ଏହି କାରଣରୁ ଅନେକଙ୍କ ଧନଜୀବନକୁ କ୍ଷତି ପହଞ୍ଚାଉଛି।

Previous Post

ଭାରତ ମସଲାର କର୍ନଫ୍ଲୋର୍ ୟୁନିଟ୍‌ର ଭିତ୍ତିପ୍ରସ୍ତର ସ୍ଥାପନା କଲେ ମୁଖ୍ୟମନ୍ତ୍ରୀ

Next Post

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଅପରାଜିତା

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଅପରାଜିତା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଅପରାଜିତା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.