• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଅପରାଜିତା

FNN WEB by FNN WEB
September 16, 2025
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଅପରାଜିତା
0
SHARES
3
VIEWS

ଭୁବନେଶ୍ୱର: ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି। ଏହି ଅବସରରେ ସେ, ଟାଙ୍ଗି ଅଂଚଳକୁ ଏନଏସି ମାନ୍ୟତା ଘୋଷଣା କରିବା, ଭୁବନେଶ୍ୱର ଠାରେ ନ୍ୟାସନାଲ ଗ୍ୟାଲେରି ଅଫ୍ ମଡର୍ଣ୍ଣ ଆର୍ଟର ନିର୍ମାଣ ଆରମ୍ଭ ହେବା ସୂଚନା ଓ ସହର ଉପକଣ୍ଠରେ ଆଧୁନିକ ମାଛ ବଜାର ନିର୍ମାଣ ପାଇଁ ନିଷ୍ପତ୍ତି କରାଯାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

ବୈଠକରେ, ନୟାପଲ୍ଲୀ ଅଞ୍ଚଳରେ ଏକ କମ୍ୟୁନିଟି ପାର୍କ ନିର୍ମାଣ , ବେଗୁନିଆ-ବୋଲଗଡ ଅଞ୍ଚଳକୁ ଏନଏସି ଘୋଷଣା, କଳିଙ୍ଗ ଷ୍ଟାଡିୟମ ନିକଟରେ ଥିବା ବିଶ୍ୱକର୍ମା ସମିତିର ଜମି ଅଧିଗ୍ରହଣ ଦାବି, ଖୋର୍ଦ୍ଧା ବସ ଷ୍ଟାଣ୍ଡର ଉନ୍ନତିକରଣ , ଖୋର୍ଦ୍ଧା ସ୍ଥିତ ପ୍ରାଣନାଥ କଲେଜ ଠାରେ ନୂତନ ହଲ୍ ନିର୍ମାଣ ତଥା ଶୁଭଉଦ୍‌ଘାଟନ ସମ୍ପର୍କରେ ଆଲୋଚନା ହୋଇଥିଲା। ବୈଠକରୁ ଜଣା ଯାଇଛି ଯେ, ମୁଖ୍ୟମନ୍ତ୍ରୀ ଏହି ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଉପଯୁକ୍ତ ପଦକ୍ଷେପ ନେବା ଏବଂ ପ୍ରଶାସନିକ ସ୍ତରରେ ପ୍ରତ୍ୟେକ କାର୍ଯ୍ୟ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନିଆଯିବ।

ମୁଖ୍ୟମନ୍ତ୍ରୀ ଏହି ଆଲୋଚନାରେ, ଅଧିକ ସଂଯୁକ୍ତ ପ୍ରୟାସ ଦ୍ୱାରା ଭୁବନେଶ୍ୱର ଏବଂ ଏହାର ସୀମାନ୍ତରେ ଥିବା ଅଞ୍ଚଳଗୁଡିକୁ ଏକ ଆଧୁନିକ ଓ ସମୃଦ୍ଧ ମଡେଲ୍ କ୍ଷେତ୍ରରେ ପରିଣତ କରିବା ପାଇଁ ପରାମର୍ଶ ଦେଇଥିଲେ। ବୈଠକରେ ଖୋର୍ଦ୍ଧା ବିଧ୍ୟାୟକ ପ୍ରଶାନ୍ତ ଜଗଦ୍ଦେବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Previous Post

କଳିଙ୍ଗା ଘାଟିରେ ବଡ଼ଧରଣର ଭୂସ୍ଖଳନ

Next Post

୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

FNN WEB

FNN WEB

Next Post
୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.