• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଆହୁରି ସଶକ୍ତ କରିବ ୪ଟି ବୁଝାମଣାପତ୍ର’

FNN WEB by FNN WEB
September 18, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଆହୁରି ସଶକ୍ତ କରିବ ୪ଟି ବୁଝାମଣାପତ୍ର’
0
SHARES
0
VIEWS


ଭୁବନେଶ୍ଵର: ଆଜି ୧ ଲକ୍ଷ ୬୩ ହଜାର ୭୫୭ ସ୍ଵୟଂ ସହାୟକ ଗୋଷ୍ଠୀଙ୍କ ଆକାଉଣ୍ଟକୁ ବ୍ୟାଙ୍କ ଋଣ ଫେରସ୍ତ ବାବଦକୁ ୧୧୦ କୋଟି ୯୭ ଲକ୍ଷ ୫୮ ହଜାର ୮୬୦ ଟଙ୍କା ଆର୍ଥିକ ଅନୁଦାନ ପ୍ରେରଣ କରାଯିବ ସହ ମିସନ ଶକ୍ତି ବିଭାଗ ସହ FICSI, TSSC, GJSCI and NCWର ୪ଟି ବୁଝାମଣା ପତ୍ର ସ୍ଵାକ୍ଷର ସ୍ଵୟଂ ସହାୟକ ଗୋଷ୍ଠୀ ଉଦ୍ୟୋଗକୁ ଆହୁରି ପ୍ରୋତ୍ସାହନ ଯୋଗାଇବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମିସନ ଶକ୍ତି ବୁଝାମଣା ପତ୍ର ସ୍ଵାକ୍ଷର କାର୍ଯ୍ୟକ୍ରମରେ ମତ ପ୍ରକାଶ କରିଛନ୍ତି। ଏହି ବୁଝାମଣା ପତ୍ର ସ୍ଵାକ୍ଷର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦିଗଦର୍ଶନରେ ତୃଣମୂଳସ୍ତରରେ ମହିଳା ନେତୃତ୍ଵାଧୀନ ଉଦ୍ୟୋଗ ସୃଷ୍ଟି କରିବା ପାଇଁ ମିଶନ ଶକ୍ତି ବିଭାଗ ସମସ୍ତ ପ୍ରକାର ପଦକ୍ଷେପ ନେଉଛନ୍ତି। ଓଡ଼ିଶା ଆଦିବାସୀଙ୍କର ନିଆରା ପାରମ୍ପରିକ କଳା ଓ କୌଶଳ ଉପରେ ଗୁରୁତ୍ଵ ଦେବା ସହ ସ୍ଵୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଓଡ଼ିଶାରେ ଲକ୍ଷପତି ଦିଦିଙ୍କ ସଂଖ୍ୟା ବୃଦ୍ଧି କରାଯିବ।

ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗକୁ ପ୍ରୋତ୍ସାହନ ଦେବା ପାଇଁ ମିଶନ ଶକ୍ତି ବିଭାଗ, Food Industry Capacity and Skill Initiative (FICSI) ସହିତ ବୁଝାମଣା ପତ୍ର ସ୍ଵାକ୍ଷର କରିଛନ୍ତି। ଏହା କାର୍ଯ୍ୟକ୍ରମ ମାଧ୍ୟମରେ ୧୦ ହଜାର ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ଫଳରସ ପ୍ରକ୍ରିୟାକରଣ, ମସଲା ପ୍ରକ୍ରିୟାକରଣ, ତୈଳ ପ୍ରସ୍ତୁତିକରଣ, ବହୁବିଧ କୌଶଳ କାରିଗରୀ, ଫଳ ଓ ପନିପରିବା ନିର୍ଜଳୀକରଣର ଆବାସିକ ପ୍ରଶିକ୍ଷଣ ପ୍ରଦାନ କରାଯିବ। ମିଶନ ଶକ୍ତି ବିଭାଗ Telecom Sector Skill Council (TSSC) ସହିତ ବୁଝାମଣା ପତ୍ର ସ୍ଵାକ୍ଷର କରିଛନ୍ତି। ପ୍ରୟୋଗାତ୍ମକ ପ୍ରକଳ୍ପ ମାଧ୍ୟମରେ ପ୍ରଥମେ କଟକ ଜିଲ୍ଲାର ୩୦ଟି ଗ୍ରାମ ପଞ୍ଚାୟତରେ ୬୦ ଜଣ ମହିଳାଙ୍କୁ ମୋବାଇଲ ହାଣ୍ଡସେଟ ମରାମତି କାର୍ଯ୍ୟ ବିଷୟରେ ପ୍ରଶିକ୍ଷଣ ଦିଆଯିବ। ତୃଣମୂଳସ୍ତରରେ ଗ୍ରାମ ପଞ୍ଚାୟତରେ ମହିଳାମାନଙ୍କ ନେତୃତ୍ୱରେ ଅଣୁ ଉଦ୍ୟୋଗ ସୃଷ୍ଟି କରିବା ଏହାର ଲକ୍ଷ୍ୟ। ଏହି ପାଇଲଟ ପ୍ରୋଜେକ୍ଟ ସଫଳ ହେଲେ ଆମେ ଏହାକୁ ସମଗ୍ର ରାଜ୍ୟରେ ଲାଗୁ କରାଯିବ। ମିସନ ଶକ୍ତି ବିଭାଗ Gem and Jewellery Skill Council of India (GJSCI) ଏକ ବୁଝାମଣା ପତ୍ର ସ୍ଵାକ୍ଷର କରିଛନ୍ତି। ୧୪୪୦ ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା ତାରକସି ନିର୍ମାଣ କଳାରେ ପ୍ରଶିକ୍ଷିତ କରାଯିବ ସହ e-commerce ସାଇଟ ଓ ବଜାରର ସଂଯୋଗ କରାଯିବ।

ମିସନ ଶକ୍ତି ବିଭାଗ ଆଜି ଜାତୀୟ ମହିଳା ଆୟୋଗଙ୍କ ସହିତ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ପାଇଁ ଏକ ବୁଝାମଣା ପତ୍ର ସ୍ଵାକ୍ଷର କରିଅଛନ୍ତି। ପ୍ରୟୋଗାତ୍ମକ ଭାବରେ ରାଜ୍ୟର ୫ଟି ଜିଲ୍ଲାରେ ୧୮-୪୦ ବୟସର ସମସ୍ତ ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ ଏହି ପ୍ରଶିକ୍ଷଣ ପ୍ରଦାନ କରାଯିବ। ମହିଳାମାନଙ୍କ ଆତ୍ମବିଶ୍ଵାସ ବୃଦ୍ଧି କରିବା ସହ ମହିଳା ସୁରକ୍ଷା ପ୍ରତି ସଚେତନତା ଓ ଗୋଷ୍ଠୀ ଏକତାକୁ ପ୍ରୋତ୍ସାହନ ଦେବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ। ଏହି କାର୍ଯ୍ୟକ୍ରମରେ ହିନ୍ଦୁସ୍ଥାନ କୋକାକୋଲା ବେଭେରେଜେସ ପ୍ରାଇଭେଟ ଲିମିଟେଡ(ଏଚସିସିବି) ନିଜର ସିଏସଆର ଜରିଆରେ ସୁଭଦ୍ରା ଶକ୍ତି କାଫେକୁ ଟ୍ରାନ୍ସପାରେଣ୍ଟ ଡୋର ଥିବା ଫ୍ରିଜ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମିସନ ଶକ୍ତି ବିଭାଗ କମିସନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ, ବିଭାଗୀୟ ନିର୍ଦ୍ଦେଶିକା ମୋନିକା ପ୍ରିୟଦର୍ଶିନୀ, ଜାତୀୟ ମହିଳା ଆୟୋଗଙ୍କ ଉପସଚିବ ଶିବାନୀ ଦେ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ସ୍ଥାୟୀ, ସୁସ୍ଥ ଏବଂ ପାରମ୍ପରିକ ଖାଦ୍ୟ ବ୍ୟବସ୍ଥାକୁ ପ୍ରାଥମିକତା ନିମନ୍ତେ ଦକ୍ଷିଣ ଏସୀୟ ଆଲୋଚନାଚକ୍ର ଦିଲ୍ଲୀରେ ଅନୁଷ୍ଠିତ

Next Post

ବିଧାନସଭା ଆରମ୍ଭ: ଆଗତ ହେଲା ଶୋକ ପ୍ରସ୍ତାବ

FNN WEB

FNN WEB

Next Post
ବିଧାନସଭା ଆରମ୍ଭ: ଆଗତ ହେଲା ଶୋକ ପ୍ରସ୍ତାବ

ବିଧାନସଭା ଆରମ୍ଭ: ଆଗତ ହେଲା ଶୋକ ପ୍ରସ୍ତାବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.