• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଧାନସଭା ଆରମ୍ଭ: ଆଗତ ହେଲା ଶୋକ ପ୍ରସ୍ତାବ

FNN WEB by FNN WEB
September 18, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଧାନସଭା ଆରମ୍ଭ: ଆଗତ ହେଲା ଶୋକ ପ୍ରସ୍ତାବ
0
SHARES
5
VIEWS

ଭୁବନେଶ୍ବର: ବିଧାନସଭା ଅଧିବେଶନ ଆରମ୍ଭ। ପ୍ରଥମେ ପରଲୋକଗତ ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଆତ୍ମାର ସଦଗତି କାମନାରେ ଗୃହରେ ଶୋକପ୍ରସ୍ତାବ ଆଗତ କରାଯାଇଥିଲା। ମୌସୁମୀ ଅଧିବେସନର ଆରମ୍ଭରେ ଗୁରୁବାର ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ଓଡ଼ିଶାର ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ, ପୂର୍ବତନ ଉପବାଚସ୍ପତି ଓ ରାଷ୍ଟ୍ରମନ୍ତ୍ରୀ ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜ, ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକ,ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ,ପୂର୍ବତନ ବିଧାୟକ ନିରଞ୍ଜନ ହେମ୍ବ୍ରମ, ପୂର୍ବତନ ବିଧାୟକ ପ୍ରଫୁଲ୍ଲ କୁମାର ଭଞ୍ଜ, ପୂର୍ବତନ ବିଧାୟକ ମହମ୍ମଦ ରଫିକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ସମର୍ଥନ କରିଛନ୍ତି। ଏଥିସହ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ମା ମଧ୍ୟ ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି। ଏହା ସହିତ ବାଚସ୍ପତି ସୁରମା ପାଢ଼ୀ ବିଧାନସଭାର ଗୃହ କାର୍ଯ୍ୟ ଆସନ୍ତା କାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

Previous Post

‘ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଆହୁରି ସଶକ୍ତ କରିବ ୪ଟି ବୁଝାମଣାପତ୍ର’

Next Post

ଅନାସ୍ଥା ଆଣିଲା କଂଗ୍ରେସ: ବିଜେଡିର ସମର୍ଥନ ଲୋଡ଼ିଲା

FNN WEB

FNN WEB

Next Post
ଅନାସ୍ଥା ଆଣିଲା କଂଗ୍ରେସ: ବିଜେଡିର ସମର୍ଥନ ଲୋଡ଼ିଲା

ଅନାସ୍ଥା ଆଣିଲା କଂଗ୍ରେସ: ବିଜେଡିର ସମର୍ଥନ ଲୋଡ଼ିଲା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.