• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିଟ୍ ରେ ୧୬ତମ ଜାତୀୟ ମାର୍କେଟିଂ କନକ୍ଲେଭ ଅନୁଷ୍ଠିତ

FNN WEB by FNN WEB
September 20, 2025
in ଓଡ଼ିଶା, ମୁଖ୍ୟ ଖବର
0
କିଟ୍ ରେ ୧୬ତମ ଜାତୀୟ ମାର୍କେଟିଂ କନକ୍ଲେଭ ଅନୁଷ୍ଠିତ
0
SHARES
2
VIEWS

ଭୁବନେଶ୍ୱର: ସଫଳତାର କୌଣସି ସର୍ଟକଟ୍‍ ନାହିଁ କି କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ ବୋଲି ବିଶିଷ୍ଟ ଶିଳ୍ପପତି ତଥା ଶ୍ରୀ ସିମେଣ୍ଟର ଅଧ୍ୟକ୍ଷ ହରି ମୋହନ ବାଙ୍ଗୁର ପ୍ରକାଶ କରିଛନ୍ତି। କିଟ୍‍ ମ୍ୟାନେଜମେଣ୍ଟ ସ୍କୁଲ୍‍ ପକ୍ଷରୁ ଶନିବାର ଆୟୋଜିତ ୧୬ତମ ଜାତୀୟ ମାର୍କେଟିଂ କନକ୍ଲେଭରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ବାଙ୍ଗୁର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କହିଲେ, ଯେଉଁମାନେ ନିରନ୍ତର କଠୋର ପରିଶ୍ରମର ଅନୁଶାସନକୁ ଆପଣେଇ ଥାଆନ୍ତି ସେମାନେ ନିଶ୍ଚତ ଭାବେ ସେମାନଙ୍କ କ୍ୟାରିଅରରେ ସଫଳ ହୋଇଥାନ୍ତି। ଜୀବନର ଲକ୍ଷ୍ୟ ଓ ମୂଲ୍ୟବୋଧ ମଧ୍ୟରେ ସନ୍ତୁଳନ ବଜାୟ ରଖିବା ସହ ବିନମ୍ର ହେବାକୁ ସେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ନିଜର ପ୍ରାସଙ୍ଗିକତା ପରଖିବା ପାଇଁ ସେ ଦୁଇ ଦଶକ ଧରି କ୍ୟାଟ୍‍ ପରୀକ୍ଷାରେ ବସିଆସୁଥିବା ନେଇ ନିଜର ଉଦାହରଣ ଦେଇ କହିଲେ, ଜୀବନରେ ତୁମର ଉଦ୍ଦେଶ୍ୟ, ଅନୁଶାସନ, ବିନମ୍ରତା ଓ ସଚ୍ଚୋଟତା ତୁରନ୍ତ ନଜରକୁ ନ ଆସିଲେ ମଧ୍ୟ ଏସବୁ ତୁମକୁ ଆଗକୁ ନେଇ ଆଗେଇ ନେଇଥାଏ। ଏହି ଅବସରରେ ଶ୍ରୀ ବାଙ୍ଗୁର୍‍ ସମାବେଶି ଶିକ୍ଷା ସ୍ୱପ୍ନକୁ ଭାରତର ଦୁଇଟି ପ୍ରତିଷ୍ଠିତ ଅନୁଷ୍ଠାନ କିଟ୍‍ ଓ କିସ୍‍ ରେ ସଫଳ କରିବା ନେଇ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ। ଭାରତୀୟ ଅର୍ଥନୈତିକ ଯାତ୍ରା ଉପରେ ଆଲୋକପାତ କରି ସେ କହିଲେ, ଆମ ଦେଶ ଏକ ଅଭାବଗ୍ରସ୍ତ ଅର୍ଥ ବ୍ୟବସ୍ଥାରୁ ବାହାରି ଏକ ସମୃଦ୍ଧ ଓ ସମ୍ଭାବନାପୂର୍ଣ୍ଣ ଅର୍ଥବ୍ୟବସ୍ଥା ଆଡ଼କୁ ଅଗ୍ରସର ହେଉଛି। କନକ୍ଲେଭର ବିଷୟବସ୍ତୁ ସ୍ଥାୟୀ ବାଣିଜ୍ୟିକ ବିବିଧତା: ପ୍ରଯୁକ୍ତିବିଦ୍ୟା, ସଚ୍ଚୋଟତା ଏବଂ ବ୍ରାଣ୍ଡର ଭବିଷ୍ୟତ ଉପରେ ଶ୍ରୀ ବାଙ୍ଗୁର କହିଲେ, ଏବେ ଅଧିକ ବିକଳ୍ପ ଥିବାବେଳେ ବ୍ୟବସାୟିକ ଅନୁଷ୍ଠାନଗୁଡ଼ିକ ନବସର୍ଜନା, ଆତ୍ମବିଶ୍ୱାସ ବୃଦ୍ଧି କରିବା ଏବଂ ନିଜର ଉତ୍ପାଦଗୁଡ଼ିକ ସହ ସମ୍ମାନ ଓ ଗୌରବ ପ୍ରଦାନ କରିବା ଆବଶ୍ୟକ ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ୍‍ ସିଂହ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି, କିଟ୍‍ ମ୍ୟାନେଜମେଣ୍ଟ ସ୍କୁଲ ନିର୍ଦ୍ଦେଶକ ପ୍ରଫେସର କୁମାର ମହାନ୍ତି ଏବଂ ଡ଼ିନ୍‍ ପ୍ରଫେସର ଅରବିନ୍ଦ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମାର୍କେଟିଂ କନକ୍ଲେଭର ବିଷୟବସ୍ତୁ ଉପରେ ପ୍ୟାନେଲ୍‍ ଆଲୋଚନା ଓ କର୍ମଶାଳାମାନ ଅନୁଷ୍ଠିତ ହୋଇଥିଲା। ଏଥିରେ ଦେଶର ବହୁ ପ୍ରତିଷ୍ଠିତ କମ୍ପାନୀର ମାର୍କେଟିଂ ମୁଖ୍ୟମାନେ ଯୋଗଦେଇ ନିଜର ମତାମତ ରଖିଥିଲେ।

Previous Post

୧୫ ଉଦ୍ୟାନ କୃଷି ଫସଲ କିସମକୁ ଅନୁମୋଦନ

Next Post

ବିଧାନସଭାରେ ସାର ତାତି: ରାଜ୍ୟପାଳଙ୍କୁ ଭେଟିଲା ବିଜେଡି

FNN WEB

FNN WEB

Next Post
ବିଧାନସଭାରେ ସାର ତାତି: ରାଜ୍ୟପାଳଙ୍କୁ ଭେଟିଲା ବିଜେଡି

ବିଧାନସଭାରେ ସାର ତାତି: ରାଜ୍ୟପାଳଙ୍କୁ ଭେଟିଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.