• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ

FNN WEB by FNN WEB
September 25, 2025
in ଓଡ଼ିଶା, ମୁଖ୍ୟ ଖବର
0
୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ
0
SHARES
0
VIEWS

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ୨୬ତାରିଖରୁ ଆରମ୍ଭ ହେଉଛି। ପ୍ରଥମ ଥର କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୩ ଦିନିଆ ସମାବର୍ତ୍ତନ ହେଉଛି। ଏହି ସମାବର୍ତ୍ତନ ଉତ୍ସବ ତିନି ଦିନ ଧରି ଆୟୋଜିତ ହେବା ଫଳରେ ବହୁ ସଂଖ୍ୟାରେ ସ୍ନାତକ ଛାତ୍ରଛାତ୍ରୀ ସେମାନଙ୍କ ପିତାମାତା ତଥା ଅଭିଭାବକଙ୍କ ସହ ସୁବିଧାରେ ଉତ୍ସବରେ ସାମିଲ ହୋଇପାରିବେ। ଶ୍ରୀଲଙ୍କାର ନୋବେଲ ପୁରସ୍କାର ବିଜେତା ପ୍ରଫେସର ମୋହନ ମୁନାସିଂଘେ, ଟ୍ୟୁନିସିଆର ନୋବେଲ ଶାନ୍ତି ପୁରସ୍କାର ବିଜେତା ଉଇଦେଦ୍ ବୋଚାମାଉଇ, ଇଣ୍ଟରନ୍ୟାସନାଲ କୋର୍ଟ ଅଫ୍‍ ଜଷ୍ଟିସ୍‍ର ବିଚାରପତି ନ୍ୟାୟମୂର୍ତ୍ତି ଏ. ଅହମ୍ମଦ ୟୁସୁଫ୍‍ ଓ ନ୍ୟାୟମୂର୍ତ୍ତି ଦଲବୀର ଭଣ୍ଡାରିଙ୍କ ସମେତ ପୃଥିବୀର ବହୁ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଗରିମାମୟ ଉପସ୍ଥିତି ଉତ୍ସବକୁ ମହିମା ମଣ୍ଡିତ କରିବ।

ସମାବର୍ତ୍ତନ ଅବସରରେ ଗୁଆଟେମାଲା ଗଣରାଜ୍ୟ କଂଗ୍ରେସ ସଦସ୍ୟ ଡ ଫିଡେଲ ରେୟସ୍ ଲି, ୱକହର୍ଡ ଲିମିଟେଡର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଗ୍ଲୋବାଲ୍ ହ୍ୟୁମାନିଟାରିଆନ୍ ଆଡଭୋକେଟ୍ ଡ ହୁଜୈଫା ଖୋରାକିୱାଲା; ଜର୍ମାନୀ ୟୁଥ୍ ଫର୍‍ ଅଣ୍ଡରଷ୍ଟାଣ୍ଡିଂ ଫାଉଣ୍ଡେସନର ପ୍ରତିଷ୍ଠାତା ନର୍ବର୍ଟ ସାଉର; ଲାଲଚନ୍ଦ ଗ୍ରୁପ୍‍ର ପ୍ରତିଷ୍ଠାତା ଅଧ୍ୟକ୍ଷ ସଞ୍ଜୟ ହାନ୍‍ସ; କମ୍ପିଟିସନ ସକସେସ୍‍ ରିଭ୍ୟୁର ଅଧ୍ୟକ୍ଷ ତଥା ସମ୍ପାଦକ ଏସ୍‌. କେ. ସଚଦେବା; ପ୍ରସିଦ୍ଧ ଚଳଚ୍ଚିତ୍ର ଓ ନାଟ୍ୟ ନିର୍ଦ୍ଦେଶକ ଅନନ୍ତ ମହାପାତ୍ର ପ୍ରମୁଖଙ୍କୁ ସମାଜ ପ୍ରତି ସେମାନଙ୍କର ଉଲ୍ଲେଖନୀୟ ଅବଦାନ ନିମନ୍ତେ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯିବ।

ଚଳିତବର୍ଷ ୭୨୩୫ ସ୍ନାତକ ଛାତ୍ରଛାତ୍ରୀ, ୨୦୩୪ ସ୍ନାତକୋତ୍ତର ଏବଂ ୧୯୫ ପିଏଚଡି ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରାଯିବ। ଏଥିପାଇଁ କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି। ତିନିଦିନ ଧରି ଚାଲିବାକୁ ଥିବା ଏହି ସମାବର୍ତ୍ତନ ଉତ୍ସବର ପ୍ରଥମ ଦିନରେ ମେଡିକାଲ୍‍ ସାଇନସେସ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରାଯିବାକୁ ଥିବାବେଳେ ଦ୍ୱିତୀୟ ଦିନ ଆଇନ୍‍ ଓ ମ୍ୟାନେଜମେଣ୍ଟ ଏବଂ ତୃତୀୟ ଦିନରେ ଟେକ୍ନୋଲୋଜି ପାଠ୍ୟକ୍ରମର ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରାଯିବ । ଏହି ସମାବର୍ତ୍ତନ ଉତ୍ସବରେ ତିନି ଦିନ ଧରି ପ୍ରମୁଖ ଅତିଥି ଭାବରେ ବିଶ୍ୱର ପ୍ରସିଦ୍ଧ ବ୍ୟକ୍ତି ବିଶେଷ, ଆଇନ ବିଷାରଦ, ଶିକ୍ଷାବିତ୍‌, ନୋବେଲ ପୁରସ୍କାର ବିଜେତା ଏବଂ ଶିଳ୍ପ ଜଗତର ପ୍ରମୁଖ ବ୍ୟକ୍ତିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଏହି ଅବସରରେ ଡିଗ୍ରୀ ପାଇବାକୁ ଥିବା ଛାତ୍ରଛାତ୍ରୀଙ୍କୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଅଭିନନ୍ଦନ ଜଣାଇଛନ୍ତି। ନିଜ ବାର୍ତ୍ତାରେ ଶ୍ରୀ ସାମନ୍ତ କହିଛନ୍ତି, ଛାତ୍ରଛାତ୍ରୀମାନେ କ୍ୟାମ୍ପସ୍‍ରୁ ଯାଇ ବୃହତ୍ତର ଜଗତରେ ପ୍ରବେଶ କରିବେ ଏବଂ କିଟ୍‍ର ମୂଲ୍ୟବୋଧକୁ ସେମାନଙ୍କ ଜୀବନର ଧ୍ୟେୟ କରିବେ। ତିନି ଦିନ ଧରି ଚାଲିବାକୁ ଥିବା ଏହି ସମାବର୍ତ୍ତନ ଉତ୍ସବରେ ସଫଳତା, ସ୍ୱୀକୃତ, ଉତ୍ସବ, ଆନନ୍ଦ, ଉଲ୍ଲାସ ଓ ପୁରୋଦୃଷ୍ଟିର ଝଲକ ଦେଖିବାକୁ ମିଳିବ।

Previous Post

ବଲାଙ୍କ ନିକଟରେ ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା, ୫ ମୃତ

Next Post

ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେବ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

FNN WEB

FNN WEB

Next Post
ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେବ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେବ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.