• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ନେଇ ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀ ସମୀକ୍ଷା

FNN WEB by FNN WEB
September 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ନେଇ ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀ ସମୀକ୍ଷା
0
SHARES
1
VIEWS

ଝାରସୁଗୁଡ଼ା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡା ଗସ୍ତ କରିଛନ୍ତି। ସେ ସ୍ୱତନ୍ତ୍ର ବିମାନ ଯୋଗେ ସେ ଝାରସୁଗୁଡା ବିମାନବନ୍ଦରରେ ଅବତରଣ କରିବା ପରେ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହାପରେ ପଣ୍ଡ୍ରିପଥରସ୍ଥିତ ବିଜେପି ପାର୍ଟି ଅଫିସକୁ ମୁଖ୍ୟମନ୍ତ୍ରୀ ଯାଇଥିବା ବେଳେ ସେଠାରେ ଦଳୀୟ ନେତୃବୃନ୍ଦଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗସ୍ତଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଜାରି ରହିଛି। ଏହାପରେ ମୁଖ୍ୟମନ୍ତ୍ରୀ ଅମଲୀପାଲିସ୍ଥିତ ସଭାସ୍ଥଳରେ ପହଞ୍ଚି ପ୍ରସ୍ତୁତିର ସମୀକ୍ଷା କରିବେ। ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକାଧିକ ପ୍ରକଳ୍ବର ଲୋକାର୍ପଣ, ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଦେଶବାସୀଙ୍କୁ ଅନେକ ପ୍ରକଳ୍ପ ଉପହାର ସ୍ବରୂପ ମିଳିବ। ଏଥିରେ ଓଡ଼ିଶାବାସୀଙ୍କ ପାଇଁ ମଧ୍ୟ ଅନେକ ପ୍ରକଳ୍ପ ସାମିଲ ରହିଛି।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାରସୁଗୁଡ଼ା ଆସୁଛନ୍ତି। ସେ ଅମଲୀପାଲିସ୍ଥିତ ପଡ଼ିଆରେ ଆୟୋଜିତ ସଭାକୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକାଧିକ ପ୍ରକଳ୍ବର ଲୋକାର୍ପଣ, ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଦେଶବାସୀଙ୍କୁ ଅନେକ ପ୍ରକଳ୍ପ ଉପହାର ସ୍ବରୂପ ମିଳିବ। ଏଥିରେ ଓଡ଼ିଶାବାସୀଙ୍କ ପାଇଁ ମଧ୍ୟ ଅନେକ ପ୍ରକଳ୍ପ ସାମିଲ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ାରେ ସମୀକ୍ଷା ପୂର୍ବରୁ ଆଜି ପୂର୍ବାହ୍‌ଣରେ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସଭାସ୍ଥଳରେ ପହଞ୍ଚି ସୁରକ୍ଷା ସମ୍ବନ୍ଧୀୟ ସମୀକ୍ଷା କରିଥିଲେ। ବିମାନବନ୍ଦରରୁ ନେଇ ସଭାସ୍ଥଳ ଯାଏଁ ସୁରକ୍ଷା ବ୍ୟବସ୍ଥା କିଭଳି ରହିବ, କେଉଁଠି କ୍ୟାମେରା ଲାଗିବ, କେଉଁଠି ସାଭକୁ ଆସୁଥିବା ଲୋକଙ୍କ ଯାଞ୍ଚ୍ ହେବ ସେନେଇ ଡିଜିପି ସମୀକ୍ଷା କରିଥିଲେ। ଏହି ସମୀକ୍ଷା ବେଳେ ଏଡିଜି ଆଇନ ଶୃଙ୍ଖଳା ସନ୍ତୋଷ ବାର୍ଲା, ଉତ୍ତରାଞ୍ଚଳ ପୁଲିସ ଆଇଜି ହିମାଂଶୁ ଲାଲ, ଝାରସୁଗୁଡା ଏସପି ଜି ଆର ରାଘବେନ୍ଦ୍ର, ବରଗଡ଼ ଏସପି ପ୍ରହଲ୍ଲାଦ ସହାୟ ମୀନା, ସୋନପୁର ଏସପି ନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ।

Previous Post

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି ଆଉ କୋଇଲା: ମୁଖ୍ୟମନ୍ତ୍ରୀ

Next Post

ନାଲକୋର ୪୪ତମ ବାର୍ଷିକ ସାଧାରଣ ବୈଠକ

FNN WEB

FNN WEB

Next Post
ନାଲକୋର ୪୪ତମ ବାର୍ଷିକ ସାଧାରଣ ବୈଠକ

ନାଲକୋର ୪୪ତମ ବାର୍ଷିକ ସାଧାରଣ ବୈଠକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.