• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆଜି ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ: ଏକାଧିକ ପ୍ରକଳ୍ପର କରିବେ ଲୋକାର୍ପଣ

FNN WEB by FNN WEB
September 26, 2025
in ଓଡ଼ିଶା, ମୁଖ୍ୟ ଖବର
0
ଉତ୍କର୍ଷ ଓଡ଼ିଶା କନକ୍ଲେଭ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
0
SHARES
1
VIEWS

ଝାରସୁଗୁଡା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଝାରସୁଗୁଡ଼ା ଆସିବେ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପାଇଁ ଝାରସୁଗୁଡ଼ାରେ ଏବେ ରାଜଧାନୀ ଭ୍ରମ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ସନ୍ଧ୍ୟାରେ ଝାରସୁଗୁଡ଼ା ସହରରେ ବିଜେପିର ଏକ ବଡ଼ଧରଣର ବାଇକ ରାଲି ଅନୁଷ୍ଠିତ ହୋଇଛି। ଏହି ରାଲି ବିଟିଏମ ପଡ଼ିଆରୁ ବାହାରି ବେହେରାମାଲ ଛକ, ପୁରୁଣା ବସ ଷ୍ଟାଣ୍ଡ ଦେଇ ସରବାହାଲ ଛକ ଯାଏଁ ଯାଇଥିଲା। ଏହି ରାଲିରେ ରାଜ୍ୟ ବିଜେପି ଅଧ୍ୟକ୍ଷ ମନମୋହନ ସାମଲ, ସାଂସଦ ପ୍ରଦୀପ ପୁରୋହିତ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, କ୍ରୀଡା ମନ୍ତ୍ରୀ ସୁରଜ ସୂର୍ଯ୍ୟାବଂଶୀ, ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ପ୍ରମୁଖ ସାମିଲ ହୋଇଥିଲେ। ଏହି ରାଲିରେ ୧ ହଜାରରୁ ଅଧିକ ବାଇକ ସାମିଲ ହୋଇଥିଲା। ଆଜି ସନ୍ଧ୍ୟାରେ ଝାରସୁଗୁଡ଼ା ସହରରେ ବିଜେପିର ଏକ ବଡ଼ଧରଣର ବାଇକ ରାଲି ଅନୁଷ୍ଠିତ ହୋଇଛି। ଏହି ରାଲି ବିଟିଏମ ପଡ଼ିଆରୁ ବାହାରି ବେହେରାମାଲ ଛକ, ପୁରୁଣା ବସ ଷ୍ଟାଣ୍ଡ ଦେଇ ସରବାହାଲ ଛକ ଯାଏଁ ଯାଇଥିଲା।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାରସୁଗୁଡ଼ା ଆସୁଛନ୍ତି। ସେ ଅମଲୀପାଲିସ୍ଥିତ ପଡ଼ିଆରେ ଆୟୋଜିତ ସଭାକୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକାଧିକ ପ୍ରକଳ୍ବର ଲୋକାର୍ପଣ, ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଦେଶବାସୀଙ୍କୁ ଅନେକ ପ୍ରକଳ୍ପ ଉପହାର ସ୍ବରୂପ ମିଳିବ। ଏଥିରେ ଓଡ଼ିଶାବାସୀଙ୍କ ପାଇଁ ମଧ୍ୟ ଅନେକ ପ୍ରକଳ୍ପ ସାମିଲ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ାରେ ସମୀକ୍ଷା ପୂର୍ବରୁ ଗତକାଲି ପୂର୍ବାହ୍‌ଣରେ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସଭାସ୍ଥଳରେ ପହଞ୍ଚି ସୁରକ୍ଷା ସମ୍ବନ୍ଧୀୟ ସମୀକ୍ଷା କରିଥିଲେ। ବିମାନବନ୍ଦରରୁ ନେଇ ସଭାସ୍ଥଳ ଯାଏଁ ସୁରକ୍ଷା ବ୍ୟବସ୍ଥା କିଭଳି ରହିବ, କେଉଁଠି କ୍ୟାମେରା ଲାଗିବ, କେଉଁଠି ସାଭକୁ ଆସୁଥିବା ଲୋକଙ୍କ ଯାଞ୍ଚ୍ ହେବ ସେନେଇ ଡିଜିପି ସମୀକ୍ଷା କରିଥିଲେ। ଏହି ସମୀକ୍ଷା ବେଳେ ଏଡିଜି ଆଇନ ଶୃଙ୍ଖଳା ସନ୍ତୋଷ ବାର୍ଲା, ଉତ୍ତରାଞ୍ଚଳ ପୁଲିସ ଆଇଜି ହିମାଂଶୁ ଲାଲ, ଝାରସୁଗୁଡା ଏସପି ଜି ଆର ରାଘବେନ୍ଦ୍ର, ବରଗଡ଼ ଏସପି ପ୍ରହଲ୍ଲାଦ ସହାୟ ମୀନା, ସୋନପୁର ଏସପି ନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ।

Previous Post

ନାଲକୋର ୪୪ତମ ବାର୍ଷିକ ସାଧାରଣ ବୈଠକ

Next Post

ଆରମ୍ଭ ହେଲା ‘ଆମ ସାଥୀ ୟୁନିଫାଏଡ ହ୍ବାଟ୍‌ସଅପ୍’: ମିଳିବ ୧୨୦ରୁ ଅଧିକ ସେବା

FNN WEB

FNN WEB

Next Post
ଆରମ୍ଭ ହେଲା ‘ଆମ ସାଥୀ ୟୁନିଫାଏଡ ହ୍ବାଟ୍‌ସଅପ୍’: ମିଳିବ ୧୨୦ରୁ ଅଧିକ ସେବା

ଆରମ୍ଭ ହେଲା ‘ଆମ ସାଥୀ ୟୁନିଫାଏଡ ହ୍ବାଟ୍‌ସଅପ୍’: ମିଳିବ ୧୨୦ରୁ ଅଧିକ ସେବା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.