• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ବିରୋଧରେ ବିଜେଡିର ପ୍ରତିବାଦ

FNN WEB by FNN WEB
October 6, 2025
in ଓଡ଼ିଶା, ମୁଖ୍ୟ ଖବର
0
ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ବିରୋଧରେ ବିଜେଡିର ପ୍ରତିବାଦ
0
SHARES
0
VIEWS

ଭୁବନେଶ୍ବର : ପୁଲିସ ଏସଆଇ ନିଯୁକ୍ତି କେଳେଙ୍କାରୀ ଘଟଣା। ଆଶାୟୀଙ୍କୁ ନ୍ୟାୟ ଦାବି ସହ ଅନିୟମିତା ବିରୋଧରେ ବିଜୁ ଜନତା ଦଳର ପ୍ରତିବାଦ । ପରୀକ୍ଷା ଜାଲିଆତି ନେଇ ଦଳର ପ୍ରତିବାଦ କରୁଛି । ପୁଲିସ ଏସଆଇ ନିଯୁକ୍ତିରେ ବ୍ୟାପକ ଅନିୟମିତତା ନେଇ ବିଜୁ ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ଘଟଣାର ସିବିଆଇ ତଦନ୍ତ ଦାବି କରି ଆସୁଛି ବିଜେଡି। ସିବିଆଇ ତଦନ୍ତ ନିର୍ଦେଶ ଦିଆ ନ ଗଲେ ଆଗକୁ ଜୋରଦାର ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି ବିଜେଡି। ବିଜୁ ଜନତା ଦଳର ଏହି ପ୍ରତିବାଦରେ ବହୁ ପରୀକ୍ଷାର୍ଥୀ ମଧ୍ୟ ସାମିଲ ଅଛନ୍ତି।

ଅନ୍ୟପଟେ ଦିନ ଗଡ଼ିବା ସହ ଫେକ୍ ଜବ ସିଣ୍ଡିକେଟର ଖୋଲୁଛି ଗୁମର। ଏସଆଇ ନିଯୁକ୍ତି ଘୋଟାଲାର ଚେର କୁଆଡ଼େ ଲମ୍ବିଛି ତାହାକୁ ନେଇ ଚାଲିଛି ଛାନବିନ। ରବିବାର ଭୁବନେଶ୍ବର ଲିଙ୍ଗରାଜ ଇନଫୋସଲ ଇନଷ୍ଟିଚ୍ୟୁଟରେ ରେଡ୍ ହୋଇଥିବାବେଳେ ଅଭିଯୁକ୍ତ ଶଙ୍କର ପୃଷ୍ଟି ଏଠାରେ ରାକେଟ ଚଲାଉଥିବା ଜଣାଯାଇଛି। ଏହା ସହ ଗିରଫ ଚତୁର୍ଥ ଅଭିଯୁକ୍ତ ବିଶ୍ବରଞ୍ଜନ ବେହେରାଙ୍କଠାରୁ ବି ବହୁ ତଥ୍ୟ ପାଇଛି କ୍ରାଇମବ୍ରାଞ୍ଚ।

ଗତକାଲି ପଞ୍ଚମ ଦଲାଲ ଅରବିନ୍ଦ ଦାସକୁ ବି ଗିରଫ କରାଯାଇଥିଲା। ତା ଘର ବାଲେଶ୍ବର ସିଂଲା ଥାନା ନବରା। ବର୍ତ୍ତମାନ ସୁଦ୍ଧା ୫ ଦଲାଲଙ୍କ ସମେତ ଗିରଫ ହେଲେଣି ୧୧୯ ଜଣ। ତଥାପି ଧରା ପଡିନାହାନ୍ତି କିଙ୍ଗପିନ। ସିଲିକନ୍ ଟେକ୍ ଲାବ୍ ଓ ପଞ୍ଚସଫ୍ଟ ମାଲିକ ଶଙ୍କର ପୃଷ୍ଟିର ଭୂମିକାକୁ ନେଇ ଏବେ ବଢିବାରେ ଲାଗିଛି ସସପେନ୍ସ। ପ୍ରଶ୍ନ ଉଠୁଛି ଲୋକସେବା ଭବନରୁ ଚାଲିଥିଲା କି ଠକେଇ ସିଣ୍ଡିକେଟ ? ନିଯୁକ୍ତି କେଳେଙ୍କାରୀରେ ଅଛି କି ହାଇପ୍ରୋଫାଇଲ ଲୋକଙ୍କ ସମ୍ପୃକ୍ତି ? ଠକେଇ ସିଣ୍ଡିକେଟରେ ଆଉ କିଛି ପୋଲିସ ଅଧିକାରୀ ନାହାନ୍ତି ତ ? ଯଦି ଅଛନ୍ତି ସେମାନଙ୍କୁ ଧରିବାକୁ କାହିଁକି ପଛଘୁଞ୍ଚା ଦେଉଛି କ୍ରାଇମବ୍ରାଞ୍ଚ ? ଚାକିରି କେଳେଙ୍କାରୀର ମାଷ୍ଟରମାଇଣ୍ଡକୁ ଧରିବାକୁ ରାଜ୍ୟ ଭିତରେ ଓ ବାହାରେ ଆରମ୍ଭ ହୋଇଛି ତନାଘନା।

ସ୍କାନରରେ ଅଛନ୍ତି ବିଭିନ୍ନ ଶିକ୍ଷାନୁଷ୍ଠାନର ମାଲିକ। ଯାଞ୍ଚ ହେଉଛି ଅଭିଯୁକ୍ତଙ୍କ ସିଡିଆର। ଆବଶ୍ୟକ ପଡ଼ିଲେ ଆର୍ଥିକ କାରବାର ନେଇ ବ୍ୟାଙ୍କକୁ ମଧ୍ୟ ଚିଠି ଲେଖାଯିବ। ୨୦୨୪ ଜୁନରୁ ଆଜି ପର୍ୟ୍ୟନ୍ତ ବାତିଲ ହୋଇଥିବା ପରୀକ୍ଷାର ରିପୋର୍ଟ ଦାଖଲ କରିବାକୁ ସମସ୍ତ ବୋର୍ଡ ଓ ଆୟୋଗଙ୍କୁ ଦିଆଯାଇଛି ନିର୍ଦ୍ଦେଶ। ମହା ଦୁର୍ନୀତିର ମୁଖ୍ୟ କାର୍ପଟଦାର କୁହାଯାଉଥିବା ଶଙ୍କର ପୃଷ୍ଟି ଫେରାର ହୋଇଯାଇଛି ବୋଲି କୁହାଯାଉଛି। ଶଙ୍କର ପୃଷ୍ଟିର ଘନିଷ୍ଠ ସହଯୋଗୀ ମୁନ୍ନା ମହାନ୍ତି ଭୁବନେଶ୍ବରରୁ ଆଶାୟୀ ପ୍ରାର୍ଥୀଙ୍କୁ ହାଇଦ୍ରାବାଦ ନେବା ଲାଗି ୩ଟି ବସ ଭଡ଼ା କରିଥିଲା ବୋଲି ସୂଚନା ରହିଛି।

Previous Post

ରାଜ୍ୟର ସ୍ଥିତି ଗମ୍ଭୀର ଥିଲା ବେଳେ ନୂଆପଡାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ପ୍ରଚାର: ବିଜେଡି

Next Post

ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ

FNN WEB

FNN WEB

Next Post
ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ

ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.