• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

FNN WEB by FNN WEB
October 9, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ
0
SHARES
0
VIEWS

ଭୁବନେଶ୍ୱର : ମାନବସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିରାଶ୍ରୟ ଓ ନିଃସହାୟ ବ୍ୟକ୍ତିମାନଙ୍କର ସେବାକରି ନିଜର ସେବା ମନୋବୃତ୍ତିକୁ ଯେଭଳି ଚରିତାର୍ଥ କରିଥିଲେ, ସେଭଳି ଯୁବସମାଜକୁ ଆଦର୍ଶ ମାର୍ଗରେ ଗଢ଼ିତୋଳିବା ପାଇଁ ସର୍ବଦା ତତ୍ପର ଥିଲେ । ବନ୍ୟା, ବାତ୍ୟା, ମରୁଡ଼ି, ଦୁର୍ବିପାକରେ ପ୍ରପୀଡ଼ିତ ଜନତାଙ୍କୁ ନିଃସ୍ୱାର୍ଥ ସେବା, ସାହାଯ୍ୟ ଓ ସହାନୁଭୂତି ଯୋଗାଇଦେଇ ପଣ୍ଡିତ ଗୋପବନ୍ଧୁ ମାନବୀୟ ଗୁଣ ଏବଂ ଚିନ୍ତା-ଚେତନାରେ ଉତ୍କଳୀୟ ଭାବନା ରଖି ଜାତୀୟତାର ଉଦାହରଣ ସୃଷ୍ଟି
କରିଯାଇଛନ୍ତି ।

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ ପାଳନ ଅବସରରେ ଆଜି ବିଧାନସଭା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ଉପବାଚସ୍ପତି ଶ୍ରୀ ଭାବନୀଶଙ୍କର ଭୋଇ, ସରକାରୀ ଦଳ ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ଶ୍ରୀ ବାବୁ ସିଂ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ଶ୍ରୀ ପି୍ରୟଦର୍ଶୀ ମିଶ୍ର, ଲୋକସେବକ ମଣ୍ଡଳର ସର୍ବଭାରତୀୟ ସମ୍ପାଦକ ତଥା ସମାଜର ପ୍ରକାଶକ ଶ୍ରୀ ରାଜେନ୍ଦ୍ର କୁମାର ଜେନା, ଉତ୍କଳ ସମ୍ମିଳନୀର କାର୍ଯ୍ୟକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରାଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଏହି ଅବସରରେ ଶ୍ରୀ ଲକ୍ଷ୍ମୀକାନ୍ତ ପାଲିତ ଓ ସାଥି କଳାକାରମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Previous Post

୧୧ରେ ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ମୋଦୀ

Next Post

କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

FNN WEB

FNN WEB

Next Post
କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.