• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

FNN WEB by FNN WEB
October 9, 2025
in ଓଡ଼ିଶା, ଖେଳକୁଦ, ମୁଖ୍ୟ ଖବର
0
କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍
0
SHARES
0
VIEWS

ଭୁବନେଶ୍ୱର : ଭାରତୀୟ ଆଥଲେଟିକ୍ସ ମହାସଂଘ, ଓଡ଼ିଶା ଆଥଲେଟିକ୍ସ ସଂଘ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍‌ର ଆୟୋଜନ କରାଯିବ। ଅକ୍ଟୋବର ୧୦ ତାରିଖ ଠାରୁ ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୨୦୦୦ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା ସର୍ବମୋଟ ୭୫ଜଣ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ସର୍ବାଧିକ କ୍ରୀଡ଼ାବିତ୍‌ (୧୪୭ ଜଣ) ହରିୟାଣା ରାଜ୍ୟରୁ ଅଂଶଗ୍ରହଣ କରିବେ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି।

କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ କହିଛନ୍ତି ଯେ, “ଅକ୍ଟୋବର ୧୦ ତାରିଖ ଠାରୁ ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍ ଅନୁଷ୍ଠିତ ହେବାକୁ ଯାଉଛି। ଏଥିସହ ଅକ୍ଟୋବର ୧୧ ତାରିଖ ଠାରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୨୮ତମ ଏସୀୟ ଟେବୁଲ ଟେନିସ ଟିମ୍ସ ଚାମ୍ପିୟନସିପ୍ ଅନୁଷ୍ଠିତ ହେବାକୁ ଯାଉଛି। ଏକ ସମୟରେ ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାର ଆୟୋଜନ କରିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। କ୍ରୀଡ଼ାବିତମାନେ ନିଜର ଉତ୍କୃଷ୍ଟ ପ୍ରଦର୍ଶନ ମାଧ୍ୟାମରେ ସଫଳତା ଅର୍ଜନ କରିବେ ବୋଲି ମୁଁ ଆଶା କରୁଛି।”

“ଓଡ଼ିଶାରେ କଳିଙ୍ଗ ଷ୍ଟାଡ଼ିୟମରେ ବିଗତ ଅଗଷ୍ଟ ମାସରେ ସଫଳତାର ସହ ୱାର୍ଲଡ଼ କଣ୍ଟିନେଣ୍ଟାଲ ଟୁର୍ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାର ଆୟୋଜନ ମାଧ୍ୟମରେ ବିଶ୍ୱ କ୍ରୀଡ଼ା ଜଗତରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି। ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍‌ର ଆୟୋଜନ ମଧ୍ୟ ସଫଳତାର ସହ ହେବ”, ବୋଲି ଭାରତୀୟ ଆଥଲେଟିକ୍ସ ମହାସଙ୍ଗ ପକ୍ଷରୁ ଶ୍ରୀ ଆଦିଲ୍ ସୁମାରିୱାଲା ମତପ୍ରକାଶ କରିଛନ୍ତି।

Previous Post

ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

Next Post

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ରାଜ୍ୟସ୍ତରୀୟ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

FNN WEB

FNN WEB

Next Post
ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ରାଜ୍ୟସ୍ତରୀୟ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ରାଜ୍ୟସ୍ତରୀୟ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.