• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆଇଏଏସ୍‌ ସ୍ତରରେ ଅଦଳବଦଳ: କେନ୍ଦ୍ରକୁ ଗଲେ ୩ ବରିଷ୍ଠ ଅଧିକାରୀ

FNN WEB by FNN WEB
October 10, 2025
in ଓଡ଼ିଶା, ମୁଖ୍ୟ ଖବର
0
୩୦ ଜୁନ୍‌ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ
0
SHARES
4
VIEWS

ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ଜାରି କରଯାଇଛି। ୨୦୦୨ ବ୍ୟାଚ୍‌ର ଆଇଏଏସ୍‌ ତଥା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସଚିବ ଗିରିଶ ଏସ୍‌ଏନ୍‌ଙ୍କୁ ମିସନ ଶକ୍ତି ବିଭାଗରେ ଅତିରିକ୍ତ ଦାୟିତ୍ବ ମିଳିଛି।
ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ତଥା ୨୦୦୧ ବ୍ୟାଚ୍‌ର ଆଇଏଏସ୍‌ ଶାଳିନୀ ପଣ୍ଡିତ କେନ୍ଦ୍ରକୁ ଯିବେ। ତାଙ୍କୁ ଅର୍ଥ ମନ୍ତ୍ରାଳୟରେ ଯୁଗ୍ମ ସଚିବ ଭାବେ ନିଯୁକ୍ତି ମିଳିଛି। ଓଡ଼ିଶା ଫିଲ୍ମ ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ ତଥା ୨୦୧୧ ବ୍ୟାଚର ଆଇଏଏସ୍‌ ସମର୍ଥ ବର୍ମା ମଧ୍ୟ କେନ୍ଦ୍ରରେ ନିଯୁକ୍ତି ମିଳିଛି। ସେ ଭରତ ସରକାରଙ୍କ ବନ୍ଦର ବିଭାଗରେ ନିର୍ଦ୍ଦେଶକ ଭାବେ କାମ କରିବେ। ସେହିପରି ୨୦୧୪ ବ୍ୟାଚ୍‌ର ଆଇଏଏସ୍‌ ସ୍ବଧା ଦେବୀ ସିଂହ ଓଡ଼ିଶା ଉଠାଜଳସେଚନ ନିଗମର ପରିଚାଳନା ନିର୍ଦ୍ଦେଶକରୁ କେନ୍ଦ୍ର ସରକାରଙ୍କ ଜନଗଣନା ବିଭାଗରେ କାର୍ଯ୍ୟ କରିବାକୁ ନୂଆ ଦାୟିତ୍ବ ପାଇଛନ୍ତି। ସେଠାରେ ସେ ନିର୍ଦ୍ଦେଶକ ଭାବେ କାମ କରିବେ।

ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଶାଳିନୀ ପଣ୍ଡିତ କେନ୍ଦ୍ର ଡେପୁଟେସନ୍‌ରେ ଯିବା ପରେ ତାଙ୍କ ସ୍ଥାନରେ ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ନୁନ୍‌ସାବତ ଥିରୁମାଲା ନାଏକଙ୍କୁ ଅବସ୍ଥାପିତ କରାଯାଇଛି। ସେହିପରି ମାନସୀ ନିମ୍ଭାଲଙ୍କୁ ସ୍ବଧାଦେବୀ ସିଂହଙ୍କ ସ୍ଥାନରେ ଉଠା ଜଳସେଚନ ନିଗମ ପରିଚାଳନା ନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି। ରାଜ୍ୟ ସରକାର ଆଇଏଏସ୍‌ ୨୦୧୨ ବ୍ୟାଚ୍‌ର ସୁରେନ୍ଦ୍ର କୁମାର ମୀନାଙ୍କୁ ଅନୁସୂଚିତ ଜାତି ଓ ଜନଜାତୀ ବିକାଶ ବିଭାଗର ଅତିରିକ୍ତ ସଚିବ ଦ୍ବାୟିତ୍ବ ଦେଇଥିବା ବେଳେ ୨୦୧୪ ବ୍ୟାଚ୍‌ର ଆଇଏଏସ୍‌ ଶୁଭଶ୍ରୀ ନନ୍ଦଙ୍କୁ ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ସେହିପରି ବିଏମ୍‌ସି କମିସନର ଚଞ୍ଚଲ ରାଣାଙ୍କୁ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍‌ର ଏମ୍‌ଡି ଭାବେ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି।

ଗିରିଶ ଏସ୍‌.ଏନ୍‌ଙ୍କୁ ମିସନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ମିଳିଥିବା ବେଳେ ପ୍ରେମଜିତ୍ ନାୟକଙ୍କୁ ଅନୁସୂଚିତ ଜନଜାତି ବିଭାଗର ନିର୍ଦ୍ଦେଶକ ନିଯୁକ୍ତି ମିଳିଛି। ଦୀପଙ୍କର ମହାପାତ୍ରଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ପ୍ରଣତି ଛୋଟରାୟ ଗୃହ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି। ୨୦୧୫ ବ୍ୟାଚ୍‌ର ଆଇଏଏସ୍‌ ନିବେଦିତା ପୃଷ୍ଟିଙ୍କୁ ବୟନିକାର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଥିବା ବେଳେ ୨୦୧୫ ବ୍ୟାଚ୍‌ର ଆଇଏଏସ୍‌ ମଧୁସ୍ମିତା ସାମଲ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ଭାବେ ଅବସ୍ଥାପିତ ହୋଇଛନ୍ତି। ସଞ୍ଜୟ ବିଶ୍ବାଳଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗରେ ଅତିରିକ୍ତ ସଚିବ ଓ ବରିଷ୍ଠ ଓଏଏସ କାହ୍ନୁଚରଣ ଧୀରଙ୍କୁ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି।

Previous Post

ଟାଇମ୍‍ସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬: ବିଶ୍ୱରେ ୫୦୧ କୋହର୍ଟରେ କିଟ୍‍, ଭାରତର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

Next Post

ନିର୍ବାଚିତ ପ୍ରତିନିଧିଙ୍କ ସୁରକ୍ଷା ପାଇଁ ଆବଶ୍ୟକ ପଡିଲେ ବିଜେଡି ସୁପ୍ରିମ କୋର୍ଟ ଯିବ: ନବୀନ ପଟ୍ଟନାୟକ

FNN WEB

FNN WEB

Next Post
ନିର୍ବାଚିତ ପ୍ରତିନିଧିଙ୍କ ସୁରକ୍ଷା ପାଇଁ ଆବଶ୍ୟକ ପଡିଲେ ବିଜେଡି ସୁପ୍ରିମ କୋର୍ଟ ଯିବ: ନବୀନ ପଟ୍ଟନାୟକ

ନିର୍ବାଚିତ ପ୍ରତିନିଧିଙ୍କ ସୁରକ୍ଷା ପାଇଁ ଆବଶ୍ୟକ ପଡିଲେ ବିଜେଡି ସୁପ୍ରିମ କୋର୍ଟ ଯିବ: ନବୀନ ପଟ୍ଟନାୟକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026
ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.